-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

କେରାପଦର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ।

11-Dec-2025



ନୂଆପଡ଼ା (ରାମନାଥ ପଣ୍ଡା)
କେରାପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି ” 2025 ବିଶେଷ ଉତ୍ସାହ ଓ ଉତ୍ସବମୟ ପରିବେଶରେ ଆୟୋଜିତ ହୋଇଯାଇଛି । ଉଦ୍ଘାଟନୀ ସଭାରେ କେରାପଦର କେନ୍ଦ୍ର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର ନାଗଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ଶିକ୍ଷକ ରଜନୀକାନ୍ତ ଯୋଷୀ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଧର୍ମେନ୍ଦ୍ର ନାଏକ,ଦ୍ୱାରସନୀ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ବିଜୟ କୃଷ୍ଣ ପ୍ରଧାନ, ସମାଜସେବୀ ସୁଶାନ୍ତ ପାଣିଗ୍ରାହୀ ,ଶିକ୍ଷକ କୃଷ୍ଣ ଲାଲ ଦୀପ ମଞ୍ଚାସିନ ଥିବା ବେଳେ ଉଦଯାପନୀ ଉତ୍ସବରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଧର୍ମେନ୍ଦ୍ର ନାଏକଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ଶିକ୍ଷକ ମୋହନ ଚରଣ ଦାସ,ଶିକ୍ଷକ ନିରୋଜ କୁମାର ଖମାରୀ, ନରେନ୍ଦ୍ର ନାଗ, ରବୀନ୍ଦ୍ର କୁମାର ପରମାଣିକ,ଶ୍ୟାମ କୁମାର ଦଣ୍ଡସେନା, ଅରୀ ଗଞ୍ଜନ ବେହେରା  ଶିକ୍ଷକ ପ୍ରମୁଖ ମଞ୍ଚାସିନ ଥିଲେ । ଶିକ୍ଷକ ନିରୋଜ କୁମାର ଖମାରୀ ଓ ଶିକ୍ଷକ ମାଧବ ବାଗ ଉଭୟ ଉଦଘୋଷକ ଅତି ସୁନ୍ଦର ଶବ୍ଦ୍ଧାଳଙ୍କାର, ସାଇରୀ, କବିତା ମାଧ୍ୟମରେ ମଞ୍ଚ ପରିଚାଳନା କରିଥିଲେ ।ଆଜିର ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ମାନେ ବ୍ଲକ ସ୍ତରୀୟ ସୁରଭିରେ ଅଂଶ ଗ୍ରହଣର ସୁଯୋଗ ପାଇବେ । ସମସ୍ତ କୃତିତ୍ୱ ଛାତ୍ର ଛାତ୍ରୀ ଙ୍କୁ ସମ୍ମାନିତ କରାଯାଇଛି ।ଶିଶୁମାନଙ୍କ ପ୍ରତିଭାକୁ ଖୋଜିବା ସୁରଭି ମହୋତ୍ସବର ପ୍ରଥମ ଏବଂ ପ୍ରମୁଖ ଉଦ୍ଦେଶ୍ୟ । ଶିଶୁମାନଙ୍କ ମଧ୍ୟରେ ଥିବା ସୃଜନଶୀଳତା, କଳା ଓ ପ୍ରତିଭାକୁ ଚିହ୍ନଟ କରି ସମ୍ମାନିତ କରିବା ।କଳା, ସାହିତ୍ୟ ଓ ସଂସ୍କୃତିକୁ ପ୍ରୋତ୍ସାହନ ଗୀତ, ନୃତ୍ୟ, ଅଭିନୟ, ସାହିତ୍ୟ, ଚିତ୍ରକଳା, ସଙ୍ଗୀତ ସହ ବିଭିନ୍ନ କଳା ମାଧ୍ୟମରେ ଶିଶୁମାନେ ସଂସ୍କୃତି ସହ ଯୋଡ଼ି ପାରନ୍ତି ।ଅତିଥି ମାନେ ଶିଶୁଙ୍କ ବିଭିନ୍ନ କଳା ଉପରେ ଆଲୋକପାତ କରିଥିଲେ ।ସି ଆର୍ ସି ସି ଧର୍ମେନ୍ଦ୍ର ନାଏକ ଧନ୍ୟବାଦ୍ ଅର୍ପଣ କରିଥିଲେ।
କ୍ଲଷ୍ଟରର ସମସ୍ତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ମାନେ ବିଭିନ୍ନ କାର୍ଯ୍ୟକ୍ରମ ପରିଚାଳନା ପାଇଁ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like