-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ରାଜ୍ୟ

ମହିଳା କ୍ୱାର୍ଟର କୁ ଉନ୍ନୀତ ହେଲେ ଉନ୍ନତି ହୁଡ଼ା, ଅନମୋଲ ଖର୍ବ, ତନଭି ଶର୍ମା ଓ ଅନୁପମା ଉପାଧ୍ୟାୟ

11-Dec-2025



ଅନ୍ତର୍ଜାତୀୟ ପ୍ରତିଯୋଗିତା ଓଡିଶା ମାଷ୍ଟର୍ସ ୨୦୨୫

ଭୁବନେଶ୍ୱର / କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟେଡ଼ିଅମ ଠାରେ ଅନ୍ତର୍ଜାତୀୟ ବେଡ଼ମୀଣ୍ଟନ ପ୍ରତିଯୋଗିତା "ଓଡିଶା ମାଷ୍ଟର୍ସ 2025" ର  ପ୍ରି କ୍ଵାଟର ରାଉଣ୍ଡ ର ମହିଳା ସିଙ୍ଗଲସ, ପୁରୁଷ ସିଙ୍ଗଲସ, ମହିଳା ଡବଲସ, ପୁରୁଷ ଡବଲସ ଏବଂଡ ମିକ୍ସଡ଼ ଡବଲସ ଏ ସମସ୍ତ ବିଭାଗ ର 39 ଟି ମେଚ ଅନୁଷ୍ଠିତ ହୋଇଯାଇଅଛି l
ତୃତୀୟ ଦିନ ର ଏହି ଆନ୍ତର୍ଜାତୀୟ ପ୍ରତିଯୋଗୀତା ରେ ମୁଖ୍ୟ ଅତିଥି ଭାବେ ଓଡିଶା ର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଖେଳାଳୀ, ଦର୍ଶକ ଓ କର୍ମକର୍ତା ଙ୍କୁ ଶୁଭେଚ୍ଛା ବାର୍ତା ପ୍ରଦାନ କରିଥିଲେ l ଏ ଅବସରରେ ମାନ୍ୟବର ରାଜସ୍ବ ଓ ବିପର୍ଯୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ,କଟକ ସଦର ବିଧାୟକ ପ୍ରକାଶ ସେଠି, କ୍ରୀଡା ନିର୍ଦେଶକ ଡ଼. ବିଜୟ ୟେଦୁଲ୍ଲା,କଟକ ଜିଲ୍ଲାପାଳ ଶ୍ରୀ ଦତ୍ତlତ୍ରେୟ ଭାଉ ସାହେବ ସିନ୍ଧେ, କଟକ ମହାନଗର ନିଗମ ର କମିଶନର କିରଣ ଦୀପ କୌର ସହଟା  ପ୍ରମୁଖ ଅତିଥି ଭାବେ ଉପସ୍ଥିତ ରହିଥିଲେ l

ପୁରୁଷ କ୍ୱାର୍ଟର ରେ ଥରୁନ ମାନେପଲ୍ଲୀ,ସୁବ୍ରତ ସୁବ୍ରମଣିଅନ, କିରଣ ଜର୍ଜ, ଓ ସତୀଶ କୁମାର

ତୃତୀୟ ଦିନ ରେ ଖେଳାଯାଇ ଥିବା ମହିଳା ସିଙ୍ଗଲ ପୁରୁଷ ସିଙ୍ଗଲ ବିଭାଗ ରେ ପ୍ରାୟତଃ ସିଡେଡ଼ ଖେଳାଳୀ ମାନେ ଉତ୍ତମ ଖେଳ ପ୍ରଦର୍ଶନ କ୍ୱାର୍ଟର ଫାଇନାଲ ରାଉଣ୍ଡ କୁ ପହଂଚି ଯାଇଛନ୍ତି l

ମହିଳା ବିଭାଗ ର ପ୍ରି କ୍ଵାଟର ରାଉଣ୍ଡ ରେ ଟପସିଡ ଭାରତୀୟ ଖେଳାଳୀ ଉନ୍ନତି ହୁଡ଼ା ଥାଇଲାଣ୍ଡ ଖେଳାଳୀ ତୀଦାପ୍ରନ କ୍ଳୀବାଇସୁନ ଙ୍କୁ ୨୧-୭,୨୧-୧୪ ରେ ପରାଜିତ କରି କ୍ଵାଟର ଫାଇନାଲ ରେ ପହଂଚି ଛନ୍ତି l ମହିଳା କ୍ୱାର୍ଟର ରେ ପହଞ୍ଚି ଥିବା ଅନ୍ୟ ଖେଳାଳୀ ମାନେ ହେଲେ ତୃତୀୟ ସିଡ ତନଭି ଶର୍ମା, ପଞ୍ଚମ ସିଡ ଅନୁପମା ଉପାଧ୍ୟାୟ ଓ ଷଷ୍ଠ ସିଡ ଅନମୋଲ ଖର୍ବ  l

