-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||      ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   (19-Apr-2026)       ||      ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   (19-Apr-2026)       ||      ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ    (19-Apr-2026)       ||      ଚାଷୀଙ୍କ ଦୁଃ ଦୁଃଖ ପାଲଟିଛି ଖରିମୁଣ୍ଡା-ସିଂହସାହି ନାଳ   (19-Apr-2026)       ||      ଲାଇଟ୍ ନଥୁଲେ ବି ଆସୁଛି ବିଦ୍ୟୁତ ବିଲ୍   (19-Apr-2026)       ||      ହାତୀ ସୁରକ୍ଷା ଦିଗହରା : ବେଲଘରରେ ପୁଣି ଏକ ଦନ୍ତା ହାତୀ ମୃତ : ୪ ମାସରେ ମଲେଣି ୩ ହାତୀ   (19-Apr-2026)       ||      ସୁବର୍ଣ୍ଣପୁରରେ ସିଏମ ଟ୍ରଫି ୨୦୨୬ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (18-Apr-2026)       ||     

HOME   ଜିଲ୍ଲା

ଗୋପାଳପୁର ଆଶ୍ରମ ସ୍କୁଲରେ ବିଶ୍ଵ ମାନବାଧିକାର ଦିବସ ପାଳିତ

11-Dec-2025



ବରଗଡ଼: ମାନବ ଅଧିକାର ସମାନତା, ନ୍ୟାୟ ଓ ସ୍ଵାଧୀନତା ପ୍ରତିଷ୍ଠା କରେ। ମାନବ ଅଧିକାର ଗୁଡ଼ିକ ବିବେକାନୁମୋଦିତ, ନ୍ୟାୟସଙ୍ଗତ ଓ ନିୟନ୍ତ୍ରଣ ପରିସରଭୁକ୍ତ।ତେଣୁ ଶିକ୍ଷାର୍ଥୀମାନଙ୍କୁ ବାଲ୍ୟାବସ୍ଥାରୁ ମାନବାଧିକାର ସମ୍ପର୍କରେ ସୂଚନା ପ୍ରଦାନ କରିବା ପାଇଁ ବରଗଡ଼ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ ଗୋପାଳପୁର ଆଶ୍ରମ ବିଦ୍ୟାଳୟରେ ବିଶ୍ଵ ମାନବାଧିକାର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରଧାନ ଶିକ୍ଷକ ରାମ ହନୁମନ୍ତ ରେଡ୍ଡୀଙ୍କ ସଭାପତିତ୍ବରେ ଅନୁଷ୍ଠିତ

ବୈଠକରେ ଶିକ୍ଷକ ଉଚ୍ଛବ ଭୁଏ ମୁଖ୍ୟ ଉଦ୍ଦେଶ୍ୟ ଜ୍ଞାପନ କରିବା ସହ ସଭା କାର୍ଯ୍ୟ ପରିଚାଳନା କରିଥିଲେ।ମୁଖ୍ୟ ଅତିଥି. ଭାବରେ ବିଜ୍ଞାନ ଶିକ୍ଷକ ତଥା ପରିବେଶବିତ ସଞ୍ଜୟ ଖମାରୀ ଯୋଗ ଦେଇ ବିଶ୍ଵ ମାନବାଧିକାର ଦିବସର ତାତ୍ପର୍ଯ୍ୟ ବିଷୟ ରେ ଆଲୋକପାତ କରିବା ସହିତ ବ୍ୟକ୍ତିର ମୌଳିକ ଅଧିକାର, ମହିଳା ସୁରକ୍ଷା ଓ ଅଧିକାର,ଶିଶୁ ସୁରକ୍ଷା ଓ

ଅଧିକାର ଆଦି ବିଭିନ୍ନ ଅଧିକାର ବିଷୟରେ ଶିକ୍ଷାର୍ଥୀମାନଙ୍କୁ ଧାରଣା ଦେଇଥିଲେ।ଚଳିତ ବର୍ଷର ପ୍ରସଙ୍ଗ "ମାନବାଧିକାର, ଆମର ଦୈନନ୍ଦିନ ଆବଶ୍ୟକତା" ସମ୍ବନ୍ଧରେ ବୈଠକରେ ଆଲୋଚନା କରାଯାଇଥିଲା।କାର୍ଯ୍ୟକ୍ରମ ପରିଚାଳନାରେ ସ୍ଥାନୀୟ ଆଶ୍ରମ ସ୍କୁଲର ଶିକ୍ଷୟିତ୍ରୀ ମମତା ସାହୁ,ପଞ୍ଚମୀ ନାଏକ, ତୁଳସୀ ସା, ମାନସୀ ଷଣ୍ଢ,ଶିକ୍ଷକ ଅଷ୍ଟମନ୍ୟୁ ବାରିକ ଓ ରାଜୀବ ସାହୁ ସହଯୋଗ କରିଥିଲେ।ଶେଷରେ ଶିକ୍ଷୟିତ୍ରୀ ଦୀପ୍ତି ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   20-Apr-2026
  ଜିଲ୍ଲା  
*ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   20-Apr-2026
  ଜିଲ୍ଲା  
ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   20-Apr-2026
  ଜିଲ୍ଲା  
ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି   20-Apr-2026
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   19-Apr-2026
  ଜିଲ୍ଲା  
ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   19-Apr-2026
  ଜିଲ୍ଲା  
ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   19-Apr-2026
  ଜିଲ୍ଲା  
ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   19-Apr-2026
  ଜିଲ୍ଲା  
ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   19-Apr-2026
  ଜିଲ୍ଲା  
ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   19-Apr-2026
  ଜିଲ୍ଲା  
ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   19-Apr-2026

You Might Also Like