-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ

13-Dec-2025



*୧୯ତମ ଜିଲ୍ଲା ସ୍ତରୀୟ ଜୁନିଅର ରେଡକ୍ରସ ତାଲିମ ଶିବିରର ଦ୍ୱିତୀୟ ସଂନ୍ଧ୍ୟା* 
ସୋନପୁର, ତା.୧୨/୧୨/୨୦୨୫- ସୁବର୍ଣ୍ଣପୁର ଜିଲ୍ଲାର ଜିଲ୍ଲାସ୍ତରୀୟ ଜୁନିଅର ରେଡକ୍ରସର ଶିକ୍ଷା ଓ ତାଲିମ ଶିବିରର ଦ୍ୱିତୀୟ ଦିବସ ଅତି ସୁନ୍ଦର ଭାବରେ ସମାପନ ହୋଇ ଯାଇଛି । ଦ୍ୱିତୀୟ ଦିବସର ସନ୍ଧ୍ୟାରେ ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞଳିନା ପ୍ରଧାନ, ସମ୍ମାନୀତ ଅତିଥି ଉଲୁଣ୍ଡା ତଥା ବୀର ମହାରାଜପୁରର ଗୋଷ୍ଠି ଶିକ୍ଷା ଅଧିକାରୀ ଅଜୟ ଲୁହା, ଜିଲ୍ଲା ଜୁନିଅର ରେଡ଼କ୍ରସ ଉପ ସଭାପତି ଗତି କୃଷ୍ଣ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ ଶିବିରାର୍ଥୀଙ୍କୁ ମାର୍ଗଦର୍ଶନ କରିଥିଲେ । ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତଙ୍କ ମାର୍ଗଦର୍ଶନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସୋନପୁର ତଥା ବିନିକା ଗୋଷ୍ଠି ଶିକ୍ଷା ଅଧିକାରୀ ଲକ୍ଷ୍ମଣ ମିଶ୍ର ସଭାପତିତ୍ଵ କରିଥିବା ବେଳେ ସ୍ଥାନୀୟ ବିଦ୍ୟାଳୟ ବିଶ୍ଵ ଭାରତୀ ଚିନ୍ତନ ଶିକ୍ଷା ନିକେତନର ପ୍ରଧାନ ଶିକ୍ଷକ ଅକ୍ଷୟ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଦିବସର ପ୍ରାତଃ ମୁହୁର୍ତ୍ତରେ ଯୋଗଗୁରୁ ହୃଷିକେଶ ଦେହୁରୀ ଶିବିରାର୍ଥୀଙ୍କୁ ଯୋଗ ଶିକ୍ଷା ପ୍ରଦାନ କରିଥିଲେ । ବିଭିନ୍ନ ଟେକ୍ନିକାଲ ସେସନ୍ ମଧ୍ୟରେ ପ୍ରାଥମିକ ଚିକିତ୍ସାକୁ ସାଧନକର୍ମୀ ତପସ୍ଵିନୀ ଦାଶ, ଆଶିଷ ନାଏକ, ସସ୍ମିତା ସାହୁ, ପ୍ରାକୃତିକ ବିପର୍ଯ୍ୟୟ ପାଇଁ ନିମାଇଁ ଚରଣ ମଲ୍ଲିକ, ଶେଷଦେବ ଛତର, ଏଚଆଇଭି ଓ ଏଡସ୍ ପାଇଁ ହୃଷିକେଶ ଚାନ୍ଦ, ଗୋପେଶ ପଣ୍ଡା, ନିଗମାନନ୍ଦ ଦେହୁରୀ, ସନ୍ତୋଷ ମିଶ୍ର, ମୁନୁ ସାହୁ, ଜଳବାୟୁ ପରିବର୍ତ୍ତନ ପାଇଁ ଚକାନୟନ ମେହେର, ସାଇବର ସିକୁରିଟି ପାଇଁ ଆଶିଷ ଅଗ୍ରୱାଲ ପ୍ରମୁଖ ଜୁନିଅର ମାନଙ୍କୁ ତାଲିମ ପ୍ରଦାନ କରିଥିଲେ । ଜିଲ୍ଲାର ଅଗ୍ନିଶମ କର୍ମଚାରୀ ମାନେ ଶିବିରକୁ ଆସି ନିଆଁ ଲିଭେଇବା ଉଦ୍ଧାର କରିବା ଆଦିର ଡେମୋ ପ୍ରଦାନ କରିଥିଲେ । ସନ୍ଧ୍ୟାରେ  ବିଭିନ୍ନ ବିଦ୍ୟାଳୟର ୨୫ଟି ସାଂକୃତିକ ଦଳ ନିଜର ନୃତ୍ୟ ପରିବେଷଣ କରିଥିଲେ । କାର୍ଯ୍ୟକ୍ରମରେ ଚନ୍ଦ୍ରମଣି ବାଘ, ବିଜୟ ପଣ୍ଡା, ବିଶ୍ଵନାଥ ପାଣିଗ୍ରାହୀ, ବଳରାମ ପୁରୋହିତ, ଚନ୍ଦ୍ରଶେଖର ମହାପାତ୍ର, ବାସୁଦେବ ବିଶି, ଜଗଦିଶ ଦାଶ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like