-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ହଧାନର ମନ୍ଥରତାରୁ ସମାଧାନ ପାଇଁ ଅତାବିରା ଏନ୍ଏସି ସ୍ତରୀୟ ଚାଷୀଙ୍କ ବୈଠକ

12-Dec-2025



 ଅତାବିରା(ଆକାଶ ମିଶ୍ର): ଧାନର କିଣାବିକା ମନ୍ଥର ଚାଳିଥିବା ବେଳେ ପ୍ରକୃତ ଚାଷୀମାନେ ହଇରାଣ ହେଉଥିବାରୁ ସୁରୁଖୁରୁରେ ଧାନ ବିକିବା ପାଇଁ ଏନ୍ଏସିର ଚାଷୀମାନେ ସ୍ଥାନୀୟ ଦୁର୍ଗା ମନ୍ଦିରଠାରେ ବୈଠକ କରିଛନ୍ତି। ଅତାବିରା ପ୍ୟାକ୍ସ ଅନ୍ତର୍ଗତ ଅତାବିରା ଏନ୍ଏସି ଚାଷୀ ବହୁଳ ସହରାଂଚଳ। ଏହି ଏନ୍ଏସିରେ ରେଂଗାଲିପାଲି, କାଣ୍ଡପାଲି, ଲାଦରପାଲି, ଭାଲୁପାଲି, ବୈମାନଟିକ୍ରା, ଭୋଇପୁରା, ଅତାବିରା ଗ୍ରାମର ରହିଛି। ଏହି ଗ୍ରାମ ଶତପତି ଶତ ଚାଷୀ ରହିଛନ୍ତି। ବିଗତ ଫସଲମାନଙ୍କରେ ଧାନ ସଂଗ୍ରହରେ କିଛି ଚାଷୀ ବ୍ୟକ୍ତିଗତ ଉଦ୍ଦେଶ୍ୟ ପାଇଁ ଧାନ କିଣା ବିକା ସମୟରେ ବିଭ୍ରାନ୍ତି, ହସ୍ତକ୍ଷେପ କରିଥାନ୍ତି। ଧାନ ସଂଗ୍ରହ ବାଧାପ୍ରାପ୍ତ ହୋଇଥାଏ।  ପ୍ରକୃତ ଚାଷୀ ବିଭିନ୍ନ ଅସୁବିଧା ସୃଷ୍ଟି ହୋଇଥାଏ। ଚଳିତ ଫସଲ ସୁରୁଖୁରୁରେ ଧାନ ବିକ୍ରି କରିବା ପାଇଁ ସ୍ଥାନୀୟ ଦୁର୍ଗା ମନ୍ଦିର କଲ୍ୟାଣମଣ୍ଡପ ପରିସରେ ଅକ୍ଷେଟିକ୍ରାର ଚାଷୀ ସମୀର ପ୍ରଧାନଙ୍କ ସଭାପତିତ୍ବରେ ଏନ୍ଏସି ଅନ୍ତର୍ଗତ ବିଭିନ୍ନ ଗ୍ରାମର ଚାଷୀଙ୍କୁ ନେଇ ବୈଠକ ହୋଇଥିଲା। ଏନ୍ଏସି ସ୍ତରର ଚାଷୀ ବିନା ଦ୍ବିଧାରେ ଧାନ ବିକ୍ରି କରିବା ପାଇଁ ଶନିବାର ଉପଜିଲ୍ଲାପାଳଙ୍କ ସହ ସାକ୍ଷାତ କରି ସମାଧାନର ବାଟ ବାହାର କରିବାକୁ ନିଷ୍ପତ୍ତି ହୋଇଥିଲା। ଆଲୋଚନାରେ ଓଡ଼ିଶା ରାଜ୍ୟ କୃଷକ ସଂଗଠନର ସଭାପତି ବୀରେନ୍ଦ୍ର କର ଓ କାର୍ଯ୍ୟକାରୀ ସଭାପତି ଟିକେଲାଲ ମିଶ୍ରଙ୍କ ନିମନ୍ତ୍ରିତ ଚାଷୀ ଭାବେ ଯୋଗ ଦେଇଥିଲେ। ଆଲୋଚନାରେ ଦଶରଥ ଭୋଇ, ଅମୂଲ୍ୟ ସ୍ବାଇଁ, ଜିତେନ ପ୍ରଧାନ, ବିକ୍ରମ ପ୍ରଧାନ, ସଂସାର ଭୋଇ, ସୁରେନ୍ଦ୍ର ପ୍ରଧାନ, ରାଜେଶ ପ୍ରଧାନ, ସତ୍ୟବାନ ସାହୁ, ପି ଜଗଦିଶ, ପି ଶ୍ରୀଧର, ଜନ୍ମେଜୟ ସ୍ବାଇଁ, ଧିରଜ ସାହୁ, ସାଧୁ ଗଡ଼ତିଆ, ରାମା ଗଡ଼ତିଆ, ସୁରେନ୍ଦ୍ର ସ୍ବାଇଁ, ଜି ରବି, ଜି ଅନିଲ, ଋଷିକାନ୍ତ ପ୍ରଧାନ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like