-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଭଜନ ସମାରୋହ    (25-Jul-2026)       ||      ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ    (25-Jul-2026)       ||      ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||     

HOME   ଜିଲ୍ଲା

ବନ୍ଧକ ଶ୍ରମିକ ସଙ୍ଗଠନ(ଶ୍ରମ ଵାହନୀ)ଙ୍କ ପକ୍ଷରୁ ଆନ୍ତର୍ଜାତୀୟ ମାନବ ଅଧିକାର ଦିବସ ପାଳନ

11-Dec-2025



ଭବାନୀପାଟଣା(ପ୍ରେରଣା ଖବର)-ଆନ୍ତର୍ଜାତୀୟ ମାନବ ଅଧିକାର ଦିବସ ଅବସରରେ  ଶ୍ରମ ଵାହନୀ   ମୁକ୍ତ ବନ୍ଧକ ଶ୍ରମିକ  ସଂଘ, ଓଡ଼ିଶା ଭବାନୀପାଟଣା, କଳାହାଣ୍ଡିରେ ଏକ କାର୍ଯ୍ୟକ୍ରମ ଆୟୋଜନ କରହିଥିଲା । ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଝାସକେତନ ବାଘ, ଉପାଧ୍ୟକ୍ଷ ଉପେନ୍ଦ୍ର ବାଗର୍ତି ଓ କଳାହାଣ୍ଡି ଜିଲ୍ଲା ଅଧ୍ୟାୟର ନେତୃତ୍ୱ  ପୁଣ୍ୟବତୀ କେତକୀ, ଧନଞ୍ଜୟ ରଣା, ଦିୟାଳୁ ନିଆଳ ଏବଂ ସଂଗଠନର ଅନ୍ୟାନ୍ୟ ସଦସ୍ୟମାନଙ୍କ ଉପସ୍ଥିତିରେ ପରିଚାଳନା କରାଗଲା। ଉକ୍ତ
କାର୍ଯ୍ୟକ୍ରମରେ ଭବାନୀପାଟଣା ଜେଲ୍‌ ଛକରୁ ଜିଲ୍ଲାପାଲ୍ ଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏକ ଶାନ୍ତିପୂର୍ଣ୍ଣ ସମାବେଶ ଆୟୋଜିତ ହୋଇଥିଲା, ଯେଉଁଥିରେ 50 ଜଣ ମୁକ୍ତ ବନ୍ଧକ ଶ୍ରମିକ ଅଂଶଗ୍ରହଣ କରିଥିଲେ । ସମାବେଶ ସମୟରେ ସଭ୍ୟମାନେ ବନ୍ଧୁଆ ଶ୍ରମ ସମ୍ପର୍କିତ ସଚେତନତା ବାର୍ତ୍ତା ସହ ଲିଫଲେଟ୍  ବିତରଣ କରିଲେ l 
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପହଞ୍ଚିବା ପରେ ସଂଘ ତରଫରୁ  ଜିଲ୍ଲାପାଲ୍ ଏକ  ଦାବିପତ୍ର ପ୍ରଦାନ କରାଗଲା । ଦାବିଗୁଡ଼ିକ ମଧରେ

• କେନ୍ଦ୍ରୀୟ କ୍ଷେତ୍ର ଯୋଜନା ଅନ୍ତର୍ଗତ ଅବଶିଷ୍ଟ ପୁନର୍ବାସ ଧନରାଶି ମୁକ୍ତି।
• ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅନ୍ତର୍ଗତ ଆବାସ ସୁବିଧା ପ୍ରଦାନ।
• ଜିଲ୍ଲାର ବନ୍ଧୁଆ ଶ୍ରମ ନିରୀକ୍ଷଣ କମିଟିର କାର୍ଯ୍ୟକ୍ଷମ ସଞ୍ଚାଳନ।

ଜିଲ୍ଲାପାଲ୍ ଦାବି ଗୁଡ଼ିକ ଶୁଣି ଜିଲ୍ଲାର ସମସ୍ତ ମୁକ୍ତ ବନ୍ଧୁଆ ଶ୍ରମିକଙ୍କୁ ସମସ୍ତ ଯୋଗ୍ୟ ସୁବିଧା ସକ୍ରିୟଭାବରେ ପ୍ରଦାନ କରାଯିବ ବୋଲି ଆଶ୍ୱାସନ ଦେଇଥିବାରୁ ସଂଘ ତରଫରୁ ଖୁସି ହୋଇ ଜିଲ୍ଲାପାଳଙ୍କୁ ଧନ୍ୟବାଦ୍  ଅର୍ପଣ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଭଜନ ସମାରୋହ   25-Jul-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ   25-Jul-2026
  ରାଜ୍ୟ  
ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   25-Jul-2026
  ଦେଶ ବିଦେଶ  
ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    25-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026

You Might Also Like