-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ଓଡିଶା ସାମ୍ବାଦିକ ସଂଘ ସମ୍ବଲପୁର ଜ଼ିଲ୍ଲା ଶାଖାର ବାର୍ଷିକ ସାଧାରଣ ପରିଷଦ ଵୈଠକ: ହିମାଂଶୁ ମିଶ୍ର ସଭାପତି, ସରୋଜ ସାହୁ ସାଧାରଣ ସମ୍ପାଦକ ଏବଂ ରବୀନ୍ଦ୍ର ପ୍ରସାଦ ଦାନୀ କାର୍ଯ୍ୟକାରୀ ସଭାପତି ମନୋନୀତ

01-Feb-2021



ସମ୍ବଲପୁର,(ସଞ୍ଜିବ ପାଣିଗ୍ରାହୀଙ୍କ ରିପୋର୍ଟ): ଓଡିଶା ସାମ୍ବାଦିକ ସଂଘ ସମ୍ବଲପୁର ଜିଲ୍ଲା ଶାଖାର ବାର୍ଷିକ ସାଧାରଣ ପରିଷଦ ଵୈଠକ ଓ ବାର୍ଷିକ ପାରିବାରିକ ବନ୍ଧୁମିଳନ ରବିବାର କେନଘାଟି ଶ୍ରୀରାମ ବାଟିକା ଠାରେ  ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଂଘର ସମ୍ବଲପୁର ଜିଲ୍ଲା ଶାଖାର ସମସ୍ତ ସଭ୍ୟ ଙ୍କ ପରିବାର ର ସଦସ୍ୟ ମାନେ ଉପସ୍ଥିତ ରହିଥିଲେ । ଏହି ଅବସରରେ ଓଡିଶା ସାମ୍ବାଦିକ ସଂଘ ସମ୍ବଲପୁର ଜିଲ୍ଲା ଶାଖାର ସଭାପତି ଭାବେ ହିମାଂଶୁ ଶେଖର ମିଶ୍ର ମନୋନୀତ  ହୋଇଥିବା ବେଳେ ସାମ୍ବାଦିକ ସରୋଜ ସାହୁ ସାଧାରଣ ସମ୍ପାଦକ ଏବଂ ରବୀନ୍ଦ୍ର ପ୍ରସାଦ ଦାନୀ କାର୍ଯ୍ୟକାରୀ ସଭାପତି ଭାବେ ମନୋନୀତ ହୋଇଛନ୍ତି I ସଂଘର ବାର୍ଷିକ ସାଧାରଣ ପରିଷଦ ସଭାରେ ସାମ୍ବାଦିକ ମାନଙ୍କ ହିତ ଦୄଷ୍ଟିରୁ ଆଗାମି କାର୍ଯ୍ୟପନ୍ଥା ଉପରେ ଆଲୋଚନା କରାଯାଇଥିଲା । ଏଥିସହ ସମ୍ବଲପୁର ଜିଲ୍ଲା ର ୬ ଜଣ ଦିବଂଗତ  ସାମ୍ବାଦିକ ଙ୍କ ଵିଧବା ପତ୍ନୀ ଙ୍କୁ ମାସିକ ଭତ୍ତା ମଧ୍ୟ ପ୍ରଦାନ କରାଯାଇଥିଲା । ତେବେ ସଂଘର ଏହି ଵୈଠକରେ ରାଜ୍ୟ ସାଧାରଣ ସଂପାଦକ ଶଶିଭୁଷଣ ପ୍ରହରାଜ , ରାଜ୍ୟ ସାଂଗଠନିକ ସଂପାଦକ ସଞ୍ଜୀବ ନାୟକ , ପ୍ରାନ୍ତୀୟ ସଂପାଦକ ରମାକାନ୍ତ ବିଶ୍ୱ।ଳ, ରାଜ୍ୟ ସମ୍ପାଦକ  ସୁଶାନ୍ତ ମହାପାତ୍ର,  ସୋନପୁର ଜ଼ିଲ୍ଲା ସଭାପତି ମନୋରଞ୍ଜନ  ତ୍ରିପାଠୀ,  ସୁବାସ ନାୟକ ପ୍ରମୁଖ  ଅତିଥି ଭାବରେ ଯୋଗ ଦେଇଥିଲେ । ଏହି ଅବସରରେ ବରିଷ୍ଠ ସାମ୍ବାଦିକ ଜଗତ ପ୍ରସାଦ ଦାଶ ଙ୍କୁ ଅଭିନନ୍ଦନିକା ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇ ଥିଲା I ଏହା ସହିତ ସର୍ବଶ୍ରୀ ଶିଶିର ସାହୁ, ପ୍ରଦୀପ ନାୟକ, ସୁକାନ୍ତ କର ଏବଂ ସନ୍ତୋଷ ସାହୁ ଉପସଭାପତି  ଭାବେ ମନୋନୀତ ହୋଇଥିବା ବେଳେ ସର୍ବଶ୍ରୀ ଆମଳେନ୍ଦୁ ନାୟକ, ନରେଶ ମାହାଣI, ବାଦଶାହା ଜୁସମାନ ରାଣI ଓ ସତ୍ୟ ପ୍ରିୟ ମହାପାତ୍ର ସହ  ସଂପାଦକ, ସୁଶାନ୍ତ ମହାପାତ୍ର କୋଷାଧ୍ୟକ୍ଷ  ଏବଂ ସର୍ବଶ୍ରୀ ସଞ୍ଜୟ ପାଗୋଡା, ଉପେନ୍ଦ୍ର ନାରାୟଣ ପଣ୍ଡା, ଡା. ରାଜାରାମ ଷଡ଼ଙ୍ଗୀ, ଅଙ୍କିତ ସାହୁ, ମହାବୀର ସିଂହ ଦେଓ, ରବୀନ୍ଦ୍ର ନାଥ ପ୍ରଧାନ, ନବୀନ ଦାଶ ଓ ହରି ଶଙ୍କର ମିଶ୍ର ଜ଼ିଲ୍ଲା କାର୍ଯ୍ୟକାରୀଣି କମିଟିକୁ ମନୋନିତ ହୋଇଛନ୍ତି I ସଭା ପ୍ରାରମ୍ଭ ରେ ମା' ସମଲେଶ୍ୱରୀ ଙ୍କ ଠାରେ ଦୀପ ପ୍ରଜ୍ୱଳନ ଏବଂ ଓଡିଶା ସାମ୍ବାଦିକ ସଂଘ ର ପ୍ରତିଷ୍ଠାତା ସଭାପତି ସ୍ୱର୍ଗତ ପ୍ରଭାତ ଦାଶ ଫଟୋ ଚିତ୍ର ରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା I


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like