-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ଲିଙ୍ଗ ଭିତ୍ତିକ ହିଂସା ନିରାକରଣ ସଚେତନତା ପକ୍ଷ ପାଳିତ

10-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଜିଲ୍ଲା  ସ୍ୱାସ୍ଥ୍ୟ ବିଭାଗ ତରଫରୁ ଲିଙ୍ଗଭିତ୍ତିକ ହିଂସା ନିରାକରଣ ସଚେତନତା ପକ୍ଷ - ୨୦୨୫  ଜିଲ୍ଲା ତାଲିମ କେନ୍ଦ୍ର   ,ସୁବର୍ଣ୍ଣପୁର  ଠାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା ଉଷାରାଣୀ ଦାଶ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଯାଇଅଛି।  ଉକ୍ତ ସଭାରେ DLSA secretary ଦେବାଶିଷ ଦାଶ ,ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ ପରିବାର କଲ୍ୟାଣ ଡ଼ା ଦୈତ୍ୟ ନାରାୟଣ ପାଢ଼ୀ, ଅଧ୍ୟକ୍ଷ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଡା.ଦୁର୍ଗାଦତ୍ତ ଦାଶ, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ରୋଗ ନିୟନ୍ତ୍ରଣ ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ , DSWO ଅନିତା ଗୁରୁ ଓ   ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ରୂପକ କୁମାର ମହାପାତ୍ର ଉପସ୍ଥିତ ରହି  ଆଜିକାର ଦିବସ ର ସ୍ୱାସ୍ଥ୍ୟ ବାର୍ତ୍ତା  -  ଉପରେ ଗୁରୁତ୍ୱାରୋପ କରି "ସମ୍ମାନ ର ସହିତ ବଞ୍ଚିବା ସମସ୍ତ ମହିଳା ଓ ଝିଅ ମାନଙ୍କର ମୌଳିକ ଅଧିକାର " "ଲିଙ୍ଗ ଭିତ୍ତିକ ହିଂସା ଏକ ଜନସ୍ବାସ୍ଥ୍ୟ ସମସ୍ୟା" ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରି ଆମେ ସମସ୍ତେ ମିଶି ଏକ ସୁସ୍ଥ ସୁନ୍ଦର ସମାଜ ଗଠନ ରେ ସହାୟକ ହୋଇପାରିଵା ବୋଲି କହିଥିଲେ ଓ ଏ ଉପରେ ଆଲୋଚନା  କରି ଥିଲେ l ଓ ମହିଳା ମାନଙ୍କ ମାନବିକ ଅଧିକାର ଯେମିତି କ୍ଷୁର୍ଣ୍ଣ ନ ହେବ ସେଥି ପ୍ରତି ଯତ୍ନବାନ ହେବା କୁ ଅତିଥି ମାନେ କହିଥିଲେ l ସକ୍ଷୀ କେନ୍ଦ୍ରରେ ଉପଲବ୍ଧ ସହାୟତା ଉପରେ ବିଶେଷ ଆଲୋଚନା ହୋଇଥିଲା।ଉକ୍ତ ସଭାରେ ଅଧ୍ୟକ୍ଷ, ଜନ ସ୍ଵାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ,ବ୍ଲକ କାର୍ଯ୍ୟକ୍ରମ ପରିଚାଳକ, ବ୍ଲକ ଆକାଉଣ୍ଟପରିଚାଳକ,ସକ୍ଷୀ,ରେଆର ଶ୍ରଦ୍ଧା ସଂସ୍ଥା ର ପରାମର୍ଶଦାତା  ତଥା କର୍ମଚାରୀ ବୃନ୍ଦ,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ମାନେ  ଉପସ୍ଥିତ ଥିଲେ ।

ସହକାରୀ ଜିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବାବେଳେ ପ୍ରମୋଦ କୁମାର ସାହୁ ସ୍ଵାସ୍ଥ୍ୟ ପରିଦର୍ଶକ, ସୋଭାନା ଦାସ AM LA & IS ଓ ତରଣିସେନ୍ ପ୍ରଧାନ ଆଶା ସଂଜୋଜକ କାର୍ଯ୍ୟକ୍ରମ କୁ  ସହଯୋଗ କରିଥିଲେ । ଶେଷ ରେ ରୂପକ କୁମାର ମହାପାତ୍ର DPM ଉପସ୍ଥିତ ସମସ୍ତଙ୍କୁ  ଧନ୍ୟବାଦ ଅର୍ପଣ କରିଥିଲେ ।   ଏକ ପୋଷ୍ଟର ପ୍ରଦର୍ଶନ କରାଯାଇ ସମସ୍ତ ଙ୍କୁ ସଚେତନ ପାଇଁ ବଣ୍ଟନ କରାଯାଇଥିଲା। ଶେଷରେ ବିନିକା ସି ଏସ ସି ର ପବ୍ଲିକ ହେଲ୍ଥ ଏକ୍କଟେନସନ ଅଫିସର୍ ଅକ୍ରୁର କୁମାର ହୋତା ଙ୍କ ଦ୍ଵାରା ପଠନ କବିତା "ଝିଅ" ସମସ୍ତ ଙ୍କୁ ଭାବ ବିହ୍ୱଳ କରି ପକାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like