-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||     

HOME   ଜିଲ୍ଲା

କାଦୋଦର କଲେଜରେ ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ

11-Dec-2025



ବୀରମହାରାଜପୁର , (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡର କାଦୋଦର ସ୍ଥିତ ମା' ଉମାଦେବୀ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଯୁବ ରେଡ୍‌କ୍ରସ ଓ ରେଡ୍ ରିବନ କ୍ଲବର ମିଳିତ ଆନୁକୂଲ୍ୟରେ ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ବଲ୍ଲଭପୁରୋହିତଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଭାବରେ ଅନୁଷ୍ଠାନର ସମ୍ପାଦକ ତଥା ଯୁବ ସମାଜସେବୀ ଚିତ୍ତରଞ୍ଜନ ପାଢ଼ୀ ଯୋଗଦେଇଥିବା ବେଳେସମ୍ମାନିତ ଅତିଥି ଭାବରେ କଳାପଥର ସତ୍ୟବାଦୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଯୁବ ରେଡକ୍ରସ କାଉନସିଲର ତଥା ଅଧ୍ୟାପକ କିଶୋର କୁମାର ସାହୁ, ବୀରମହାରାଜପୁର କଲେଜ ର ଯୁବ ରେଡ଼କ୍ରସ କାଉନସେଲର ଅଧ୍ୟାପକ ଶୀଧ୍ୟେଶ୍ଵର ତ୍ରିପାଠୀ ଯୋଗଦେଇଥିଲେ | ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଯୁବ ରେଡ୍‌କ୍ରସ କାଉନସେଲର ତଥା ଅଧ୍ୟାପକ ଉଦ୍ଧବ ପଧାନ ସ୍ବାଗତ ଭାଷଣ ଦେଇଥିବା ବେଳେ ଅଧ୍ୟାପକ  ବାଳମକୁନ୍ଦ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଏବଂ କୃତିତ୍ବ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥି ମାନେ ପୁରସ୍କାର ପ୍ରଦାନ କରିଥିଲେ । ଏଥିରେ କଲେଜର ଅଧ୍ୟାପକ ନିତ୍ୟାନନ୍ଦ ମିଶ୍ର,ସୁଶାନ୍ତ ଦେହୁରୀ, ଅଧ୍ୟାପିକା ରଞ୍ଜିତା ମିଶ୍ର, ସାଧନା ମେଲ୍ଲୀ, ଅମିତା ସାହୁ,ଶମ୍ଭୁପ୍ରସାଦ ଭୋଇ ସୁଶାନ୍ତ ମିଶ୍ର, ଯୋଗୀନ୍ଦ୍ର ପଧାନ ସମେତ ସମସ୍ତ , କର୍ମଚାରୀମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026

You Might Also Like