-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଅନ୍ତର୍ଜାତୀୟ ପ୍ରତିଯୋଗିତା ଓଡିଶା ମାଷ୍ଟର୍ସ ୨୦୨୫ ■ ସେମଫାଇନାଲ ଲାଇନ ଅପ ଚୂଡାନ୍ତ

12-Dec-2025



ହାରିଲେ ଟପ ସିଡ ଥରୁନ ମାନେପଲ୍ଲୀ, ଗତବର୍ଷ ଚାମ୍ପିୟନ ସତୀଶ

ଭୁବନେଶ୍ୱର(ପ୍ରେରଣା ଖବର):କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟେଡ଼ିଅମ ଠାରେ ଅନ୍ତର୍ଜାତୀୟ ବେଡ଼ମୀଣ୍ଟନ ପ୍ରତିଯୋଗିତା "ଓଡିଶା ମାଷ୍ଟର୍ସ 2025" ର  କ୍ଵାଟର ଫାଇନାଲ ରାଉଣ୍ଡ ର ମହିଳା ସିଙ୍ଗଲସ,ପୁରୁଷ ସିଙ୍ଗଲସ, ମହିଳା ଡବଲସ, ପୁରୁଷଡବଲସ ଏବଂଡ ମିକ୍ସଡ଼ ଡବଲସ ଏ ସମସ୍ତ ବିଭାଗ ର 20 ଟି ମେଚ ଅନୁଷ୍ଠିତ ହୋଇ ଯାଇଅଛି lପୁରୁଷ ବିଭାଗ ସିଙ୍ଗଲ କ୍ଵାଟର ଫାଇନାଲ ଖେଳରେ ଇଣ୍ଡୋନେସିଆ ଖେଳାଳୀ ମୋହମ୍ମଦ ଯୁସୁଫ ଟପ ସିଡ ଥରୁନ ମାନେପଲ୍ଲୀ ଙ୍କୁ 21-9,22-20 ପଏଣ୍ଟ ର ଦୁଇଟି ଗେମ ରେ ପରାସ୍ତ କରି ପ୍ରତିଯୋଗିତା  ସେମି ଫାଇନାଲ ରେ ପହଂଚି ଛନ୍ତି l  ସେହିପରି ଇଣ୍ଡୋନେସିଆ ଖେଳାଳୀ ବିସ୍ମ ରlୟା ଅକଟୋରା 

ନିଜ ଦେଶର ରିଚି ଦୁତା ରିକାର୍ଦୋ ଙ୍କୁ 21-13,18-21,21-9 ପଏଣ୍ଟ ରେ ହରାଇ ସେମି ଫାଇନାଲ  ରେ ପହଂଚିଛନ୍ତି l ସେମି ଫାଇନାଲ ପହଂଚି ଥିବା ଭାରତୀୟ ଖେଳାଳୀ କିରଣ ଜର୍ଜ ଗତବର୍ଷ ର ଚମ୍ପିୟାନ ସତୀଶ କୁମାର ଙ୍କୁ 21-11,21-17 ପଏଣ୍ଟ ରେ ହରାଇଥିବା ବେଳେ ଭାରତୀୟ ଖେଳାଳୀ ରୋନକ ଚୌହାନ ନିଜ ଦେଶ ଖେଳାଳି ଶଙ୍କର ସୁବ୍ରମଣିଅନ ଙ୍କୁ 21-19,22-20 ରେ ପରାସ୍ତ କରି ସେମି ଫାଇନାଲ ରେ ପ୍ରବେଶ କରିଛନ୍ତି l
ମହିଳା କ୍ୱାର୍ଟର ରେ ଟପ ସିଡ ଉନ୍ନତି ହୁଡ଼ା ପଞ୍ଚମ ସିଡ ଅନୁପମା ଉପାଧ୍ୟାୟ ଙ୍କୁ 21-16,21-15 ପଏଣ୍ଟର ଦୁଇଟି ଗେମ ରେ ହରାଇ ସେମି ଫାଇନାଲ ରେ ପହଂଚି ଛନ୍ତି l ଅନ୍ୟ କ୍ଵାଟର ରେ ଅନସିଡେଡ଼ ଖେଳାଳୀ ତାନ୍ୟା ହେମନ୍ଥ ତୃତୀୟ ସିଡ ତନଭି ଶର୍ମା ଙ୍କୁ 21-16 21-14 ପଏଣ୍ଟ ର ଦୁଇଟି ଗେମ ରେ ହରାଇ ସେମି ରେ ପହଂଚିଛନ୍ତି l ଅନ୍ୟ ଦୁଇ ଭାରତୀୟ ସେମି ଫାଇନାଲିଷ୍ଟ ହେଲେ  ତସନିମ ମିର ଏବଂ ଇସାରାଣୀ ବରୁଆ l ତସନିମ କ୍ଵାଟର ଫାଇନାଲ ରେ  ତାଇପେଇ  ର ସପ୍ତମ ସିଡ ଖେଳାଳୀ ତୁଙ୍ଗ ସିଉ ଟଙ୍ଗ ଙ୍କୁ ହରାଇଥିବା ବେଳେ ଇସାରାଣି ବରୁଆ ଷଷ୍ଠ ସିଡ ଅନମୋଲ ଖର୍ବ ଙ୍କୁ ହରାଇଛନ୍ତି l
ମିକ୍ସଡ଼ ଡବଲସ କ୍ୱାର୍ଟର ରେ ଭାରତୀୟ ଯୋଡି ଏସ. କଣପୁରମ ଓ ସାଥି ଆର. ଉଥେୟସୂରୀୟାନ ଇଣ୍ଡୋନେସିଆ ଯୋଡି ଏମ. ନାୱାଫ ଓ ସାଥି ନାହ୍ୟା ମୁହିଫା ଙ୍କୁ 21-

