-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ

12-Dec-2025



(ରାମନାଥ ପଣ୍ଡା)
ନୂଆପଡ଼ା ଜିଲ୍ଲା ବୋଡ଼େନ କୃଷି ସମବାୟ ସମିତି  ରେ ଆଜି ତହସିଲଦାର ସରିତା ଗୁପ୍ତା  ଧାନମଣ୍ଡିର ଶୁଭ ଉଦଘାଟନ କରିଛନ୍ତି ।ତାପରେ ଓଜନ ମେସିନ ଗୁଡ଼ିକୁ ପରୀକ୍ଷା କରିଦେଖିଲେ ଓ ତ୍ରୁଟି ପୂର୍ଣ୍ଣ ମେସିନ ଗୁଡ଼ିକୁ ଠିକ୍ କରାଯାଇଥିଲା ।ବ୍ଲକ ଯୋଗାଣ ନିରୀକ୍ଷକ ଆଲୋକ ପାତ୍ର ପହଞ୍ଚି ଚାଷୀଙ୍କ ସହିତ ଧାନର ମାନ ଓ ବିକ୍ରୟ ଉପରେ ଆଲୋଚନା କରି କୌଣସି ପ୍ରକାର ଅସୁବିଧା ହେବ ନାହିଁ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।ପରେ କୃଷି ସମବାୟ ସମିତି ସଭାପତି  ବିପିନ ଧରୁଆଙ୍କ ସଭାପତିତ୍ବରେ ଚାଷୀମାନଙ୍କୁ ନେଇ ଆୟୋଜିତ ସଭାରେ ମୁଖଅତିଥି ଭାବେ ସମାଜ ସେବୀ ଅତିନ୍ଦ୍ରଜିତ ସିଂ ମଲ୍ଲିକ,ସମ୍ମାନୀତ ଅତିଥି ଭାବେ ସାମ୍ବାଦିକ ଟିକେଶ୍ୱର ନାଗ ଉପସ୍ଥିତ ହୋଇଥିଲେ।ସମିତି ସମ୍ପାଦକ ପ୍ରଜ୍ରେଶ କୁମାର ହଂସ ମଞ୍ଚ ପରିଚାଳନା କରିଥିଲେ। ତଦାରଖ କମିଟି ଭାବେ ନିଲାମ୍ବର ମେହେର, ରାଜ କିଶୋର ହେର୍ଣ୍ଣା ,ପୁସ୍ତମ୍ ନାଗ , ଅରୁଣ ମାଝୀ,ଦିବାକର ମାଝୀ,ଧନୁର୍ଦ୍ଧର ବାଗ ପ୍ରୁମୁଖ ଉପସ୍ଥିତ ଥିଲେ।ଡାଟା ଅପରେଟର ଯୋତିବଲ୍ଲଭ ବାଗ , ଆର ଏମ ସି କର୍ମଚାରୀ ଅକ୍ଷୟ ନିଆଲ , ମିଲର୍ସ ସୋନୁ ଅଗ୍ରୱାଲ ଉପସ୍ଥିତ ରହିଥିଲେ। ବହୁ ସଂଖ୍ୟାରେ ଚାଷୀ ମାନେ ଉପସ୍ଥିତ ଥିଲେ।ଆସନ୍ତା କାଲି ଠାରୁ ଧାନ ମଣ୍ଡି ଚାଲିବ ବୋଲି ଆଲୋଚନା ହୋଇଥିଲା । ମଣ୍ଡିରେ ଲୋକ ମାନଙ୍କ ପାଇଁ ପିଇବା ପାଣି ଠାରୁ ଶୌଚାଳୟ ବ୍ୟବସ୍ଥା କରାଯାଇଛି । ଖୋଲା ଧାନ ବସ୍ତା ମିଲର୍ସ ଯୋଗାଇ ଦେବା ପାଇଁ ମଧ୍ୟ ଅନୁରୋଧ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like