-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||     

HOME   ଜିଲ୍ଲା

ଆଶ୍ରମ ବିଦ୍ୟାଳୟ ରେ ସି ଆର ସି ସି ଓ ବ୍ଲକ ମଙ୍ଗଳ ଅଧିକାରୀ ଙ୍କ ମିଳିତ ସମୀକ୍ଷା

10-Dec-2025



(ପ୍ରିୟଦର୍ଶିନୀ ପାତ୍ର)
ପାପଡ଼ା ହାଣ୍ଡି ବ୍ଳକ ଅନ୍ତର୍ଗତ ଆଶ୍ରମ ବିଦ୍ୟାଳୟ ଗାଦବା କତରାରେ ସିଆରସିସି ବାବୁଲାଲ ସାଗର ଓ ସେମଳା  ବ୍ଲକ ମଙ୍ଗଳ ଅଧିକାରୀ ଦେବବ୍ରତ ପରିଡ଼ା ସହ ଶ୍ରେଣୀ ପରିଦର୍ଶନ କରି ପିଲାଙ୍କ ଶିକ୍ଷା ସ୍ତରରେ କେମିତି ଉନ୍ନତି ହେବ ଏଥିପାଇଁ ସିଆରସିସି ସାଗର ପ୍ରଧାନ ଶିକ୍ଷକ, ସହକାରୀ ଶିକ୍ଷକ ଓ ପରିଡ଼ା ସାରଙ୍କ ସହ ଆଲୋଚନା କରି ଶିକ୍ଷକ ସମସ୍ୟା, ପିରୟଡ ସମସ୍ୟା, ଶ୍ରେଣୀ ଗୃହ ସମସ୍ୟା ମଧ୍ୟରେ ମଧ୍ୟ ବହୁ ଶ୍ରେଣୀୟ ଶିକ୍ଷା 
ଉପରେ ଆଲୋଚନା କରିଥିଲେ
ଲେସନ ନୋଟ ଯେ କେତେ ଗୁରୁତ୍ଵ ପୂର୍ଣ୍ଣ   ଲେସନ ନୋଟ ଦ୍ୱାରା ଏକାଡେମିକ ପାଠର ଅଗ୍ରଗତି, ପିଲାଙ୍କ ଜାଣିବା ଧାରା, ଶିକ୍ଷା ନିୟମ ଅନୁସରଣ,ଶିକ୍ଷକ ସେବା ପୁସ୍ତିକାର ପ୍ରମୁଖ କାର୍ଯ୍ୟ | 
 ଶିକ୍ଷକ ଭାବେ ଲେସନ ନୋଟ ସହ ୪୫ ମିନିଟ ବିନିଯୋଗ ପାଇଁ ମତ ପ୍ରକାଶରେ କରିଥିଲେ |
ନିପୁଣ ଆପରେ ଶ୍ରେଣୀ ପର୍ଯ୍ୟ ବେକ୍ଷଣ କାର୍ଯ୍ୟ ପାଇଁ ଲେସନ ନୋଟର ତାତ୍ପର୍ଯ୍ୟ ବାବଦରେ ଆଲୋକ ପ୍ରଦାନ କରିଥିଲେ।ବ୍ଲକ ମଙ୍ଗଳ ଅଧିକାରୀ  ବିଦ୍ୟାଳୟ ଗ୍ରାଣ୍ଟ ବ୍ୟବହାର ପାଇଁ  ଅବଗତ ସହ ଶିକ୍ଷାର ଉନ୍ନତି ପାଇଁ ପିଲାଙ୍କୁ ଶିକ୍ଷାଦାନ କରି ଭଲ ମଣିଷ ପାଇଁ ପ୍ରୟାସ ର ଆବଶ୍ୟକତା ବାବଦରେ ଜଣାଇଲେ। ସିଆରସିସି ଓ ମଂଗଳ ଅଧିକାରୀ ଙ୍କୁ ବିଦ୍ୟାଳୟର ପରିଚାଳନା କମିଟି , ଗ୍ରାମବାସୀ ଓ ବୃଦ୍ଧିଜିବୀ ମହଲରେ ପ୍ରଶଂସା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026

You Might Also Like