-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||      ତାଳଦଣ୍ଡା କେନାଲ୍ ପାଚେରି ନିର୍ମାଣରେ ସାଙ୍ଘାତିକ ଦୁର୍ନୀତି । କାମ ସରିନି ୨ କୋଟି ଟଙ୍କା ଖର୍ଚ୍ଚ ହେଲା କିପରି ।ଆଉ ୧୫ ଦିନ ପରେ ଚାକିରିରୁ ଅବସର ନେବେ ।ଭିଜିଲାନ୍ସ ତଦନ୍ତ ପାଇଁ ଦାବି ।   (14-Jun-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ବିଶ୍ୱ ରକ୍ତ ଦାତା ଦିବସ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ*   (14-Jun-2026)       ||      ଜୈନ ତେରାପନ୍ଥ ଯୁବକ ପରିଷଦର ନୂତନ ଅଧ୍ୟକ୍ଷ ହେଲେ ସାମ୍ବାଦିକ ମନୋଜ କୁମାର ଜୈନ   (14-Jun-2026)       ||      ଆଉ ମାତ୍ର କିଛି ଘଣ୍ଟା ପରେ ବରପାଲି ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ । ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ।   (14-Jun-2026)       ||      କବିତା ସଂକଳନ ଝରକା ସେପାଖେ ଉନ୍ମୋଚିତ   (14-Jun-2026)       ||     

HOME   ଜିଲ୍ଲା

ବିଏସଏଫ୍ ପକ୍ଷରୁ କମ୍ବିଂ ଅପରେସନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

10-Dec-2025



ବାଲିଗୁଡା:(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ୧୩୬ ବିଏସ୍‌ଏଫ୍ ଜବାନ ମାନେ କମ୍ବିଂ ଅପରେସନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ ପଣ୍ଡ କରିପାରିଛନ୍ତି ।

ସୂଚନାଯୋଗ୍ୟ ଯେ,କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ସଲାଗୁଡା ପଞ୍ଚାୟତ ସିକିଗୁଡ଼ା ଗ୍ରାମ ନିକଟ ଜଙ୍ଗଲରେ ମାଓବାଦୀଙ୍କ ଗତିବିଧି ନେଇ ଗୁଇନ୍ଦା ସୂଚନା ପାଇବା ପରେ ବି ଏସ ଏଫ ଜବାନ ମାନେ କମ୍ବିଂ ଅପରେସନ କୁ ଜୋରଦାର କରିଥିଲେ । 

ଏହି କମ୍ବିଂ ଅପରେସନ ବେଳେ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀ ମାନେ ଆଇଇଡି ବିସ୍ଫୋରକ ବିଛାଇଥିଲେ । କିନ୍ତୁ ମାଓବାଦୀଙ୍କ ଏହି ଯୋଜନାକୁ ବିଏସଏଫ୍ ୧୩୬ ବାଟାଲିୟନ ପଣ୍ଡ କରି ଥିବା ଜଣାପଡିଛି ।

ଜଙ୍ଗଲରୁ ୧୮ଟି ଜିଲାଟିନ୍‌, ୧୭ଟି ବ୍ୟାଟେରୀ, ଗୋଟିଏ ସୋଲାର ପ୍ଲେଟ୍‌, ୮ଟି ଡିଟୋନେଟର, ୧୨ ମିଟର ଫିଉଜ୍ ତାର, ୧୫ ମିଟର ବିଦ୍ୟୁତ୍ ତାର, ୯ଟି ତୀକ୍ଷଣ ଲୁହା ଛଡ଼, ୨ କୁରାଡ଼ି, ପାଣି ବୋତଲ,କେନ୍, ଜୋତା, ପଲିଥିନ ଆଦି ସାମଗ୍ରୀ ଜବତ ପରେ ସମଗ୍ର କନ୍ଧମାଳ ଜିଲ୍ଲାକୁ ମାଓ ମୁକ୍ତ କରିବାକୁ ଘଞ୍ଚ ଜଙ୍ଗଲ ଗୁଡିକ ରେ ଜୋରଦାର ଅପରେସନ ଚାଲିଥିବା ବିଷୟ ବିଏସଏଫ୍ ପକ୍ଷରୁ ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   15-Jun-2026
  ଜିଲ୍ଲା  
*କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   15-Jun-2026
  ଜିଲ୍ଲା  
ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   15-Jun-2026
  ଜିଲ୍ଲା  
ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   15-Jun-2026
  ଜିଲ୍ଲା  
ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   14-Jun-2026

You Might Also Like