-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||     

HOME   ଜିଲ୍ଲା

ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ

13-Dec-2025



ନୂଆପଡା: ନୂଆପଡା ଜିଲ୍ଲା ସଦର ମହକୁମା ନୀଳାଦ୍ରି ବିହାର ଠାରେ ଭାରତସରକାର, ଓଡିଶା ସରକାର ଙ୍କ ଡିପାର୍ଟମେଣ୍ଟ ଅଫ ଫାଇନାନ୍ସ ସର୍ଭିସ ତରଫରୁ ଆର ଵି ଆଇ ଓ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ସହଯୋଗରେ" ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଆର୍ଥିକ କ୍ଷେତ୍ରରେ ଦାବୀ କରା ଯାଇ ନଥିବା ସମ୍ପତ୍ତି ର ଦକ୍ଷ ଓ ଶୀଘ୍ର ବିନିଯୋଗକୁ ସହଜ ଓ ସରଳ କରିବା ପାଇଁ ଏହି ଅଭିଯାନ ଆରମ୍ଭ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ମଧୁସୂଦନ ଦାଶ, ଜିଲ୍ଲାପାଳ ନୂଆପଡା ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ। ବୈଠକରେ ଅର୍ଥ ବିଭାଗ , ବିଭିନ୍ନ ବ୍ୟାଙ୍କ ଅଧିକାରୀ, ଗ୍ରାହକ ଓ ହିତାଧିକାରୀ ମାନେ ଉପସ୍ଥିତ ଥିଲେ l କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଓ ଆର ଵି ଆଇ ଗାଇଡ଼ ଲାଇନ ଅନୁସାରେ ଦଶ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ପଡି ରହିଥିବା ବ୍ୟାଙ୍କ ଆକାଉଣ୍ଟକୁ ଚାଲୁ ରଖିବା ପାଇଁ ଅକ୍ଟୋବରରୁ ଡିସେମ୍ବର ମାସ ପର୍ଯ୍ୟନ୍ତ ଜନସାଧାରଣଙ୍କୁ ସଚେତନତା ବାର୍ତ୍ତା ପ୍ରଦାନ କରାଯାଉଛି। ଏହି ସବୁ ବ୍ୟାଙ୍କ ଖାତା ପୁଣି ଥରେ ଆରମ୍ଭ ହେଲେ ହିତାଧୀକାରୀ ପଡି ରହିଥିବା ଟଙ୍କା ଫେରସ୍ତ ପାଇବେ l ସେହି ଆକାଉଣ୍ଟରେ ଜମା ଓ ଟଙ୍କା ଉଠାଣ କରି ପାରିବେ l ଏହା ଦ୍ୱାରା ସେମାନେ ଆର୍ଥିକ କ୍ଷେତ୍ରରେ ଉନ୍ନତି ଲାଭ କରି ପାରିବେ l ଏହି କାର୍ଯ୍ୟକ୍ରମ ଜରିଆରେ ନୂଆପଡା ଜିଲ୍ଳାର ୧୬କୋଟି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିବ l ଏହା ନ କଲେ ଆର ଵି ଆଇ ର ଡେଫ୍ଟ ଆକାଉଣ୍ଟରେ ଜମା ହୋଇ ପଡିରହିବ l ତେଣୁ କରି ସମସ୍ତେ ନିଜ ନିଜର ପୁରୁଣା ଆକାଉଣ୍ଟ କୁ ପୁଣି ଥରେ  ଚାଲୁ କରି ନିଜର ଜମା ରାଶି ପ୍ରାପ୍ତ କରିବା ପାଇଁ ଅନୁରୋଧ କରାଯାଇଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026

You Might Also Like