15,21-19 ରେ ହରାଇ ସେମି ରେ ପହଂଚିଛନ୍ତି l
ସେମିଫାଇନାଲ ରେ ପହଂଚିଥିବା ଅନ୍ୟ ଯୋଡି ମାନେ ହେଲେ ତଣ୍ଡନ ପଂପାନୀଚ ଓ ସାଥି ଫୁଙ୍ଗଫା. କେ, ଇଣ୍ଡୋନେସିଆ ଯୋଡି ଡି. ଫେରଦିନାଂଶ୍ୟାହ ଓ ସାଥି ବି. ୱାର୍ଡନା, ଓ ଟପ ସିଡ ଏମ. ଫାଜା ଓ ଏ. ପ୍ରଣତା l

ମହିଳା ଡବଲସ ବିଭାଗ ରେ ଅନୁଷ୍ଠିତ  କ୍ୱାର୍ଟରଫାଇନାଲ ରାଉଣ୍ଡ ମେଚ ରେ ଟପ ସିଡ ବୁଲଗେରିଆ ଯୋଡି ଗେବ୍ରିଏଲା ଷ୍ଟୋଭା ଓ ଷ୍ଟେଫlନୀ ଷ୍ଟୋଭା
 ଇଣ୍ଡୋନେସିଆ ଯୋଡି ଲେନି ତ୍ରିଆ ମୟସରି ଓ ସାଥି 
ଏମାଲୀଆ ଚାହାୟ ଙ୍କୁ 16-21,21-12 ଓ 21-19 ରେ ପରାସ୍ତ କରି ସେମି ଫାଇନାଲ ରେ ପହଂଚଛନ୍ତି l
ମହିଳା ସେମି ଫାଇନାଲ ରେ ପହଂଚିଥିବା ଅନ୍ୟ ଯୋଡି ମାନେ ହେଲେ ଭାରତୀୟ ଯୋଡି ଅଶ୍ୱିନୀ ଭଟ୍ଟ ଓ ସାଥି ଶିଖା ଗୌତମ, ମାଲେସିଆ ଯୋଡି ଅଙ୍ଗ ଜିନ ୟୀ ଓ ସାଥି କାର୍ମେନ ଟିଙ୍ଗ ଏବଂ ଇଣ୍ଡୋନେସିଆ ର ଆଇ. ମେଇଡା ଓ ସାଥି ଆର. ନାସ୍ତିନେ l

ଭାରତୀୟ ବେଡ଼ମୀଣ୍ଟନ ସଙ୍ଘ ଓଡିଶା ସରକାର ଏବଂ ଓଡିଶା ରାଜ୍ୟ ବେଡ଼ମୀଣ୍ଟନ ସଙ୍ଘ ର ମିଳିତ ସହଯୋଗ ରେ ଚାଲିଥିବା ଏହି ଆନ୍ତର୍ଜାତୀୟ ପ୍ରତିଯୋଗିତାର ସେମି ଫାଇନାଲ ର ସମସ୍ତ ମେଚ 13 ତାରିଖ ଦିନ ଅନୁଷ୍ଠିତ ହେବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like