-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||     

HOME   ଜିଲ୍ଲା

*ଡାବୁଗାଁ ଠାରେ ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ*

10-Dec-2025



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ସଦର ମହକୁମା ସ୍ଥିତ ପ୍ରାର୍ଥପ୍ରାନ୍ତ କେନ୍ଦ୍ର ଠାରେ ବ୍ଲକର ୧୨ ଗୋଟି ପଞ୍ଚାୟତ ର ଶିକ୍ଷିତ ବେକାରୀ ଯୁବକ ଯୁବତୀ ତଥା ଜିଲ୍ଲା ଭିତ୍ତିକ ସଙ୍ଗ ପକ୍ଷ ରୁ ଏକ ସାମ୍ବାଦିକ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ସମ୍ଭିଲୋନୀ ରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଗତ ବର୍ଷ ତଥା ୨୦୨୪ରେ ନବରଙ୍ଗପୁର ଜିଲ୍ଲା ଲୋକପର୍ବ "ମଣ୍ଡେଇ" ଠାରେ ଆସି ଜିଲ୍ଲା ଭିତ୍ତିକ ସମସ୍ତ ଶିକ୍ଷିତ ଯୁବକ ଯୁବତୀ ମାନକୁ ଚାକିରୀ ପ୍ରଦାନ କରାଯିବ ବୋଲି ନିଜ ଅଭିଭାଷଣ ରେ କହିଥିଲେ । ହେଲେ ଏକ ବର୍ଷ ପୂର୍ତ୍ତି ହେବାକୁ ଯାଉଛି ଆଉ ଚଳିତ ମାସ ୧୨ତାରିଖରେ ଲୋକପର୍ବ "ମଣ୍ଡେଇ"ନବରଙ୍ଗପୁର ରେ ପାଳନ ହେବ କିନ୍ତୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିଜ ଅଭିଭାଷଣ ଦେଇଥିବା କାର୍ଯ୍ୟ ସମ୍ପାଦନ କରିପାରିଲେ ନାହିଁ ବୋଲି ରୋକଠୋକ ଜିଲ୍ଲା ଭିତ୍ତିକ ଯୁବକ ଯୁବତୀ ମାନେ ଅଭିଯୋଗ କରିଛନ୍ତି। ଏବଂ ଆଗାମୀ ୧୪ତାରିଖ ରେ ମଣ୍ଡେଇ ପଡିଆ ଠାରେ ନବରଙ୍ଗପୁର ଜିଲ୍ଲାର ସମସ୍ତ ଯୁବକ ଯୁବତୀ ଯାଇ ପ୍ରତିବାଦ କରିବେ ବଳି ସ୍ଥିର କରାଯାଇଥବା ଆଜିର ସାମ୍ବାଦିକ ସମ୍ମିଳନୀ ରେ ଯୁବକ ମାନେ କହୁଛନ୍ତି। ଆଜି ଏହି ସମ୍ମିଳନୀ ସମୟରେ ଉପସ୍ଥିତି ଥିଲେ ରାଜେଶ ଜାନିଅନିକେଶ୍ୱର ଶବର ସହ 50 ରୁ ଉର୍ଦ୍ଧ ଯୁବକ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026

You Might Also Like