-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||     

HOME   ଜିଲ୍ଲା

ଉପମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀରେ ଦଳିତ ଅତ୍ୟାଚାରିତ;  ଗୁହୁରିଆମୁଣ୍ଡା ଓ ରୁଗୁଡ଼ିମୁଣ୍ଡା ଗାଁରେ ରାସ୍ତାକୁ ନେଇ ସବର୍ଣ୍ଣ ଅସବର୍ଣ୍ଣ ବିବାଦ,ଲିଖିତ ଅଭିଯୋଗ ପରେ ମଧ୍ୟ ସ୍ଥାୟୀ ସମାଧାନ କଲାନି ପ୍ରଶାସନ

10-Dec-2025



ସ୍ଥାୟୀ ସମାଧାନ ଦାବି ନେଇ ତହସିଲଦାରଙ୍କ କାର୍ଯ୍ୟାଳୟ ଘେରାଉ

ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ତହସିଲ ଅଧିନସ୍ଥ ଗୁହୁରିଆମୁଣ୍ଡା ଓ ରୁଗୁଡ଼ିମୁଣ୍ଡା ଗାଁରେ ରାସ୍ତା ବିବାଦକୁ ନେଇ ସବର୍ଣ୍ଣ ଓ ଅସବର୍ଣ୍ଣଙ୍କ ମଧ୍ୟରେ ବିବାଦ ଉପୁଜିଥିଲା।ଏହାର ସମାଧାନ କରିବାପାଇଁ ନୁଆଁଖାଇ ସମୟରେ ଉଭୟ ଗାଁର ଅସବର୍ଣ୍ଣ ପରିବାର ଉପଜିଲ୍ଲାପାଳ ଓ ତହସିଲଦାର ପାଟଣାଗଡ଼ଙ୍କୁ ଏକ ଲିଖିତ ଅଭିଯୋଗ କରିଥିଲେ।କିନ୍ତୁ ପ୍ରଶାସନ ତରଫରୁ ଏ ପର୍ଯ୍ୟନ୍ତ କୌଣସି ସ୍ଥାୟୀ ସମାଧାନ ନ କରିବାରୁ ପୁଣି ବିବାଦ ଉଗ୍ର ରୂପ ନେଇଛି।ଯାହାକୁ ନେଇ ମଙ୍ଗଳବାର ଅସବର୍ଣ୍ଣଙ୍କ ପକ୍ଷରୁ ଏଲଡିଏ ଫାଉଣ୍ଡର ଲବ ସୁନାଙ୍କ ନେତୃତ୍ୱରେ ଉଭୟ ଗାଁର ଅସବର୍ଣ୍ଣ ପରିବାର ଆସି ପାଟଣାଗଡ଼ ତହସିଲ୍ବା ଘେରାଉ କରିଛନ୍ତି l ସେମାନେ ବାଳିକା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ଏକତ୍ରିତ ହୋଇ ବିଭିନ୍ନ ସରକାର ବିରୋଧୀ ନାରାବାଜି ଦେଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ପହଁଞ୍ଚି ବସିପଡି କାର୍ଯ୍ୟାଳୟ ଘେରାଉ କରିବାସହ ଏକ ପ୍ରତିବାଦ ସଭା କରିଥିଲେ। ଆନ୍ଦୋଳନକାରୀମାନେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ସାଂସଦ ସଂଗୀତା କୁମାରୀ ସିଂଦେଓଙ୍କ ନାମରେ ନାମରେ ନାରାବାଜି କରିଥିଲେ l ରାଜ୍ୟର ଖୋଦ୍ ଉପମୁଖ୍ୟମନ୍ତ୍ରୀ ଙ୍କ ନିର୍ବାଚନମଣ୍ଡଳୀ ରେ ଦଳିତ ମାନେ ଅତ୍ୟାଚାରିତ ବୋଲି ଏଲ୍ ଡି ଏ ସଂଗଠନର ମୁଖ୍ୟ ଲବ ସୁନା ଅଭିଯୋଗ କରିଛନ୍ତି l ତେବେ କୌଣସି କାରଣରୁ ତହସିଲଦାର ଉପସ୍ଥିତ ନ ଥିବାରୁ ଆନ୍ଦୋଳନକାରୀ ମାନେ ରାସ୍ତା ବିବାଦର ସ୍ଥାୟୀ ସମାଧାନ ନ ହେଲେ ପନ୍ଦର ଦିନ ପରେ ପୁଣି ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇ ଫେରିଆସିଥିଲେ। ଅଭିଯୋଗନୁସାରେ ଗୁହୁରିଆମୁଣ୍ଡା ଗାଁରେ ପ୍ରଥମେ ଜଣେ ଅସବର୍ଣ୍ଣ ବ୍ୟକ୍ତି ପଞ୍ଚାୟତକୁ ଚାଉଳ ନେଇ ଆସିଥିବା ସମୟରେ ଜଣେ ସବର୍ଣ୍ଣଙ୍କ ସହ ଝଗଡା ହୋଇଥିଲା।ଏହାପରେ ଅସବର୍ଣ୍ଣ ଲୋକେ ଗାଁର ଉକ୍ତ ସବର୍ଣ୍ଣକୁ ମାଡ଼ ମାରିବାରୁ ଥାନାରେ ଅଭିଯୋଗ ପରେ ପୁଲିସ ସେମାନଙ୍କୁ କୋର୍ଟ ଚାଲାଣ କରିଥିଲା।ପରେ ଉଭୟ ସବର୍ଣ୍ଣ ଓ ଅସବର୍ଣ୍ଣଙ୍କ ମଧ୍ୟରେ ବିବାଦ ଉଗ୍ରରୂପ ନେଇଥିଲା।ଯାହାକୁ ନେଇ ସବର୍ଣ୍ଣ ପକ୍ଷରୁ ଜଣେ ବ୍ୟକ୍ତି ତାଙ୍କ ରୟତି ଜମି ଯାହାକି ହରିଜନ ପଡ଼ାରୁ ଗାଁକୁ ଆସୁଥିବା ରାସ୍ତାକୁ ଗଛ ପକାଇ ଅବରୋଧ କରିଥିଲେ।ଏହାକୁ ନେଇ ଅସବର୍ଣ୍ଣ ପରିବାର ଲୋକେ ଉପଜିଲ୍ଲାପାଳ ଓ ତହସିଲଦାର ପାଟଣାଗଡ଼ଙ୍କ ଦ୍ୱାରସ୍ଥ

