-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଖୋଲା ମଦ ସେବନ ଏବଂ ଅନ୍ୟାନ୍ୟ ବେଆଇନ କାର୍ଯ୍ୟ କଳାପ ବିରୁଦ୍ଧରେ ପୋଲିସ ର ଏକ ସ୍ୱତନ୍ତ୍ର ଅଭିଯାନ

11-Dec-2025



ବାଲିଗୁଡା(ସୁଶୀଳ କୁମାର ପାଣିଗ୍ରାହୀ): ଅସାମାଜିକ ବ୍ୟକ୍ତି ଓ ନିଶାଡ଼ି ହୋଇଯାନ୍ତୁ ସାବଧାନ । ନିଶାଡ଼ି ଓ ଅସାମାଜିକ ବ୍ୟକ୍ତିଙ୍କୁ ସାବାଡ଼ କରିବା ପାଇଁ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡରେ ପୋଲିସ୍ ପକ୍ଷରୁ ଆରମ୍ଭ ହୋଇଛି ସ୍ପେସାଲ୍ ଡ୍ରାଇଭ୍ । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସବ-ଡିଭିଜନ ପୋଲିସ ଖୋଲା ମଦ ସେବନ ଏବଂ ଅନ୍ୟାନ୍ୟ ବେଆଇନ କାର୍ଯ୍ୟକଳାପ ବିରୁଦ୍ଧରେ ଏକ ସ୍ୱତନ୍ତ୍ର ଅଭିଯାନ ନୂତନ ଏସ ଡି ପି ଓ ଶୁଭମ ଭୋସଲେ ଙ୍କ ନେତୃତ୍ୱ ରେ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଉପଖଣ୍ଡ ର ଚିହ୍ନଟ ହୋଇଥିବା ବିଭିନ୍ନ ଅନ୍ଧାର ଅଞ୍ଚଳ ଏବଂ ସମ୍ବେଦନଶୀଳ ସ୍ଥାନରେ ଚଢାଉ  କରାଯାଉଛି। ଏଣୁ ସାଧାରଣ ସୁରକ୍ଷା, ବିଶେଷ କରି ମହିଳା ଏବଂ ଶିଶୁଙ୍କ ପାଇଁ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି।

ଏଣୁ ଉପରୋକ୍ତ କାର୍ଯ୍ୟରେ ଲିପ୍ତ ରହୁଥିବା ବ୍ୟକ୍ତି ବିଶେଷ ମାନେ ଏ ସବୁ କାର୍ଯ୍ୟ ରୁ ଦୁରେଇ ରହିବା ସହ ଅଞ୍ଚଳବାସୀ ଏପରି ଯେକୌଣସି କାର୍ଯ୍ୟକଳାପ ନଜରରେ ଆସିଲେ ପୋଲିସକୁ ଜଣାଇବେ, ଜଣାଇଥିବା ବ୍ୟକ୍ତି ବିଶେଷ ଙ୍କ ପରିଚୟ ଶତ ପ୍ରତିଶତ ଗୋପନ ରଖାଯିବା ସହ ସମ୍ପୂର୍ଣ୍ଣ ସୁରକ୍ଷା ପ୍ରଦାନ କରାଯିବ ବୋଲି ଏସ ଡି ପି ଓ ଶ୍ରୀ ଭୋସଲେ କହିଛନ୍ତି। ଏଭଳି ସଚେତନତା କାର୍ଯ୍ୟକ୍ରମ କୁ ବିଭିନ୍ନ ମହଲ ରୁ ସ୍ୱାଗତ ଯୋଗ୍ୟ ପଦକ୍ଷେପ ବୋଲି କୁହାଯାଉଥିବା ବେଳେ ଏହାକୁ ନିୟମିତ ବଳବତ୍ତର ରଖାଗଲେ ଆଗାମୀ ଦିନରେ ଅସାମାଜିକ କାର୍ଯ୍ୟ କଳାପ କିଛି ମାତ୍ରା ରେ କମିପାରିବ ବୋଲି ବୁଦ୍ଧିଜୀବୀ ମହଲ ରୁ କୁହାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like