-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||     

HOME   ଜିଲ୍ଲା

ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

01-Feb-2021



ମାୟାବର୍ହା,(ପ୍ରେରଣା ଖବର) ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଂଚାୟାତ ଉଚ୍ଚ ବିଦ୍ୟାଳୟ,ମାୟାବର୍ହା ରେ ରାତ୍ରୀ ଜଗୁଆଳୀ କିଶୋର ଚନ୍ଦ୍ର ପୁଟେଲଙ୍କ ଅବସର ଗ୍ରହଣ କରିଥିବା ଯୋଗୁଁ ବିଦ୍ୟାଳୟ ପରିସରରେ ଏକ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଅଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ବସନ୍ତ କୁମାର ହୋତା ସଭାରେ ଅଧ୍ୟକ୍ଷତା କରିଥିଲେ ଏବଂ ଶ୍ରୀ କିଶୋର ଚନ୍ଦ୍ର ପୁଟେଲଙ୍କୁ ଅବସର ସମୟରେ ସମ୍ମାନ ଜଣାଇ ମାନପତ୍ର ଓ ଉପଢୌକନ ପ୍ରଦାନକରି ସମ୍ବର୍ଦ୍ଧିତ କରିଥିଲେ ।  ଏଥି ସହିତ ଶ୍ରୀପୁଟେଲଙ୍କୁ ପ୍ରୋଭିଜନାଲ୍ ପେନସନ ସଂପର୍କିତ ସମସ୍ତ  କାଗଜାତ ପତ୍ର ପ୍ରଦାନ କରାଯାଇଅଛି । କାର୍ଯ୍ୟକ୍ରମକୁ ଇଂରାଜି ଶିକ୍ଷକ ତଥା  ଜୁନିଅର  ରେଡକ୍ରସ ସାଧନ କର୍ମି ରବିଚନ୍ଦ୍ର ପଶାୟତ ପରିଚାଳନା କରିଥିଲେ । ଶ୍ରୀପୁଟେଲ ନିଜସ୍ୱ କର୍ତ୍ତବ୍ୟକୁ ସୁଚାରୁ ରୂପେ ସଂପାଦନ କରି ଛାତ୍ରଛାତ୍ରୀ, ଅଭିଭାବକ ଏବଂ ସହକର୍ମୀଙ୍କ  ଗହଣରେ ଜଣେ କର୍ତ୍ତବ୍ୟନିଷ୍ଠ ତଥା ସୁମିଷ୍ଟ ବ୍ୟକ୍ତିତ୍ୱ ସଂପନ୍ନ କର୍ମଚାରୀ ଭାବରେ ଲୋକପ୍ରିୟ ହୋଇପାରିଥିଲେ । ଏହି ଅବସରରେ ଅବସରପ୍ରାପ୍ତ ଶିକ୍ଷକ ଜ୍ୟୋତିଷ୍କର ପଣ୍ଡା, ବରିଷ୍ଠ ଶିକ୍ଷକ ମନୋଜ କୁମାର ପୂଜାରୀ, ନନ୍ଦିଘୋଷ ବାରିକ, ପ୍ରହଲ୍ଲାଦ ଦାଶ, ସଂଜୀବ କୁମାର ପୂଜାରୀ, ମୀନକେତନ ଦାଶ, ବିଭୀଷଣ ଖମାରୀ ପ୍ରମୁଖ ଉପସ୍ଥିତ ରହି ମତବ୍ୟକ୍ତ କରିଥିଲେ । ଶେଷରେ ସ୍କାଉଟ ମାଷ୍ଟର ଦୀନବନ୍ଧୁ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026
  ଜିଲ୍ଲା  
କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   06-Aug-2026
  ଜିଲ୍ଲା  
ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା   06-Aug-2026
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026

You Might Also Like