-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||     

HOME   ଜିଲ୍ଲା

ମନମୁଣ୍ଡା ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

12-Dec-2025



କଣ୍ଟାମାଳ: କଣ୍ଟାମାଳ ବ୍ଲକ ମନମୁଣ୍ଡା ଖେଳ ପଡିଆ ଠାରେ ଶୁକ୍ରବାର ଅପରାନ୍ହ୍ ୩ଘଣ୍ଟା ସମୟରେ ମନମୁଣ୍ଡା ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇ ଯାଇଛି l ଉଦଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ କଣ୍ଟାମାଳ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଶୋଭ ରଞ୍ଜନ ମାଳୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ | ପ୍ରଧାନଶିକ୍ଷୟିତ୍ରୀ ନମିତା ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଗୋଷ୍ଠି ଶିକ୍ଷା ଅଧିକାରୀ ଦୁର୍ଗା ଚରଣ ପ୍ରଧାନ, ମନମୁଣ୍ଡା ସିଆରସିସି ପ୍ରଜିଣା ପାଢୀ, ବିଦ୍ୟାଳୟ ପଞ୍ଚସଖା ଶିକ୍ଷା ସେତୁ ର ସଭାପତି ଗୋବର୍ଦ୍ଧନ ସାହୁ ଯୋଗ ଦେଇଥିଲେ |  ବିଦ୍ୟାଳୟର କ୍ରୀଡା ଶିକ୍ଷକ ଜିତେନ୍ଦ୍ରୀୟ ହୋତାଙ୍କ ତତ୍ବାବଧାନରେ ଓ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହଯୋଗରେ କ୍ରୀଡା ପ୍ରତିଯୋଗୀତା ପରିଚାଳିତ ହୋଇଥିଲା | ବାଳକ ବର୍ଗରେ ରୁଦ୍ର ପ୍ରସାଦ ମହାପାତ୍ର ଓ ବାଳିକା ବର୍ଗରେ କମଳିନୀ ପାତ୍ର ଚାମ୍ପିୟନ ହୋଇଥିଲେ | ଉଦଯାପନି ସଭାରେ ସମସ୍ତ କୃତୀ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରା ଯାଇଥିଲା l ଶେଷରେ ଶିକ୍ଷୟିତ୍ରୀ ମମତା ନାଏକ ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି   21-Apr-2026
  ଜିଲ୍ଲା  
ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   21-Apr-2026
  ଜିଲ୍ଲା  
*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   21-Apr-2026
  ଜିଲ୍ଲା  
*ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   21-Apr-2026
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026

You Might Also Like