-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||     

HOME   ଜିଲ୍ଲା

*ଉପ ଜିଲ୍ଲାପାଳ ଓ ଡିଏସପି ଙ୍କୁ ସହର ବାସୀଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଧନା*-

12-Dec-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୋନପୁରର ଅସ୍ମିତା ଶ୍ରୀ ଗୋପାଳଜୀ ଜୀଉ ଙ୍କ ପ୍ରତ୍ୟାବର୍ତ୍ତନରେ ସୋନପୁର ବାସୀ ଉତ୍ଫଲ୍ଲିତ ହୋଇ ପଡିଥିବା ବେଳେ ଏହି ମହାନ କାର୍ଯ୍ଯ ବା ସେବାକୁ ପ୍ରଭୁଙ୍କ ଆଶିର୍ବାଦରୁ ସଫଳ କରାଇବାରେ ଉଲ୍ଲେଖନୀୟ ଅବଦାନ ରହିଥିବା ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କୁ ସୋନପୁରବାସୀ ଙ୍କ ପକ୍ଷରୁ ଗତକାଲି ସ୍ବାଗତ ସମ୍ବର୍ଧନା କରାଯାଇଥିଲା l ସେହିପରି ଆଜି ଉପ ଜିଲ୍ଲାପାଳ ଡ଼. ସୌମ୍ୟାରୂପା ରଥ ଓ ପୋଲିସ୍ ଡିଏସପି ଶ୍ରୀ ଚନ୍ଦ୍ର ଶେଖର ଶବରଙ୍କୁ ସଂଧ୍ୟାରେ ଉପ ଜିଲ୍ଲାପାଳ ଅଫିସ୍ କର୍ଯ୍ୟାଳୟରେ ସହରବାସୀଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଧନା ଜ୍ଞାପନ କରାଯାଇଛି l ଆଜିର ଏହି କାର୍ଯ୍ଯକ୍ରମରେ ସୁରେଶ୍ଵରୀ ଯଜ୍ଞ କମିଟି, ସ୍ଵଚ୍ଛ ଭାରତ ସଙ୍ଗଠନ, ସୋନପୁର କଲେଜ ଏନସିସି, ଭାରତ ବିକାଶ ସଙ୍ଗଠନ, ପ୍ରଜାପିତା ବ୍ରହ୍ମାକୁମାରୀ , ଦେବୋତ୍ତର କମିଟି, ଓଡ଼ିଶା ସାମ୍ୱାଦିକ ସଂଘ, ଶ୍ରମିକ ସଂଗଠନ, ଗୋପାଳଜୀ ଯୋଗାଳୟ, ବ୍ଲକ ଦୁର୍ଗା ପୂଜା କମିଟି, ଶ୍ରୀ ସତ୍ୟସାଇ ସେବା ସମିତି ପ୍ରମୁଖ ବିଭିନ୍ନ ଅନୁଷ୍ଠାନ କର୍ମକର୍ତ୍ତା ସାମିଲ୍ ଥିଲେ ।  ଜିଲ୍ଲାପାଳ, ଉପ ଜିଲ୍ଲାପାଳ,  ଓ ଜିଲ୍ଲା ପୋଲିସ ପ୍ରଶାସନ ର କର୍ମ ତପ୍ତରତାକୁ ଉଦ୍ୟମକୁ ଭୂୟସୀ ପ୍ରଶଂସା କରି ଏ ମାନଙ୍କ ଦୀର୍ଘାୟୁ କାମନା ଓ ସଫଳତା କାମନା କରି ମା ସୁରେଶ୍ଵରୀ ଓ ଶ୍ରୀ ଗୋପାଳଜୀଙ୍କ ଠାରେ ପ୍ରାର୍ଥନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026

You Might Also Like