-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||     

HOME   ଜିଲ୍ଲା

ନୂଆପଡାରେ ଲିଙ୍ଗ ଭିତ୍ତିକ ହିଂସା ନିରାକରଣ ସଚେତନତା ପକ୍ଷ ପାଳନ ଅବସରରେ ସଚେତନତା କାର୍ଯକ୍ରମ ଅନୁଷ୍ଠିତ

10-Dec-2025



ନୂଆପଡା(ପରମେଶ୍ଵର ମେହେର): ଲିଙ୍ଗ ଭିତ୍ତିକ ହିଂସା ନିରାକରଣ ସଚେତନ ପକ୍ଷ- ୨୦୨୫ ପାଳନ ଅବସରରେ ଏକ ଜିଲ୍ଲା ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ନୂଆପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି I ଏହି ସଭାରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଜିଲ୍ଲାପାଳ  ମଧୁସୂଦନ ଦାଶ କହିଛନ୍ତି ଯେ ଆମ ସମାଜରେ ପ୍ରାଚୀନ କାଳରୁ ମହିଳାମାନଙ୍କୁ ଉଚ୍ଚ ସମ୍ମାନ ଦିଆ ଯାଉଛି I କିନ୍ତୁ ଅବିବାହିତ କନ୍ୟା ମା ହେବା ବିଷୟ ଉପରେ ସେ ଗଭୀର ଚିନ୍ତା ପ୍ରକଟ କରିଥିଲେ I ସେ କହିଲେ ଯେ ଅବିବାହିତ କନ୍ୟା ମା ହେବା ନାରୀଜାତି ପ୍ରତି ସବୁଠାରୁ ବଡ ହିଂସା ଅଟେ I ସେ ଜିଲ୍ଲା ସାମାଜିକ କଲ୍ୟାଣ ଅଧିକାରୀ  ଏବଂ ଅନ୍ୟାନ୍ୟ ସଂପୃକ୍ତ ବିଭାଗକୁ ଅବିବାହିତ ମା ମାନଙ୍କର ଉଚିତ ଥଇଥାନ କରିବା ଦିଗରେ ସବୁ ପ୍ରକାର ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ I ଏହି ଅବସରରେ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ଧନେଶ୍ଵର ସେଠୀ ଲିଙ୍ଗ ଭିତ୍ତିକ ହିଂସାକୁ ଏକ ହାନିକାରକ କାର୍ଯ୍ୟ ବୋଲି ଅଭିହିତ କରିଥିଲେ I ଏହି ସଭାରେ ଯୋଗଦାନ କରି, ଏସ୍ ଡି ପି ଓ ସ୍ଵାଧୀନ ମିଶ୍ର ନିଜ ବକ୍ତବ୍ୟ ରେ ଲିଙ୍ଗ ଭିତ୍ତିକ ହିଂସା ନିରାକରଣ ପାଇଁ ବିଭିନ୍ନ ଆଇନ ବ୍ୟବସ୍ଥା ଉପରେ ଆଲୋକପାତ କରିଥିଲେ I ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧିକାରୀ, DMO(MS), DPHO, ADPHO(DC), DPM, SI, DMRCH, ସମସ୍ତ ମେଡ଼ିକାଲ୍ ଅଧିକାରୀ ,PHEO, ନର୍ସିଂ ଅଫିସର ଏହି ସଭାରେ ଅଂଶଗ୍ରହଣ କରିଥିଲେ I ଏଠାରେ ସୂଚନାଯୋଗ୍ୟ ଯେ, ଲିଙ୍ଗ ଆଧାରରେ କୌଣସି ବ୍ୟକ୍ତି ବିରୁଦ୍ଧରେ କ୍ଷତିକାରକ କାର୍ଯ୍ୟକଳାପକୁ ଲିଙ୍ଗ ଭିତ୍ତିକ ହିଂସା ବା (GBV) ବୋଲି କୁହାଯାଏ। ଲିଙ୍ଗ ଭିତ୍ତିକ ହିଂସା ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ସାର୍ବଜନୀନ ସ୍ୱାସ୍ଥ୍ୟ ସମସ୍ୟା, ଯାହାର ଶାରୀରିକ, ମାନସିକ ଏବଂ ସାମାଜିକ ପ୍ରଭାବ ରହିଛି। ଏହାର କୁପ୍ରଭାବ ରୋକିବା ପାଇଁ ଆଜିର ଏହି ବୈଠକ ନିଶ୍ଚିତ ଭାବରେ ସହାୟକ ହେବ ବୋଲି ଜିଲ୍ଲାପାଳ ଆଶା ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି   21-Apr-2026
  ଜିଲ୍ଲା  
ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   21-Apr-2026
  ଜିଲ୍ଲା  
*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   21-Apr-2026
  ଜିଲ୍ଲା  
*ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   21-Apr-2026
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026

You Might Also Like