-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

*ଆସନ୍ତା କାଲି ଠୁ ସୁବର୍ଣ୍ଣପୁର ଡିଷ୍ଟ୍ରିକ୍ ଏନୁଏଲ ଏଥଲେଟିକ ମିଟ*

12-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ଆସନ୍ତା କାଲି ଠାରୁ ଦୁଇ ଦିନ ଆରମ୍ଭ ହେବାରୁ ଯାଉଛି ସୁବର୍ଣ୍ଣପୁର ଡିଷ୍ଟ୍ରିକ୍ ଏନୁଏଲ ଏଥଲେଟିକ ମିଟ । ପ୍ରଥମେ ସକାଳ ୭.୩୦ ରେ ସୁରେଶ୍ୱରୀ ମନ୍ଦିର ପ୍ରାଙ୍ଗଣରୁ ଜିଲ୍ଲା କ୍ରୀଡ଼ା ସଙ୍ଘ ଓ ଖେଳାଳୀ ଙ୍କୁ ନେଇ ଏକ ଶୋଭାଯାତ୍ରା ଅନୁଷ୍ଠିତ ହେବ । ଗାନ୍ଧୀ ପଡିଆକୁ ୯.୩୦ ରେ ପହଞ୍ଚିବା ପରେ କ୍ରୀଡା ସଙ୍ଘ ସଭାପତି ତଥା ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ ଙ୍କ ଏହାକୁ ଉଦଘାଟନ କରିବେ ଏବଂ ଖେଳ ୧୦.୩୦ ରେ ଆରମ୍ଭ ହେବ । ଏ ନେଇ ଗଣ ମାଧ୍ୟମ ଜରିଆରେ ସବିଶେଷ ସୂଚନା ଦେଇଛନ୍ତି ଜିଲ୍ଲା କ୍ରୀଡା ସଂଘ ସମ୍ପାଦକ ପୀୟୂଷ କୁମାର୍ ପଣ୍ଡା । ଏହି ବାର୍ଷିକ କ୍ରୀଡା ଉତ୍ସବ ଡିସେମ୍ବର ୧୩ ଓ ୧୪ ଦୁଇ ଦିନ ବ୍ୟାପୀ ହେବାକୁ ଥିବାବେଳେ ବାଳକ ଓ ପୁରୁଷ ଖେଳାଳି ୪୪୯ ଜଣ ଅଂଶଗ୍ରହଣ କରିବାକୁ ଥିବାବେଳେ, ବାଳିକା ଓ ମହିଳା ଖେଳାଳି ୩୦୪ ଜଣ ଅଂଶଗ୍ରହଣ କରିବେ। ସର୍ବମୋଟ ୭୬୫ ଜଣ ଖେଳାଳି ଏହି ବାର୍ଷିକ କ୍ରୀଡାରେ ନାମ ପଞ୍ଜିକରଣ କରିଥିବା ସାମ୍ବାଦିକ ସମ୍ମିଳନୀ ମାଧ୍ୟମ ରେ ଜିଲ୍ଲା କ୍ରୀଡା ସଂଘ ସମ୍ପାଦକ ପୀୟୂଷ କୁମାର୍ ପଣ୍ଡା ସୂଚନା ଦେଇଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ କ୍ରୀଡା ସଂଘ ଉପ ସଭାପତି ଚିତ୍ତରଞ୍ଜନ ତରାସିଆ, କାର୍ଯ୍ୟକାରିଣୀ ସଦସ୍ୟ ବି.ସତ୍ୟ ନାରାୟଣ ରାଓ, ଦିଲ୍ଲୀପ ଗୁରୁ, କମଳାକାନ୍ତ ସାହୁ, କ୍ରୀଡ଼ା ସଂଘ କୋଷାଧ୍ୟକ୍ଷ ସୁବାଷ ବିଶ୍ୱାଳ, କୋଚ କଲିମ୍ ମହମ୍ମଦ, ସଦସ୍ୟ ସୁଦର୍ଶନ ପଣ୍ଡା, ବିକାଶ ପଣ୍ଡା, କମଳାକାନ୍ତ ସାହୁ, ସଦା ସାହୁ, ଅନିଲ ସାହୁ, ହୃଷୀକେଶ ପଣ୍ଡା, ଜୟ ନାରାୟଣ ପାଢ଼ୀ, ବୀର ପ୍ରତାପ ଦାଶ, ରାଜ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିବା ବେଳେ ଶେଷରେ ଜିଲ୍ଲା କ୍ରୀଡା ସଂଘ ର ବରିଷ୍ଠ ରାଜ୍ୟ କାର୍ଯ୍ୟକାରୀଣି ସଦସ୍ୟ ଦିଗାମ୍ବର ଶତପଥୀ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like