-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||     

HOME   ଜିଲ୍ଲା

*୧୯ ତମ ଜିଲ୍ଲା ସ୍ତରୀୟ ଜୁନିୟର ରେଡ଼କ୍ରସ ତାଲିମ ଶିବିର ଉଦଘାଟିତ*- *ଭବିଷ୍ୟତ ନିର୍ମାଣ ଓ ସମାଜ ସେବା ରେ ଆସିବା ପାଇଁ ଏହା ହେଉଛି ପ୍ରକୃଷ୍ଟ ଶିବିର*- *ଜିଲ୍ଲାପାଳ*

11-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲାର ଜିଲ୍ଲା ସ୍ତରୀୟ ରେଡକ୍ରସ ଶିକ୍ଷା ଓ ତାଲିମ ଶିବିର ପିପିଲିପାଲି ସ୍ଥିତ ବିଶ୍ଵଭାରତୀ ଚିନ୍ତନ ଶିକ୍ଷା ନିକେତନ ଠାରେ ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ଜିଲ୍ଲାପାଳ ତଥା ରେଡକ୍ରସର ସଭାପତି ଡ. ନୃପରାଜ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ରେଡକ୍ରସ ପତାକା ଉତ୍ତୋଳନ କରି ଶିବିରକୁ ଉଦଘାଟନ କରିବା ସହ ଛାତ୍ରଛାତ୍ରୀଙ୍କୁ ସେବା ମନୋବୃତି ଶିଖାଇବା, ସେବା ଓ ବନ୍ଧୁତାର ବିଷୟ ତଥା ଭବିଷ୍ୟତ ନିର୍ମାଣ କରିବା ପାଇଁ ଏବଂ ସମାଜର ସେବାରେ ଆସିବା ପାଇଁ ଏହା ଏକ ପ୍ରକୃଷ୍ଟ ଶିବିର ବୋଲି କହିଥିଲେ । ଓ ପ୍ରତି ଟି ସାହାଯ୍ୟ ର ପ୍ରତିଫଳ ନିଶ୍ଚିତ ବୋଲି କହି ଦୁଃଖ ରେ ହେଉ କି ବିପଦ ରେ ହେଉ ବନ୍ଧୁ ଟିଏ ସହ ଚାଲିବା ଏହା ହିଁ ଜୀବନ ଏହା ହିଁ ବିଶ୍ୱାସ ଏହା ହିଁ ବନ୍ଧୁତ୍ୱ ବୋଲି କହିଥିଲେ l

ଏହି କାର୍ଯ୍ୟକ୍ରମରେ ଜୁନିଅର ରେଡକ୍ରସର ସଭାପତି ତଥା ଜିଲ୍ଲା ଶିକ୍ଷା ଅଧିକାରୀ ମିନାରାଣୀ ମଙ୍ଗଳ, ସମ୍ପାଦକ ତଥା ଅତିରିକ୍ତ ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର, ଗୋଷ୍ଠୀ ଶିକ୍ଷା ଅଧିକାରୀ ଲକ୍ଷ୍ମଣ ମିଶ୍ର ଯୋଗଦେଇ ଶିବିରାର୍ଥୀ ମାନଙ୍କୁ ସ୍ୱାସ୍ଥ୍ୟ, ସେବା ଓ ବିଶ୍ଵ ବନ୍ଧୁତାକୁ ପାଥେୟ କରି ଆଗକୁ ବଢ଼ିବା ପାଇଁ ଉତ୍ସାହିତ କରିବା ସହିତ ତାଲିମ ଶିବିର କିପରି ଶୃଙ୍ଖଳିତ ଭାବରେ ସମାପନ ହେବ ପରାମର୍ଶ ଦେଇଥିଲେ । ଉଲୁଣ୍ଡା ପଞ୍ଚାୟତ ସମିତି ଡ଼ିଗ୍ରୀ ମହାବିଦ୍ୟାଳୟର  ଅଧ୍ୟାପକ ଦେବଶିଷ ପାଣ୍ଡିଆ ମୁଖ୍ୟବକ୍ତା ଭାବରେ ପୋଗଦେଇ ରେଡକ୍ରସର ମୁଖ୍ୟ ଉଦ୍ଦେଶ୍ୟ ପିଲାଙ୍କୁ ବୁଝାଇବା ସହ କିପରି ନିଜ ଜୀବନରେ ଉପଯୋଗ କରିବାକୁ ପରାମର୍ଶ ଦେଇଥିଲେ । ସୁବର୍ଣ୍ଣପୁର ଜିଲ୍ଲା ରେଡକ୍ରସ ର  ଉପସଭାପତି ଗତିକୃଷ୍ଣ ମିଶ୍ର ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିବା ବେଳେ ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ଶିବରର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ।  ଅତିଥି ମାନଙ୍କ ଦ୍ବାରା ଜୁନିଅର ରେଡକ୍ରସର ମୁଖପତ୍ର ଉତ୍ସର୍ଗର ଶୁଭ ଉନ୍ମୋଚନ ହୋଇଥିଲା । ଏହି ଅବସରରେ ଅବସରପ୍ରାପ୍ତ ବରିଷ୍ଟ ସାଧନ କର୍ମୀ ଝସକେତନ ମେହେରଙ୍କୁ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ମାନିତ କରାଯାଇଥିଲା ।ଏହି ଶିବିରରେ ୪୨୫ ଜଣ ଜୁନିଅର ଏବଂ ୧୪୩ ଜଣ ପରାମର୍ଶ ଦାତା ଅଂଶ ଗ୍ରହଣ କରିଥିଲେ । ଶିବିର ପରିଚାଳନାରେ ବିସିସି ଗୋପେଶ ପଣ୍ଡା, ବିଶ୍ୱନାଥ ପାଣିଗ୍ରାହୀ, ପବିତ୍ର ବାରିକ, ନିମେଇଁ ଚରଣ ମଲ୍ଲିକ, ବିଜୟ ପଣ୍ଡା, ବୈକୁଣ୍ଠନାଥ ନାୟକ, ସାଧନ କର୍ମୀ ଚନ୍ଦ୍ର ଶେଖର ମହାପାତ୍ର, ହୃଷିକେଶ ଡାଙ୍ଗ, ତପସ୍ୱିନୀ ଦାଶ, ହୃଷିକେଶ ଚାନ୍ଦ, ଜଗଦିଶ ଦାଶ, ଲୋକନାଥ ଠେଲା ପ୍ରମୁଖ ସହଯୋଗ କରିଥିଲେ । ଶିବିରକୁ ବରିଷ୍ଟ ସାଧନ କର୍ମୀ ଚନ୍ଦ୍ରମଣୀ ବାଘ  ପରିଚାଳନା କରିଥିବା ବେଳେ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ  ଅକ୍ଷୟ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026

You Might Also Like