ପୁରୁଷ ବିଭାଗ ସିଙ୍ଗଲ ରେ ମଧ୍ୟ ଟପ ସିଡ ଥରୁନ ମାନେପଲ୍ଲୀ ନିଜ ଦେଶ ଖେଳାଳୀ ଗୋବିନ୍ଦ କ୍ରିଷ୍ଣା ଙ୍କୁ ୨୧-୧୬,୧୨-୨୧ ଓ ୨୧-୧୧ ର ସଂଘର୍ଷ ପୂର୍ଣ୍ଣ ବିଜୟ ସହ କ୍ୱାର୍ଟର ରେ ପହଂଚିଛନ୍ତି l  କ୍ୱାର୍ଟର ଫାଇନାଲ  ରେ ପହଂଚି ଥିବା ଅନ୍ୟ ଖେଳାଳୀ ମାନେ ହେଲେ ଗତ ସିଜନ ର ସିଙ୍ଗଲ ଚାମ୍ପିୟନ ତଥା ଅଷ୍ଟମ ସିଡ ସତୀଶ କୁମାର, ଦ୍ଵିତୀୟ ସିଡ କିରଣ ଜର୍ଜ ଏବଂ ସପ୍ତମ ସିଡ ଶଙ୍କର ସୁବ୍ରମଣିଅନ l

 

ମହିଳା ଡବଲସ ବିଭାଗ ରେ ଅନୁଷ୍ଠିତ ପ୍ରିକ୍ୱାର୍ଟର ରାଉଣ୍ଡ ମେଚ ରେ ଟପ ସିଡ ବୁଲଗେରିଆ ଯୋଡି ଗେବ୍ରିଏଲା ଷ୍ଟୋଭା ଓ ଷ୍ଟେଫlନୀ ଷ୍ଟୋଭା ଇଣ୍ଡୋନେସିଆ ଯୋଡି ଭେଲିଶା କ୍ରିଷ୍ଟିନା ଓ ଅଗ୍ନିଆ ଶ୍ରୀରହୟୁ ଙ୍କୁ ୨୧-୧୯,୨୧-୧୩ ପଏଣ୍ଟ ରେ ପରାସ୍ତ କରି କ୍ୱାର୍ଟର ଫାଇନାଲ ରେ ପହଂଚିଛନ୍ତି l ମହିଳା ଡବଲସ ର କ୍ଵାଟର ରେ ପହଂଚି ଥିବା ଅନ୍ୟ ଯୋଡି ମାନେ ହେଲେ ଭାରତୀୟ ଯୋଡି ଅଶ୍ୱିନୀ ଭଟ୍ଟ ଓ ସାଥି ଶିଖା ଗୌତମ, ଷଷ୍ଠ ସିଡ କବିପ୍ରିୟା ସେଲବମ ଓ ସାଥି ସିମରନ ସିଂଘି ଏବଂ ଅଷ୍ଟମ ସିଡ ଇଣ୍ଡୋନେସିଆ ଯୋଡି  ଶିତି ସରହ ଆଜହାର ଏବଂ ଦିତ୍ୟା ରାମଧାନୀ l

ଭାରତୀୟ ବେଡ଼ମୀଣ୍ଟନ ସଙ୍ଘ ଓଡିଶା ସରକାର ଏବଂ ଓଡିଶା ରାଜ୍ୟ ବେଡ଼ମୀଣ୍ଟନ ସଙ୍ଘ ର ମିଳିତ ସହଯୋଗ ରେ ଚାଲିଥିବା ଏହି ଆନ୍ତର୍ଜାତୀୟ ପ୍ରତିଯୋଗିତାର କ୍ୱାର୍ଟର ଫାଇନାଲ ର ସମସ୍ତ ମେଚ ୧୨ତାରିଖ ଦିନ ଖେଳlହେବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like