-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ବ୍ଲକସ୍ତରୀୟ ଶିଶୁ ସୁରକ୍ଷା କମିଟିର ବୈଠକ ଓ ସଚେତନତା କାର୍ଯକ୍ରମ

11-Dec-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର ଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ବଲାଙ୍ଗୀର ତରଫରୁ ବ୍ଲକସ୍ତରୀୟ ଶିଶୁ ସୁରକ୍ଷା କମିଟିର ବୈଠକ ଓ ସଚେତନତା କାର୍ଯକ୍ରମ ଅନୁଷ୍ଠତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବଲାଙ୍ଗୀର ସଦର ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ହୃଷୀକେଶ ଗୌଣ୍ଡ ମୁଖ୍ୟ ଅତିଥିଭାବେ ଯୋଗଦେଇ ଶିଶୁ ମାନଙ୍କରେ ସୁରକ୍ଷା, ଯତ୍ନ ଉପରେ ପଞ୍ଚାୟତସ୍ତରୀୟ ଶିଶୁ ସୁରକ୍ଷା କମିଟିର ଦାୟିତ୍ଵ ଗୁରୁତ୍ଵପୂର୍ଣ୍ଣ ବୋଲି ସମସ୍ତଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସାମାଜିକ କର୍ମୀ ଅରୁଣ ଖୁଆସ  ବ୍ଲକସ୍ତରୀୟ କମିଟିର ଦାୟିତ୍ଵ, କର୍ତ୍ତବ୍ୟ, ଭୂମିକା ଉପରେ ଜଣାଇଥିଲେ।କିଶୋର ନ୍ୟାୟ ଆଇନ୍ ୨୦୧୫ ଅନୁଯାୟୀ ମିସନ୍ ବାତ୍ସଲ୍ୟ ଯୋଜନା ଅଧୀନରେ ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଶିଶୁ ଏବଂ ଆଇନର ବିରୁଦ୍ଧାଚରଣ କରିଥିବା ଶିଶୁଙ୍କ ପାଇଁ ଥିବା ବାଲ୍ୟବିବାହ ଆଇନ ୨୦୦୬, ଗର୍ଭ ନିରୂପଣ ନିଷେଧ ଆଇନ୍ ୧୯୯୪, ଶିଶୁ ଓ କିଶୋର ଶ୍ରମିକ ନିଷେଧ ଆଇନ୍ ୧୯୮୬ , ଶିଶୁଙ୍କୁ ଯୌନ ନିର୍ଯାତନାରୁ ରକ୍ଷା କରିବା ଆଇନ ୨୦୧୨ ଉପରେ ସଚେତନତା କରାଯାଇଥିଲା।ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟରେ ଅବସ୍ଥିତ ଥିବା ଅରୁଣାର ଜିଲ୍ଲା ପରାମର୍ଶଦାତା ପ୍ରମୋଦ ବଗର୍ତ୍ତି ଗ୍ରାମ ପଞ୍ଚାୟତ ବିକାଶ ପାଣ୍ଠିରେ ଅସୁରକ୍ଷିତ ଘେରରେ ଥିବା ଶିଶୁ ମାନଙ୍କ ପାଇଁ ମିସନ୍ ବାତ୍ସଲ୍ୟ ୨୦୨୨ ମାର୍ଗଦର୍ଶିକା ଅନୁଯାୟୀ ଥିମ୍ ୩ ଏବଂ ଥିମ୍ ୯ ଅଧୀନରେ ଶିଶୁ ମାନଙ୍କୁ ସାହାଯ୍ୟ କରି ପାରିବେ ବୋଲି ଜଣାଇ ଥିଲେ ଏବଂ ଗ୍ରାମ ପଞ୍ଚାୟତସ୍ତରୀୟ ଯୋଜନା ପ୍ରସ୍ତୁତି କରିବା, ପଞ୍ଚାୟତସ୍ତରୀୟ କମିଟିକୁ 

କ୍ରିୟାଶୀଳ କରି ବୈଠକ କରିବା ଉପରେ ଗୁରୁତ୍ବ ପ୍ରଦାନ କରିଥିଲେ। ଏହି ଅବସରରେ ୨୪ ଟି ଗ୍ରାମ ପଞ୍ଚାୟତରୁ ପଞ୍ଚାୟତ ପ୍ରତିନିଧି,ପଞ୍ଚାୟତ କାର୍ଯନିର୍ବାହୀ ଅଧିକାରୀ, ଏଡିଇଓ ସମେତ ୫୦ରୁ ଉର୍ଦ୍ଧ କର୍ମଚାରୀ ଉପସ୍ଥିତ ଥିଲେ। ଏହି ଅବସର ରେ  ପଞ୍ଚାୟତ ସାଧନ କେନ୍ଦ୍ରର ବବିତା ପ୍ରଧାନ, ରିସୋର୍ସପର୍ସନ ଗୀତାଞ୍ଜଳି ପ୍ରଧାନ,ଜିଲ୍ଲା ପଞ୍ଚାୟତ କାର୍ଯ୍ୟାଳୟ ର ଜିଲ୍ଲା ସଂୟୋଜକ ବିନୟ  କୁମାର ସାହୁ ଉପସ୍ଥିତ ଥିଲେ।ଶେଷରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସାମାଜିକ କର୍ମୀ ହରିବନ୍ଧୁ ରାଉତ୍ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like