-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

କୋସଲୀ ଭାଷାରେ ପ୍ରାଇମର ସକାଶେ ପ୍ରସ୍ତୁତି 

01-Feb-2021



ବଲାଙ୍ଗୀର,(ପ୍ରେରଣା ଖବର)- କେନ୍ଦ୍ର ସରକାରଙ୍କ ନୂତନ ଶିକ୍ଷାନୀତି ୨୦୨୦ ଅନୁସାରେ ୨୦୨୨ ମସିହା ସୁଦ୍ଧା ଶିଶୁମାନଙ୍କୁ ପ୍ରାଥମିକ ସ୍ତରରେ ସେମାନଙ୍କ ମାତୃଭାଷାରେ ଶିକ୍ଷାଦାନ ନିମନ୍ତେ ନିଷ୍ପତ୍ତି ହୋଇଛି । ପଶ୍ଚିମ ଓଡିଶାର ଅଧିବାସୀମାନଙ୍କ ମାତୃଭାଷା ହୋଉଛି କୋସଲୀ । ମାତ୍ର ଏ ଅଞ୍ଚଳରେ ଶିଶୁମାନଙ୍କୁ ପ୍ରାଥମିକ ସ୍ତରରେ ସେମାନଙ୍କ ମାତୃଭାଷାରେ ଶିକ୍ଷାଦାନ କରାଯାଉ ନଥିବାରୁ ସେମାନଙ୍କ ବୌଦ୍ଧିକ ବିକାଶ ଘୋର ବାଧାପ୍ରାପ୍ତ ହୋଉଛି । ଏଦିଗରେ କିଛିଟା ପଦକ୍ଷେପ ନେଇ ପଶ୍ଚିମ ଓଡିଶା ବିକାଶ ପରିଷଦ ନୃସିଂହ ଗୁରୁଙ୍କ ଦ୍ୱାର ଲିଖିତ ଆମର ବର୍ଣ୍ଣମାଲା ବହି କୋସଲୀ ଭାଷାରେ ପ୍ରକାଶ କରିଛନ୍ତି । ମାତ୍ର ପ୍ରଥମ ଶ୍ରେଣୀରୁ ପଶ୍ଚିମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ପାଠ ବିଷୟରେ ପୁସ୍ତକ ଛାପିବା ଆବଶ୍ୟକ ପଡୁଛି । ସେଥିପାଇଁ କୋସଲ ସାହିତ୍ୟ ସଂସ୍କୃତି ଏକାଡେମୀ, କୋସଲ ହେରିଟେଜ୍ ଟ୍ରଷ୍ଟ ଆନୁକୂଲ୍ୟରେ ଏକ ପ୍ରାରମ୍ଭିକ ପ୍ରସ୍ତୁତି ବୈଠକ ଏକାଡେମୀର ବରିଷ୍ଠ ସଭ୍ୟ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆଙ୍କ ଅଧ୍ୟକ୍ଷତାରେ କବି ନିମାଇଁ ଚରଣ ପାଣିଗ୍ରାହୀଙ୍କ ଆରଟିଓ ଅଫିସ ନିକଟ ବାସଭବନରେ ଅନୁଷ୍ଠିତ ହୋଇଛି । ଏହି ବୈଠକର ସଫଲତା କାମନା କାମନା କରି ଏକାଡେମୀ ସଭାପତି  ପଦ୍ମଶ୍ରୀ ଶ୍ରୀନିବାସ ଉଦ୍‌ଗାତା, ଉପସଭାପତି ପଦ୍ମଶ୍ରୀ ହଳଧର ନାଗ, ଡ ପ୍ରଫୁଲ୍ଲ କୁମାର ତ୍ରିପାଠୀ, ସାଂସଦ ପ୍ରସନ୍ନ କୁମାର ଆଚାର୍ଯ୍ୟଙ୍କ ବାର୍ତ୍ତମାନ ପଠାଇଛନ୍ତି । ପରବର୍ତ୍ତୀ ବୈଠକ ମାତୃଭାଷା ଦିବସ ଦିନ ଫେବୃୟାରୀ ୨୧ ତାରିଖରେ ବୀରମହାରାଜପୁର ଠାରେ ଅନୁଷ୍ଠିତ ହେବ । ଏକାଡେମୀ ବରିଷ୍ଠ ସଭ୍ୟ ଡ ଗୋବର୍ଦ୍ଧନ ସାହୁଙ୍କ ଆହ୍ୱାନରେ ଅନୁଷ୍ଠିତ ଏହି ବୈଠକରେ ଏକାଡେମୀ ଯୁଗ୍ମ ସମ୍ପାଦକ ଶିକ୍ଷାବିତ୍ ବ୍ରଜମୋହନ ଦାନୀ, ଅଧ୍ୟାପକ ଲକ୍ଷ୍ମଣ ମେହେର, ନିମାଇଁ ଚରଣ ପାଣିଗ୍ରାହୀ, ସାକେତ୍ ଶ୍ରୀଭୂଷଣ ସାହୁ, ନନ୍ଦକାହ୍ନା ପୂଜାରୀ, ଅଶୋକ କୁମାର ଷାଣ୍ଢ, କୃପାସିନ୍ଧୁ ମହାକୁର, ମନରଞ୍ଜନ ପାଣିଗ୍ରାହୀ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି ସୁଚିନ୍ତିତ ମତାମତ ଦେଇଥିଲେ । ପ୍ରାଥମିକ ଶିକ୍ଷାସ୍ତରରେ ଶିଶୁମାନଙ୍କୂ ମାତୃଭାଷାରେ ଶିକ୍ଷାଦାନ ସମ୍ପର୍କରେ କର୍ଣ୍ଣାଟକ ସରକାରଙ୍କ ଦ୍ୱାରା ଆୟୋଜିତ ଏକ ସେମିନାରରେ ଯୋଗଦେବା ପାଇଁ ଚଳିତ ମାସ ୭ ତାରିଖରେ ସାକେତ୍ ଶ୍ରୀଭୂଷଣ ସାହୁ ବାଙ୍ଗାଲୋର ଯାଉଥିବାରୁ ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏକାଡେମୀ ସାଧାରଣ ସମ୍ପାଦକ ଗୋରେଖନାଥ ସାହୁ ସଭା ପରିଚାଳନା କରିବା ସହ ସଭା ଶେଷରେ ଧନ୍ୟବାଦ ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like