-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳ ରେଞ୍ଜ: ସମାକୁପା ଅଞ୍ଚଳରେ ବାଘ ଆତଙ୍କ

10-Dec-2025



କଣ୍ଟାମାଳ(ଜୟକୁମାର ମହାରଣା): ବୋୖଦ୍ଧ ବନଖଣ୍ଡ କଣ୍ଟାମାଳ ରେଞ୍ଜ ର ନାରାୟଣପ୍ରସାଦ ସେକ୍ସନ ଅନ୍ତର୍ଗତ ସମାକୂପା ସମାକୁପା ଅଞ୍ଚଳରେ ବାଘ ଆତଙ୍କ । ବାଘ ଭୟରେ ଭୟବିତ ଗ୍ରାମବାସୀ  l   ଗାଈକୁ ମାରି ଖାଇଛି ବାଘ । ଜଙ୍ଗଲ ରେ ଦେଖିବାକୁ ମିଳିଛି ବାଘର ପାଦଚିହ୍ନ ସହ ମଳ । ଯାହାକୁ ଦେଖି ଏବେ ସ୍ଥାନୀୟ ଲୋକେ ଭୟରେ ଆତଙ୍କିତ  l  ସନ୍ଧ୍ୟା ହେଲେ ଗାଁରେ ପଡୁଛି ତାଟି କବାଟ l ବାଘ ଭୟରେ ସନ୍ଧ୍ୟାହେଲେ ଘରୁ ବାହାରୁ ନାହାନ୍ତି ଲୋକ l ସୂଚନାମୁତାବକ ଗତ ଦୁଇରୁ ତିନିଦିନ ହେଲା ସମାକୂପା ଅଞ୍ଚଳ ରେ ଏକ

ସନ୍ଧ୍ୟା ହେଲେ ଗାଁ ଶୂନଶାନ ଭୟରେ ଆତଙ୍କିତ ଗ୍ରାମବାସୀ

ବାଘର ପାଦ ଚିହ୍ନ ଗ୍ରାମବାସୀ ଦେଖିବାକୁ ପାଇଛନ୍ତି ।  ପ୍ରତିଦିନ ଗାଁ ରୁ ଜଙ୍ଗଲ କୁ ଯାଇଥିଲା ଗାଈଗୋରୁ ମଧ୍ୟରୁ ଗାଈ ଛେଳି ହଜିଥିବା  ଦେଖିବାକୁ ପାଇଥିଲେ ଗ୍ରାମବାସୀ । ଏହା ଦେଖି ଗ୍ରାମବାସୀ ଜଙ୍ଗଲ କୁ ଗାଈଗୋରୁ ଖୋଯିବା ଯିବା ପାଇଁ ବାହାରିଥିଲେ ।  ଆଉ ଜଙ୍ଗଲକୁ ଯାଇ ଗ୍ରାମବାସୀ ଯାହା ଦେଖି ଥିଲେ ତାଙ୍କର ବି ହୋସ ଉଡିଯାଇଥିଲା । ଗ୍ରାମବାସୀ ଓ ଗାଈ ଜଗୁଆଲଙ୍କ ସନ୍ଦେହ ସତ ହୋଇଥିଲା । ସେହିପରି ଗାଁରୁ ଛେଳି ମଧ୍ୟ ଖାଇଥିବା ଗ୍ରାମବାସୀ କହିଛନ୍ତି lଜଙ୍ଗଲ ରେ ଗୋରୁଗାଈ ଙ୍କ ମୃତ ଦେହ ଅବଶେଷ ଦେଖିବା ସହ ବାଘ ପାଦଚିହ୍ନ ଓ ମଳ ପଡ଼ିଥିବା ମଧ୍ୟ ଦେଖିବାକୁ ପାଇଛନ୍ତି ।  ଯାହାକୁ ଦେଖି ଅଂଚଳରେ ଭୟର ବାତାବରଣ ରହିଥିବା ବେଳେ ବାଘକୁ ଅଞ୍ଚଳରୁ ଘୋଡ଼ାଇବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି ।
ଅନ୍ୟପଟେ ଏହି ବାଘଟି କଲରାପତାରିଆ ନା ମହାବଳ ବାଘ ତାହା ଅସ୍ପଷ୍ଟ ରହିଛି l ବନ ବିଭାଗ କର୍ମଚାରୀ ଗାଁରେ ପହଂଚି ଲୋକଙ୍କୁ ଜଙ୍ଗଲ ଭିତରକୁ ଯିବା ପାଇଁ ମନା କରିବା ସହ ଗୃହପାଳିତ ପଶୁ ଜଙ୍ଗଲକୁ ନ ଛାଡିବାକୁ କହିଛନ୍ତି l ତେବେ ବାଘ ଥିବା କଥାକୁ ସ୍ୱୀକାର କରିବା ସହ ଘଟଣା ସ୍ଥଳରେ ପହଂଚି ବାଘର ପାଦ ଚି଼ହ୍ନ ନିରୀକ୍ଷଣ କରିବା ସହ ଗତିବିଧି ଦେଖୁଛନ୍ତି  l  ତେବେ ଗାଁରେ ବାଘ ଭୟ ଥିବାରୁ ତୁରନ୍ତ ବନବିଭାଗ ତଦନ୍ତ କରି ଲୋକଙ୍କୁ ସଚେତନତା କରାଇବାର ଆବଶ୍ୟକତା ରହିଛି ବୋଲି ଗ୍ରାମବାସୀ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like