-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ

13-Dec-2025



ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ରେଞ୍ଜ ଅଧିନସ୍ଥ ସିନ୍ଧେକେଲା ସେକ୍ସନ ଅନ୍ତର୍ଗତ ମହଗାଁ - ସିଲଣ୍ଡା କେନାଲ ରାସ୍ତାରେ ବିପୁଳ ପରିମାଣର ଖଇର ଗଣ୍ଡି ଜବତ କରିବାରେ ସଫଳତା ପାଇଛି ବନବିଭାଗ। ମିଳିଥିବା ସୂଚନା ଅନୁଯାଇ ଖଇର ଗଣ୍ଡି ବିଭିନ୍ନ ସ୍ଥାନରୁ ଆଣି ଉକ୍ତ ସ୍ଥାନରେ ଜମାକରି କୌଣସି ସ୍ଥାନକୁ ଚାଲାଣ କରିବା ଯୋଜନା କରିଥିଲେ ମାଫିଆ ମାନେ। କିନ୍ତୁ କୌଣସି ସୁତ୍ରରୁ ଖବର ପାଇ ବଲାଙ୍ଗୀର ଡିଏଫଓ ଙ୍କ ନିର୍ଦ୍ଦେଶକ୍ରମେ ବଙ୍ଗୋମୁଣ୍ଡା ରେଞ୍ଜର ପଦ୍ମନାଭ କୁମ୍ଭାର ଙ୍କ ନେତୃତ୍ବରେ ଗୁରୁବାର ରାତିରେ ଚଢ଼ାଉ ପାଇଁ କରି ବିପୁଳ ପରିମାଣର ଖଇର କାଠ ଗଣ୍ଡି ଜବତ କରାଯାଇଥିଲା। ତେବେ ଏଥିରେ କୌଣସି କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବନବିଭାଗ ବିଫଳ ହୋଇଥିବା ଦେଖିବାକୁ ମିଳିଛି। ଏହାକୁ ନେଇ ରେଞ୍ଜର ଶ୍ରୀ କୁମ୍ଭାର ଙ୍କୁ ପଚାରିବାରୁ ସେ ଗତକାଲି ରାତିରେ କାଠ ଗଣ୍ଡି ଗୁଡ଼ିକୁ ଚାଲାଣ କରିବେ ବୋଲି ଆମେ ସୁଚନା ପାଇ ଆମେ ଗାଡି ସହ ଅଭିଯୁକ୍ତ ମାନଙ୍କୁ ଧରିବା ପାଇଁ ଛକି ରହିଥିଲୁ ହେଲେ ହାତୀ ଜଣେ ମହିଳାଙ୍କୁ ଆକ୍ରମଣ ଯୋଗୁଁ ଆମେ ବାଧ୍ୟ ହୋଇ ସେଠାରୁ ହାତୀ ଆକ୍ରମଣ ସ୍ଥାନକୁ ଜିବାକୁପଡିଲା। ତେଣୁ କାଠକୁ ଜବତ କରିଥିଲୁ। ସୂଚନା ଅନୁଯାଇ ଏହି କାଠ ପ୍ରାୟତଃ ରାଜସ୍ଥାନ ଚାଲାଣ ହୋଇଥାଏ।

ତେବେ ସରକାରୀ ମୁଲ୍ୟ ଅନୁସାରେ ବର୍ତ୍ତମାନ କ୍ଵିଣ୍ଟାଲ ପ୍ରତି ପ୍ରାୟ ୯ ହଜାର ଟଙ୍କା ରହିଥିବା ବେଳେ ବାହାର ବଜାରରେ ଏହାର ମୁଲ୍ୟ ମନ ଇଚ୍ଛା ରହିଥାଏ। ତେବେ ଟ୍ରାକ୍ଟର ରେ ଚାରି ଟ୍ରିପ ଜବତ କାଠ ରେଞ୍ଜ ଅଫିସକୁ ନିଆଯାଇଛି। ଏବଂ କାଠ ମାଫିଆ ମାନେ ବାରମ୍ବାର ସ୍ଥାନ ପରିବର୍ତନ କରି ଚାଲାଣ ହେବାକୁଥିବା କାଠ ଜମା କରିଥାନ୍ତି ତେଣୁ ସହଜରେ ତାଙ୍କ ସ୍ଥାନ ଜାଣିବା କଷ୍ଟ ହେଉଥିଲେ ହେଁ କିଛି ନା କିଛି ସୂତ୍ରରୁ ସୁଚନା ମିଳେ ଏବଂ ଧରାଯାଏ ବୋଲି ବଙ୍ଗୋମୁଣ୍ଡା ରେଞ୍ଜର ପଦ୍ମନାଭ କୁମ୍ଭାର ସୁଚନା ଦେଇଛନ୍ତି। ପାଖରେ ଗୋଟିଏ ଇଟାଭାଟି ଥିଲେ ହେଁ 
ଗାଡି କିମ୍ବା ଅଭିଯୁକ୍ତ ମାନଙ୍କୁ କାହିଁକି ବନବିଭାଗ ଧରି ପାରିଲାନି ବୋଲି ପଚାରିବାରୁ ସେ ବର୍ତ୍ତମାନ ଗୋଟିଏ ୟୁଡି କେସ କରି କାଠ ଜବତ ହୋଇଛି। ହେଲେ ଆମ ସ୍କାନରରେ ଅଭିଯୁକ୍ତ ମାନେ ରହିଛନ୍ତି ।ଏବେ ଆମେ ଆପଣଙ୍କୁ ସେ ବିଷୟରେ ସୁଚନା ଦେଇପାରିବୁ ନାହିଁ। ହେଲେ ଅଭିଯୁକ୍ତକୁ ଧରିବା ପରେ ଏ ବିଷୟରେ ଆହୁରି ସୁଚନା ଦିଆଯିବ ବୋଲି କହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like