-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ପ୍ରଦୂଷଣ ମୁକ୍ତ ପରିବେଶ ଗଠନରେ ଅତାବିରା ଏନ୍ ଏ ସି ର ଅପାରଗତା

11-Dec-2025



ରେଙ୍ଗାଲିକ୍ୟାମ୍ପ(ଆକାଶ ମିଶ୍ର): ଅତାବିରା ଏନ୍ ଏ ସି ରେ   ସ୍ୱଚ୍ଛ ପରିବେଶ,ସୁସ୍ଥ ପରିବେଶ ର ପରିକଳ୍ପନା ଆଜି  ଦୂରେଇ ଦୂରେଇ ଯାଇଛି ।   ରାସ୍ତା କଡ ହେଉ କି  ନାଲ  ନର୍ଦ୍ଦମା  ,ଯେଉଁଠି ଦେଖିବ  ମଇଳା ଆବର୍ଜନା ରେ ପରିପୂର୍ଣ୍ଣ ।  ଜାତୀୟ ରାସ୍ତା କଡ ମାନଙ୍କରେ ଗଦା ଗଦା ମଇଳା ଆବର୍ଜନା  ଯୋଗୁ ତାର ଦୁର୍ଗନ୍ଧ ବାୟୁ ରେ ମିଶି ବାୟୁ ପ୍ରଦୂଷଣ  କରୁଛି ।ରାସ୍ତାକଡ଼ରେ ଜମାହୋଇ ରହୁଥିବା ପ୍ଲାଷ୍ଟିକ ଜରି,ବୋତଲ ଆଦି ସହିତ ଯାବତୀୟ ବର୍ଜ୍ୟବସ୍ତୁ ଏବେ ଅଞ୍ଚଳର ପରିବେଶକୁ ପଦୂଷିତ କରିଥିବା ବେଳେ ବିଭିନ୍ନ ଜଳାଶୟ ଗୁଡ଼ିକ  ମଧ୍ୟ ପ୍ରଦୂଷଣ  ରୁ ବର୍ତ୍ତି ନାହିଁ ।ଅତାବିରା  ୱାର୍ଡ ନଂ ୪ ସ୍ଥିତ  ଦମଦମା ପୋଲ    ଦେଇ ବହି ଯାଇଥିବା ନଲିଆ  ରେ 

ଜମିରହିଛି ଅନେକ ମଇଳା ଆବର୍ଜନା ସାଙ୍ଗ କୁ  ସ୍ୱଚ୍ଛ  ପରିବେଶ  ର ମୁଖ୍ୟ ପ୍ରତିବନ୍ଧକ ରୂପେ ବିବେଚିତ ପ୍ଲାଷ୍ଟିକ ଥଳି  ।  ଏହି ଠାରେ ରହିଛି ପୁଣି ମହିଳା ମାନଙ୍କର ଗାଧୁଆ ତୁଠ ।ଅତାବିରା ର  ଶହ ଶହ ମହିଳା ସକାଳ ପହିଲେ ଏଠି  ଗାଧୋଇ ଥାନ୍ତି । ଏହି ନାଳା ରେ ଜମି ରହିଥିବା ପଲିଥିନ ରେ ଭର୍ତ୍ତି ହୋଇ ରହିଥିବା ମଇଳା   ପଲିଥିନ ଭିତରେ ପଚି ସଢ଼ି ରୋଗ ସୃଷ୍ଟିକାରୀ ଅନୂଜିବ ଗୁଡ଼ିକର ବୃଦ୍ଧି କରିବାରେ ବେଶ୍ ସହାୟକ ହେଉଛି ।ଏହି ନାଳ ର ଗୋଟିଏ ପଟେ ଲୋକେ ଗାଧୋଉ ଥିବା ବେଳେ ଅନ୍ୟ  ପଟ ରେ ଆବର୍ଜନା ପରିପୂର୍ଣ୍ଣ ।ପୁଣି ଏହି ନଳିଆ ରେ ମିଶୁଛି   ସହର ର ଡ୍ରେନ ପାଣି ।ଯାହାର ଦୁର୍ଗନ୍ଧ ମଧ୍ୟ   ଢାଙ୍କୁଣି ନ ଥିବା  ଖୋଲା   ନାଲ ରାସ୍ତା ଦେଇ ସହଜରେ ଲୋକଙ୍କ ପାଖରେ ପହଞ୍ଚି ପାରୁଛି ।  ଦୀର୍ଘ ଦିନ

ଧରି  ଏହି  ନଳିଆ ଭିତରେ ଆବର୍ଜନା ଜମି ରହିଥିଲେ ମଧ୍ୟ ଏନ୍ ଏ ସି କର୍ତ୍ତୃପକ୍ଷ ଏଥିପ୍ରତି କୌଣସି ଦୃଷି ଦେଇ ନାହାନ୍ତି ।ଯାହାକୁ ନେଇ ଏହି ରାସ୍ତା ଦେଇ ଯାତାୟାତ କରୁଥିବା ଲୋକେ  ପରିବେଶ ପ୍ରତି ଏନ୍ ଏ ସି ର କାର୍ଯ୍ୟକଳାପ  ଉପରେ ଅସନ୍ତୋଷ ପ୍ରକଟ କରିଛନ୍ତି ।ସହର ର   ଆଧୁନୀକରଣ କୁ ନେଇ ନିର୍ମାଣ ଚିନ୍ତା  କରାଯାଉଥିବା ବେଳେ ଏହାର ପରିବେଶ  ର ଚିତ୍ର ସ୍ଵଚ୍ଛତାର ବହୁ ଦୂରରେ । ତେଣୁ ଏଥିପ୍ରତି ତୁରନ୍ତ ଦୃଷ୍ଟି ଦେବା ପାଇଁ ସାଧାରଣ ରେ  ଦାବି ହେଉଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like