-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

"ସୁବର୍ଣ୍ଣl ନାରୀ ଜାଗରଣ କେନ୍ଦ୍ର ବାର୍ଷିକୋତ୍ସବ ପାଳିତ" ଓ ଡ଼. ନାରାୟଣୀ ପଣ୍ଡା ସମ୍ମିଳନୀ କକ୍ଷ ଉଦ୍ଘାଟିତ"-

10-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣା ନାରୀ ଜାଗରଣ କେନ୍ଦ୍ର ର ବାର୍ଷିକ ଉତ୍ସବ ମହାସମାରୋହ ରେ ଅନୁଷ୍ଠିତ ହେବା ସହ ଡ଼ : ନାରାୟଣୀ ପଣ୍ଡା ସମ୍ବିଳନୀ କକ୍ଷ ର ଶୁଭ ଉଦଘାଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଅଛି | ଏହି ଉତ୍ସବ ରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରାୟଣ ନାଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ 'ସୁବର୍ଣ୍ଣା ' ର ସମର୍ପିତ ସେବା ପାଇଁ ଉଚ୍ଚ ପ୍ରଶଂସା କରିଥିଲେ | ବିଶିଷ୍ଟ ଅତିଥି ଭାବେ ଯୋଗ ଦେଇ ଡ଼ : ନାରାୟଣୀ ପଣ୍ଡା ତାଙ୍କ ଦୀର୍ଘ ଜୀବନ  କାଳ ର ବିଚିତ୍ର ଅନୁଭୂତି ସମ୍ପର୍କରେ ବର୍ଣ୍ଣନା କରି ସୁବର୍ଣ୍ଣା ର ଉତ୍ତରୋତ୍ତର ଉନ୍ନତି ନିମନ୍ତେ ଆଶୀର୍ବାଦ କରିଥିଲେ | ଅନ୍ୟତମ ସମ୍ମାନିତ ଅତିଥି ଅତିରିକ୍ତ ଜିଲ୍ଲାପାଳ,  ପୂର୍ବତନ ସମାଜ ମଙ୍ଗଳ ବୋର୍ଡ ଅଧ୍ୟକ୍ଷା ନିବେଦିତା ନାୟକ ତଥା ଡ଼ : ଶାନ୍ତି ମଞ୍ଜରୀ ମିଶ୍ର ' ସୁବର୍ଣ୍ଣା 'ର କାର୍ଯ୍ୟକ୍ରମ ର ଭୃୟସୀ ପ୍ରଶଂସା କରିଥିଲେ | ନିର୍ଯାତିତା ନାରୀ ଓ ପରିତ୍ୟକ୍ତ ଶିଶୁମାନଙ୍କ ସେବାରେ ' ସୁବର୍ଣ୍ଣା ' କିପରି ଦକ୍ଷତା ଓ ସାହସ ର ସହିତ କାମ କରୁଛି ସେ ସମ୍ପର୍କରେ ବିଶଦ ଆଲୋଚନା ହୋଇଥିଲା |

ପ୍ରାରମ୍ଭରେ ଓ ଶେଷରେ ଅନୁଷ୍ଠାନ ର ସଦସ୍ୟା ମାନଙ୍କ ଦ୍ବାରା ସମୂହ ସଂଗୀତ ଗାନ କରାଯାଇଥିଲା   | ଅଭିପ୍ସା ମେହେର ଏକକ ନୃତ୍ୟ ପରିବେଷଣ କରି ଉପସ୍ଥିତ ଭଦ୍ର ମଣ୍ଡଳୀ କୁ ମନ୍ତ୍ରମୁଗ୍ଧ କରିଥିଲା l ସଭା ରେ ଅନ୍ୟତମ ଅତିଥି ଭାବେ ପ୍ରଫେସର ଡ଼ : ରାମକୃଷ୍ଣ ପଣ୍ଡା, ଡ଼ : ରାମାନୁଜ ପଣ୍ଡା, ଡ଼ : ବିଶ୍ଵମ୍ବର ମେହେର ଯୋଗ ଦେଇଥିଲେ | ସୁବର୍ଣ୍ଣା ର ସମ୍ପାଦିକା ମଞ୍ଜୁଳା ମିଶ୍ର ତାଙ୍କ ବକ୍ତବ୍ୟ ରଖିବା ସହ ଉପସଭାପତି ଭଗବତୀ ରାୟଗୁରୁ ବାର୍ଷିକ ବିବରଣୀ ପାଠ କରିଥିଲେ | ସୁବର୍ଣ୍ଣା ର ସଭାନେତ୍ରୀ ପ୍ରାଧ୍ୟାପିକା ମୀନା ମହାରଣା ସଭାରେ ଅଧ୍ୟକ୍ଷତା କରି ସୁବର୍ଣ୍ଣା ର ଇତିହାସ ସଂପେକ୍ଷରେ ବର୍ଣ୍ଣନା କରିଥିଲେ | ସଭା କୁ ସଂଯୋଜନା କରିଥିଲେ ସୁନନ୍ଦା ସାହୁ ଏବଂ ଧନ୍ୟବାଦ ଦେଇଥିଲେ ସସ୍ମିତା ମେହେର | ପ୍ରାରମ୍ଭରେ ପ୍ରଦୀପ ପ୍ରଜ୍ବଳନ, ପୂଜାର୍ଚନା ସହ ଅତିଥି ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା | ଏହି ଉତ୍ସବରେ ଗଣମାଧ୍ୟମ ପ୍ରତିନିଧି, ବୁଦ୍ଧିଜୀବି ମାନଙ୍କ ସହ ଶତାଧିକ ସାଧାରଣ ଜନତା ଓ ମହିଳା ଯୋଗଦାନ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like