ହେବାପରେ ଅବରୋଧ ହଟିଥିଲା କିନ୍ତୁ ଏହାର ସ୍ଥାୟୀ ସମାଧାନ କରାଗଲାନାହିଁ।ଏବେ ସେଠାରେ ରାସ୍ତା ଉନ୍ନତି କରଣ ପାଇଁ ପାଞ୍ଚ ଲକ୍ଷ ତେୟାନବେ ହଜାର ଟଙ୍କା ଆସିଥିବା ବେଳେ ସବର୍ଣ୍ଣ ଲୋକେ କାର୍ଯ୍ୟ କରାଇଦେଉନଥିବା ଅଭିଯୋଗ ଆଣିଛନ୍ତି ଅସବର୍ଣ୍ଣ ଲୋକେ ।ଅନୁରୂପ ଭାବରେ ରୁଗୁଡ଼ିମୁଣ୍ଡା ଅସବର୍ଣ୍ଣ ବସ୍ତିରୁ ଗାଁ ପୋଖରୀକୁ ଜଣେ ବ୍ୟକ୍ତିଙ୍କ ରୟତି ଜମି ଦେଇ ଯାଉଥିବା ରାସ୍ତା କୁ ରାସ୍ତା ଉନ୍ନତି କରଣ କାମ ସରିବାପରେ ଉକ୍ତ ବ୍ୟକ୍ତି ଅବରୋଧ କରିଛନ୍ତି।ଏହାକୁ ନେଇ ସେମାନେ ବାରମ୍ବାର ପ୍ରଶାସନର ଦ୍ୱାରସ୍ଥ ପରେ ମଧ୍ୟ କୌଣସି ସୁଫଳ ନ ମିଳିବାରୁ ଯାହା ଦ୍ୱାରା ବିଶେଷତ ଅସବର୍ଣ୍ଣ ବସ୍ତିର ମହିଳାମାନେ ସ୍ନାନ,ଶୌଚ ଆଦି ପାଇଁ ବହୁତ ଅସୁବିଧା ଭୋଗୁଛନ୍ତି। ସେଥିପାଇଁ ଆଜି ଉଭୟ ଗ୍ରାମର ଦଳିତ ପୁରୁଷ/ ମହିଳା ପାଟଣାଗଡ଼ ତହସିଲ ଘେରାଉ କରିଥିଲେ l ତେବେ ଏନେଇ ପାଟଣାଗଡ଼ ଉପଜିଲ୍ଲାପାଳ ସୁନୀଲ ମେହେର ଙ୍କୁ ପଚାରିବାରୁ ଏବେ ବ୍ୟସ୍ତ ଅଛି ପରେ କହିବି ବୋଲି କହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026

You Might Also Like