-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ    (25-Jul-2026)       ||      ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||     

HOME   ଜିଲ୍ଲା

ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟରେ ବିଶ୍ବ ମାନବାଧିକାର ଦିବସ ପାଳିତ

11-Dec-2025



ବୀରମହାରାଜପୁର,( ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସଦର ସ୍ଥିତ ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ପରିସରରେ ବିଶ୍ଵ ମାନବାଧିକାର ଦିବସ ପାଳିତ ହୋଇଯାଇଛି।ଅନୁଷ୍ଠାନର ସଭାପତି ଡକ୍ଟର ପ୍ରଫୁଲ୍ଲ କୁମାର ରଥଙ୍କ ପୌରୋହିତ୍ୟରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟ ଅତିଥି ଭାବେ କୃଷ୍ଣଚନ୍ଦ୍ର ପାଢ଼ୀ, ସମ୍ମାନିତ ଅତିଥି ଗୋପୀନାଥ ମହାକୁର ପ୍ରମୁଖ ମଞ୍ଚାସୀନ ଥିଲେ।ଜାତି, ବର୍ଣ୍ଣ,ଲିଙ୍ଗ,ଭାଷା ଓ ଧର୍ମ ନିର୍ବିଶେଷରେ ସମାଜରେ ସମସ୍ତଙ୍କର ସମାନ ଅଧିକାର ରହିଅଛି ଓ ଏଥିରେ କୌଣସି ପାର୍ଥକ୍ୟ ବା ଭେଦଭାବ ନାହିଁ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ। ଆଲୋଚନାରେ ସତ୍ୟ ନାରାୟଣ ନାୟକ, ଅକ୍ଷୟ କୁମାର ମିଶ୍ର, ଜ୍ଞାନେନ୍ଦ୍ର ତ୍ରିପାଠୀ, ଭୂଷଣ କୁମାର ପାତ୍ର ପ୍ରମୁଖ ଅଂଶଗ୍ରହଣ କରିଥିଲେ।ଡକ୍ଟର ଦ୍ବିତୀକୃଷ୍ଣ ପଣ୍ଡା ସଭା ସଂଯୋଜନା କରିଥିବା ବେଳେ ଦୟାନିଧି ହୋତା ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମ ରେ ଚମରା ମହାକୁର,ବଳରାମ କାଣ୍ଡ, ଜୀତେନ୍ଦ୍ର ପଧାନ,ଅକ୍ରୂର ଦନ୍ତା, ସୌମିତ୍ରୀ ମେହେର,ଶ୍ୟାମ ସୁନ୍ଦର ସେଠୀ, ସନ୍ତୋଷ ଷଡ଼ଙ୍ଗୀ, ତ୍ରିନାଥ ମିଶ୍ର, ନାରାୟଣ ପ୍ରସାଦ ନାୟକ, ସୂର୍ଯ୍ୟ ନାରାୟଣ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ   25-Jul-2026
  ରାଜ୍ୟ  
ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   25-Jul-2026
  ଦେଶ ବିଦେଶ  
ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    25-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026

You Might Also Like