-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||     

HOME   ଜିଲ୍ଲା

ଦ୍ବିଦିବସୀୟ ବାର୍ଷିକ କ୍ରୀଡା ଉଦଯାପିତ

10-Dec-2025



ବଲାଙ୍ଗୀର(ପ୍ରେରଣା ଖବର): ସୁସ୍ଥ ମନ ସୁସ୍ଥ ଶରୀର ଗଠନରେ ସହାୟକ। ସୁସ୍ଥ ଶରୀର ହିଁ ସମୃଦ୍ଧ ବ୍ୟକ୍ତିତ୍ୱର ପରିଚାୟକ। ଏ ମନ୍ତ୍ରରେ ଅଭିମନ୍ତ୍ରିତ ହୋଇ ସରକାରୀ ମହିଳା ମହାବିଦ୍ୟାଳୟ ବାଲାଙ୍ଗୀରର ଦ୍ବିବସୀୟ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଯାପିତ ହୋଇଯାଇଛି।ଉଦଯାପନୀ ଦିବସ ତଥା ପୁରସ୍କାର ବିତରଣୀ ଉତ୍ସବରେ ଅଧ୍ୟକ୍ଷ ଡ଼ ଅରବିନ୍ଦ କୁମାର ଓଝା ସଭାପତିତ୍ୱ କରିଥିବାବେଳେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା କ୍ରୀଡ଼ା ଅଧିକାରୀ ପରାଶର ବାଗ ଯୋଗ ଦେଇଥିଲେ। ଉପସଭାପତି ରତିକାନ୍ତ ନାଏକ, ଡ଼ ଅନୁରାଧା ମିଶ୍ର, ସୂଚୀତା ଦୋରା କ୍ରୀଡ଼ା ସଂସଦ ସମ୍ପାଦିକା ସୋହାନି ସାହୁ ପ୍ରଭୃତି ମଂଚାସୀନ ଥିଲେ।
 ବିଗତ ୦୯ତାରିଖରୁ ଆରମ୍ଭ ହୋଇଥିବା ଉକ୍ତ ବାର୍ଷିକ କ୍ରୀଡ଼ା ଉତ୍ସବରେ ମହାବିଦ୍ୟାଳୟର ଉଭୟ ଯୁକ୍ତ ଦୁଇ ଏବଂ ଯୁକ୍ତ ତିନି ତଥା ସ୍ନାତକୋତ୍ତର ଶ୍ରେଣୀର ଛାତ୍ରୀଙ୍କ ମଧ୍ୟରେ ଏକାଧିକ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଚଳିତ ବର୍ଷ ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ୫୧ତମ ସଂଖ୍ୟା ଛୁଇଁ ଥିବା ବେଳେ ଏଥର ଏକାଧିକ ନୂତନ କ୍ରୀଡ଼ା ପ୍ରତିଯୋଗିତା ସାମିଲ କରାଯାଇଥିଲା। ଉଦଯାପନୀ ଦିବସର ସଭାକୁ ଡ଼ଃ ଅନୁରାଧା ମିଶ୍ର ସଂଚାଳନ କରିଥିବା ବେଳେ ଛାତ୍ରୀ ସୋହାନି ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଚଳିତ ବର୍ଷ ଯୁକ୍ତଦୁଇ ସ୍ତର ପାଇଁ ଶ୍ରୀୟଙ୍କା ଫରିକର ଏବଂ ଯୁକ୍ତ ତିନି ତଥା ସ୍ନାତକୋତ୍ତର ଶ୍ରଦ୍ଧାଞ୍ଜଳି ମିଶ୍ର ଚମ୍ପିଆନ ଆଖ୍ୟା ଅର୍ଜନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026

You Might Also Like