-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||     

HOME   ଜିଲ୍ଲା

ଲର୍କା କ୍ଳଷ୍ଟରରେ ଶିଶୁ ମହୋତ୍ସବ ସୁରଭି

11-Dec-2025



(ରାମନାଥ ପଣ୍ଡା)
ବୋଡେନ ବ୍ଳକ ସରକାରୀ ଉଚ୍ଚ ବିଦ୍ୟାଳୟ ଲର୍କା ଠାରେ କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ସି ଆର୍ ସି ସି ଶୁଭେନ୍ଦୁ ଯୋଶୀଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଉଦଘାଟନୀ ସଭାରେ ସରପଂଚ ଜୟଶ୍ରୀ ପଟେଲ ମୁଖ୍ୟ ଅତିଥି ରୂପେ ଯୋଗଦାନ କରି କାର୍ଯ୍ୟକ୍ରମ ଉଦଘାଟନ କରିଥିଲେ । ଉଦଘାଟନୀ ସଭାରେ ସମ୍ମାନିତ ଅତିଥି ଭାବରେ ସ୍କୁଲ ପରିଚାଳନା କମିଟି ସଭାପତି ବୈଷ୍ଣବ ପଟ୍ଟନାୟକ ମଞ୍ଚାଷିନ ଥିଲେ । ଲର୍କା କ୍ଳଷ୍ଟର ସିଆରସିସି ଶୁଭେନ୍ଦୁ ଯୋଶୀଙ୍କ ତତ୍ତ୍ଵାବଧାନରେ ତଥା ଲର୍କା ଉଚ୍ଚ ବିଦ୍ୟାଳୟ ଇନଚାର୍ଜ ପ୍ରଧାନ ଶିକ୍ଷକ ଆଶିଷ କୁମାର ଜାଲଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଯାପନୀ କାର୍ଯ୍ଯକ୍ରମରେ ମୁଖ୍ୟ ଅତିଥି ରୂପେ ଓଷ୍ଟା ଜିଲ୍ଲା ସଭାପତି ବନବିହାରୀ ମେହେର, ପ୍ରଧାନ ଶିକ୍ଷକ ତ୍ରିଲୋଚନ ସିଂ ମାଝୀ,ପୂର୍ବତନ ସି ଆର୍ ସି ସି ସଂଯୋଗ କୁମାର ବାଗ,ପ୍ରଧାନ ଶିକ୍ଷକ ହରେକୃଷ୍ଣ ବେହେରା,ପ୍ରଧାନ ଶିକ୍ଷକ ଅଙ୍କନ ସିଂ ମାଝୀ,ସ୍ଵତନ୍ତ୍ର ପ୍ରତିନିଧି ସାମ୍ବାଦିକ ରାମନାଥ ପଣ୍ଡା ସମ୍ମାନୀତ ଅତିଥି ଭାବେ ମଞ୍ଚାଷିନ ଥିଲେ ।

ବରିଷ୍ଠ ଶିକ୍ଷକ ଅଶୋକ କୁମାର ବାରିକ ଉଭୟ ଉଦଘାଟନୀ ଓ ଉଦଯାପନୀ କାର୍ଯ୍ୟକ୍ରମରେ ନିଜ ସୁନ୍ଦର୍ ଶବ୍ଦ ସଂଯୋଜନାରେ ମଞ୍ଚ ପରିଚାଳନା କରିଥିଲେ।ଛାତ୍ର ଛାତ୍ରୀ ମାନେ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ପରେ ସାସ୍କୃତିକ କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଥିଲା ।ସାଂସ୍କୃତିକ କାର୍ଯ୍ୟକ୍ରମ ସମୟରେ ଶିକ୍ଷକ ଖିରସିନ୍ଧୁ ମେହେର ମଞ୍ଚ ପରିଚାଳନା କରିଥିବାବେଳେ ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଶିକ୍ଷକ ବସନ୍ତ କୁମାର ମେହେର ସମ୍ଭାଳିଥିଲେ ।କ୍ଲଷ୍ଟରର ୧୫ ଟି ବିଦ୍ୟାଳୟର ବହୁ ସଂଖ୍ୟାରେ ଛାତ୍ର ଛାତ୍ରୀଙ୍କ ଅଂଶ ଗ୍ରହଣ କରିଥିଲେ । ବିଭିନ୍ନ ବିଦ୍ୟାଳୟର ପ୍ରଧାନ ଶିକ୍ଷକ,ଶିଶୁ ଦାୟିତ୍ୱରେ ଥିବା ଶିକ୍ଷକ ଶିକ୍ଷୟତ୍ରୀ,ସ୍ଥାନୀୟ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।ସି ଆର୍ ସି ସି ଶୁଭେନ୍ଦୁ କୁମାର ଯୋଶୀ ଧନ୍ୟବାଦ୍ ଜ୍ଞାପନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026

You Might Also Like