-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା

12-Dec-2025



ବଲାଙ୍ଗିର(ପ୍ରେରଣା ଖବର): ସ୍ଥାନୀୟ ସରକାରୀ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଓ ଜିଲ୍ଲା ସଂସ୍କୃତି ଭବନ ପରିସର ଠାରେ ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା ଗୁଡିକ ଅନୁଷ୍ଠିତ ହୋଇଥିଲା । ଏହି ଜିଲ୍ଲାସ୍ତରୀୟ ଯୁବୋତ୍ସବ ପ୍ରତିଯୋଗୀତାରେ ବଲାଙ୍ଗିର ଜିଲ୍ଲାର ବ୍ଲକ ଓ ପୌରାଞ୍ଚଳରୁ ମନୋନୀତ ବିଭିନ୍ନ ଅନୁଷ୍ଠାନର ପ୍ରତିଯୋଗୀ ଭାଗ ନେଇଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ,  ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର, ପୌରାଧ୍ୟକ୍ଷା ଲିକା ସାହୁ, ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା, ଜିଲ୍ଲା କ୍ରୀଡା ଅଧିକାରୀ ପରାଶର ବାଗ, ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଞ୍ଜନ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । ଏହି ଯୁବୋତ୍ସବ ଯୁବପିଢିଙ୍କ ପାଇଁ ଏକ ଜାତୀୟ ମଞ୍ଚ, ଯେଉଁଥିରେ ସେମାନେ ସେମାନଙ୍କର  ପ୍ରତିଭା ପ୍ରଦର୍ଶନ କରିବା,  ପରସ୍ପର ଠାରୁ ଶିଖିବା ଏବଂ ବିକଶିତ ଭାରତର ଲକ୍ଷ୍ୟ ହାସଲ କରିବା ପାଇଁ ସୁଯୋଗ ପାଇଥାନ୍ତି । ସାଂସ୍କୃତିକ କାର୍ଯ୍ୟକ୍ରମ ଓ  ପ୍ରତିଯୋଗିତା

ମାଧ୍ୟମରେ ଏହି ମଞ୍ଚ  ଯୁବପିଢିଙ୍କୁ ଏକାଠି କରେ ଏବଂ ସେମାନଙ୍କ ମଧ୍ୟରେ ଦେଶ ପ୍ରେମ ଓ ସଦଭାବନା ଜାଗ୍ରତ କରିବାରେ ସହାୟକ ହୋଇଥାଏ ବୋଲି ଉପସ୍ଥିତ ଅତିଥି ବୃନ୍ଦ ମତ ବ୍ୟକ୍ତ କରିଥିଲେ । ଏହି ଯୁବୋତ୍ସବ ପ୍ରତିଯୋଗିତାରେ ଅଚ୍ୟୁତ ପୁରୋହିତ, ବିଜୟ କୁମାର ତ୍ରିପାଠୀ, ସନ୍ଦୀପ କୁମାର କହ୍ନର, ଡାଃ ପ୍ରେମଚାନ୍ଦ ମହାନ୍ତି, ଜୟ କୁମାର ଆଚାର୍ଯ୍ୟ, ଅଶ୍ଵିନୀ କୁମାର ରଥ, ବାସୁଦେବ ମେହେର,  ଦିଲୀପ ସିଂହଦେଓ, ସନାତନ ଠାକୁର, ବିରେନ୍ଦ୍ର କୁମାର ଝାଙ୍କର, ଆନନ୍ଦ ଚନ୍ଦ୍ର ସାହୁ, ପଙ୍କଜ ଜାଲ, ସୁଶ୍ରୀ ବିଥିକା ଚାଟାର୍ଜି,

ନବୀନ କୁଅଁର,  ଗୋପାଳ ପ୍ରଧାନ, ଶଙ୍କର ବେହେରା ଓ  ଧନେଶ୍ଵର ତାଣ୍ଡି ପ୍ରମୁଖ ବିଚାରକ ଭାବେ ଯୋଗଦାନ କରିଥିଲେ । 
ତେବେ ଦଳଗତ ନୃତ୍ୟରେ ବଲାଙ୍ଗିର ପୌରପରିଷଦର ନଟରାଜ କଳା ପରିଷଦ,  ଦଳଗତ ଲୋକ ଗୀତରେ ବଲାଙ୍ଗିର ପୌରପରିଷଦ, ଗଳ୍ପ ଲିଖନରେ ସୁମିତ ବଗର୍ତି, ଚିତ୍ରାଙ୍କନରେ ରାକେଶ ସାଇ, ବକ୍ତୃତାରେ ଅଂଶୁମାନ ମିଶ୍ର, କବିତା ଲିଖନରେ ନଶିୱା ଏବଂ ବିଜ୍ଞାନ ପ୍ରଦର୍ଶନୀରେ ସ୍ଵସ୍ତିକ ଏସ. ମେହେର ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟ ସ୍ତରୀୟ ଯୁବୋତ୍ସବରେ ଅଂଶଗ୍ରହଣ ନିମନ୍ତେ ମନୋନୀତ ହୋଇଛନ୍ତି । ଉପସ୍ଥିତ ଅତିଥି ଗଣ  ପ୍ରତିଯୋଗୀଙ୍କୁ ମାନପତ୍ର ଓ ଡେମୋ ଚେକ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like