-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||     

HOME   ଖେଳ

ଜାତୀୟ ସ୍ତରରେ ଖୋ ଖୋ ଖେଳିବାକୁ ମନୋନୀତ ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀଙ୍କୁ ସ୍କୁଲ ତରଫରୁ ଅଭିନନ୍ଦନ

11-Dec-2025



ବଲାଙ୍ଗୀର (ପ୍ରେରଣା ଖବର): ଆସନ୍ତା ଡିସେମ୍ବର ୨୦ ତାରିଖ ରୁ ୨୪ ତାରିଖ ପର୍ଯ୍ୟନ୍ତ ୫ଦିନ ଧରି ଉତ୍ତର ପ୍ରଦେଶର ଅଯୋଧ୍ୟା ଠାରେ ଅନୁଷ୍ଠିତ ଜାତୀୟ ଖୋ ଖୋ ପ୍ରତିଯୋଗିତା ରେ ଭାଗ ନେବା ର ଗୌରବ ଲାଭ କରିଛନ୍ତି ବଲାଙ୍ଗୀରର ଝିଅ ହେମପ୍ରଭା ବାରିକ l ବଲାଙ୍ଗୀର ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରୀ ହେମପ୍ରଭା ଅଣ୍ଡର-୧୭ ଜାତୀୟ ଖୋ ଖୋ ପ୍ରତିଯୋଗିତାରେ ବଲାଙ୍ଗୀରର କେବଳ ଜଣେ  ଜାତୀୟ ସ୍ତରକୁ ମନୋନୀତ ହୋଇଛନ୍ତି l ଅଯୋଧ୍ୟାର ଡ. ବି. ଆର୍.  ଆମ୍ବେଦକର ରାଜ୍ଯ ବିଦ୍ୟାଳୟ କ୍ରୀଡା ସଂସ୍ଥାନ ରେ ଅନୁଷ୍ଠିତ ହେବାକୁ ଥିବା ଏହି ପ୍ରତିଯୋଗିତାରେ ଓଡିଶାରୁ ୧୨ଜଣ ଖେଳାଳି ଓ ବଲାଙ୍ଗୀରୁ ଜଣେ ହେମପ୍ରଭା ମନୋନୀତ ହୋଇଛନ୍ତି l ଏହି ସମସ୍ତ ଖେଳାଳି ଓଡ଼ିଶା କୋଚ୍ ଦାୟିତ୍ଵରେ ଥିବା ସସ୍ମିତା ପୃଷ୍ଟି ଙ୍କ ନେତୃତ୍ଵରେ ଅଯୋଧ୍ୟା ଯିବେ l ଏହି ଅବସରରେ ଆଜି ବଲାଙ୍ଗୀର ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ହେମପ୍ରଭାଙ୍କୁ ସ୍କୁଲର ପ୍ରଧାନ ଶିକ୍ଷକ ନରେନ୍ଦ୍ରନାଥ ମିଶ୍ରଙ୍କ ସମେତ ସ୍କୁଲର ପି ଇଟି ସୂଜାତା ମଲ୍ଲିକ, ସହକାରୀ ଶିକ୍ଷକ କୃଷ୍ଣଚନ୍ଦ୍ର ବାଗ ଏବଂ ସତ୍ୟାନନ୍ଦ ବିଶ୍ଵାଳ ଫୁଲତୋଡା ଦେଇ ଅଭିନନ୍ଦନ ଜଣାଇଛନ୍ତି l 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026

You Might Also Like