-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ବୀରମହାରାଜପୁର ଉପ- କାରାଗାରରେ "କାରାଗାର ପ୍ରତିଷ୍ଠା ଦିବସ ପାଳିତ"

11-Dec-2025



ବୀରମହାରାଜପୁର (ବିନୋଦ ପାଣ୍ଡେ ):       
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପ   କାରଗାର ଠାରେ କାରାଗାର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଉପ କାରଗାରର ଅଧିକ୍ଷକ କାଳନ୍ଦୀ ଚରଣ ନାୟକ ଓ ସହକାରୀ ଉପ କାରାପାଳ ତପନ କୁମାର ପ୍ରଧାନଙ୍କ  ତତ୍ବାବଧାନରେ ଉକ୍ତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ସଞ୍ଜୀବ ସାହୁ ଯୋଗ ଦେଇ ମତ ରଖିଥିଲେ। ଜେଲ୍ ପ୍ରତି ଲୋକଙ୍କ  ଭୟ ଓ ଖରାପ୍ ଧାରଣା ବଦଳିବା ସହ ସମସ୍ତଙ୍କୁ ଶ୍ରଦ୍ଧା , ଭଲ ବ୍ୟବହାର ପ୍ରଦର୍ଶନ କରିବା ଉଚିତ୍। ସମ୍ମାନିତ ଅତିଥି ଶିବାନନ୍ଦ ଦାଶ, ବୁଲୁ ପଧାନ  ଯୋଗଦେଇ ଅନ୍ତେ ବାସିଙ୍କୁ ବିଭିନ୍ନ  ଉପଦେଶ ପ୍ରଦାନ୍ କରିଥିଲେ। ଯୋଗଗୁରୁ ଡକ୍ଟର ହୃଷୀକେଶ ଦେହେରି ଉପସ୍ଥିତି ରହି ସକାଳ ବିଭିନ୍ନ ପ୍ରକାର ମନ୍ତ୍ର, ଆସନ,ମୁଦ୍ରା, ପ୍ରାଣାୟାମ ଓ ଧ୍ୟାନ ଅଭ୍ୟାସ କରିବା ସହ ସମସ୍ତ ଅନ୍ତେ ବାସିଙ୍କୁ ନିଜ ଜୀବନରେ ଶାରିରୀକ, ମାନସିକ, ଆଧ୍ୟାତ୍ମିକ ସୁଦୃଢ଼ କରିବା ପାଇଁ ପ୍ରତିଦିନ ଯୋଗ ଅଭ୍ୟାସ କରିବା ଉଚିତ୍ ବୋଲି କହିଥିଲେ। ଏହି ପ୍ରତିଷ୍ଠା ଦିବସରେ ବିଭିନ୍ନ ପ୍ରକାର ପ୍ରତିଯୋଗିତା ଆୟୋଜିତ ହୋଇଥିଲା କ୍ୟାରୋମ୍, ଚେସ୍, ଲୁଡୁ, ସଙ୍ଗୀତ,କୁଇଜ । କାରଗାରରେ ଅନୁଷ୍ଠିତ ବିଭିନ୍ନ ପ୍ରତି ଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଏହି କାର୍ଯକ୍ରମକୁ ପ୍ରକାଶ ଖମାରୀ, ସୁଦାମ ପ୍ରଧାନ, ଆଶିଶ ଭୋଇ, ସୁଧିର ଗରନାୟକ, ଅଜିତ୍ ମହାନନ୍ଦ, ସୁନିତା ପଟ୍ଟନାୟକ,ତାପସ ମିଶ୍ର, ବୁଲୁ ପଧାନ ପ୍ରମୁଖ ସଂପୂର୍ଣ୍ଣ ସହଯୋଗ କରିଥିଲେ। ଶେଷରେ କୁମାର ଗୌରବ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like