-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ

13-Dec-2025



ତୁଷୁରା (ପଞ୍ଚାନନ ନାଏକ)  ବଲାଙ୍ଗୀର ଜିଲ୍ଲା ତୁଷୁରା ସହର ସ୍ଥିତ ତୋଷାଳୀ ବିଦ୍ୟାମନ୍ଦିରରସପ୍ତମ ବାର୍ଷିକ କ୍ରୀଡା ଉତ୍ସବ ବିଦ୍ୟାଳୟ ପରିସରରେ ଶୁକ୍ରବାର ଉଦଯାପିତ  ହୋଇ ଯାଇଛି। ପ୍ରଥମେ ମହୀପୁରଛକ ସ୍ଥିତ ମାଁ ମେଟାକାନୀ  ପୀଠରୁ ପୂଜାର୍ଚନା କରି ଛାତ୍ରଛାତ୍ରୀମାନେ ବିଦ୍ୟାଳୟର ଖେଳ ପଡିଆ ଅଭିମୁଖେ ମଶାଲ ଶୋଭାଯାତ୍ରା ଆରମ୍ଭ କରିଥିଲେ । ଛାତ୍ରଛାତ୍ରୀଙ୍କ ସମେତ ଶିକ୍ଷକଶିକ୍ଷୟିତ୍ରୀ ବୃନ୍ଦ ମଶାଲ ଶୋଭାଯାତ୍ରାକୁ ସ୍ବାଗତ ଜଣାଇବା ସହ ଖେଳପଡିଆ ନିକଟକୁ ନେଇଯାଇଥିଲେ ।  ପଡ଼ିଆର ଚତୁଃପାର୍ଶ୍ବରେ ପରିକ୍ରମଣ କରି ମଶାଲକୁ ସ୍ଥାପିତ କରାଯାଇଥିଲା l ବିଦ୍ୟାଳୟର ପରିଚାଳକ ହେମନ୍ତ କୁମାର ସାହୁ ତୁଷୁରା ସହର ଅଧିଷ୍ଠାତ୍ରୀ ଦେବୀ ମାଁ ସମଲେଶ୍ଵରୀଙ୍କ ଫଟୋଚିତ୍ରରେ ପୂଜାର୍ଚନା କରିଥିଲେ I ବିଦ୍ୟାଳୟର ନିର୍ଦେଶକ ଦେବାଶିଷ ମହାପାତ୍ର କ୍ରୀଡା ସମ୍ପର୍କିତ ଉଦବୋଧନ ଦେଇଥିଲେ  । ବିଦ୍ୟାଳୟର ପରିଚାଳକ  ଶ୍ୟାମ ସୁନ୍ଦର ପ୍ରଧାନ ଛାତ୍ରଛାତ୍ରୀଙ୍କୁ ଖେଳ ଠିକ ଭାବେ ଖେଳିବାକୁ ଶପଥ ପାଠ କରାଇଥିଲେ I ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ, ସଲେପାଲିର  କ୍ରୀଡା ଶିକ୍ଷକ  ବିରାଟ ପ୍ରଧାନ ଓ ଘୁନା ଉଚ୍ଚ ବିଦ୍ୟାଳୟର କ୍ରୀଡା ଶିକ୍ଷକ  ବିଶ୍ବରୂପ ନାଏକ ଉଭୟଙ୍କ ତତ୍ବାବଧାନରେ ସମସ୍ତ ଛାତ୍ରଛାତ୍ରୀ ତଥା ଶିକ୍ଷକଶିକ୍ଷୟିତ୍ରୀ ମାନଙ୍କୁ ନେଇ ଦୁଇ ଦିନ ଧରି ବିଭିନ୍ନ କ୍ରୀଡା ଯଥା - ଉଚ୍ଚ ଡିଆଁ, ଲମ୍ବ ଡିଆଁ, ୧୦୦ ଓ ୨୦୦ ମିଟର ଦୌଡ, ଗୋଳା ଫିଙ୍ଗା, ବସ୍ତାଦୌଡ, ଚାମଚ-ବାଟି ଦୌଡ, କବାଡି ଟୁର୍ଣ୍ଣାମେଣ୍ଟ ଇତ୍ୟାଦି ଖେଳ  ଅନୁଷ୍ଠିତ ହୋଇଥିଲା l  ଏଥିରେ ବିଦ୍ୟାଳୟର ଶିକ୍ଷକଶିକ୍ଷୟିତ୍ରୀ  କାମଦେବ ପଧାନ, ରୋହିତ ପଧାନ, ନିବେଦିତା ମହାପାତ୍ର,ପୀତାମ୍ବର ସା, ଅଞ୍ଜଳି ବିଶ୍ବାଳ,ସରସ୍ବତୀ ପଧାନ, ମମତାମୟୀ ସାହୁ, ଆର୍ୟବ୍ରତ ସରାଫ, ରାଜକୁମାର ମଣ୍ଡଳ, ବିକାଶ ପାତ୍ର, ନିକିତା ଭୋଇ, ହେମନ୍ତ ସାହୁ, ସତ୍ୟଜିତ ପରିଡା, ରିଙ୍କି ଗୁରୁ, ହିମାଂଶୁ ସାହୁ, ଝସକେତନ ସାହୁ ସହଯୋଗ କରିଥିଲେ l ପରିଶେଷରେ ପ୍ରଧାନ ଶିକ୍ଷକ  ସୁରେନ୍ଦ୍ର ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ l ଏହାପରେ ନବମ ଓ  ଦଶମ ଶ୍ରେଣୀର ଛାତ୍ର ମାନଙ୍କ ମଧ୍ଯରେ କବାଡି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଦଶମ ଶ୍ରେଣୀର ଛାତ୍ର ମାନେ ବିଜୟୀ ହୋଇ ଥିଲେ। କୃତୀ ଛାତ୍ରଛାତ୍ରୀ ମାନଙ୍କୁ ବିଦ୍ୟାଳୟର ବାର୍ଷିକ ଉତ୍ସବରେ ପୁରସ୍କାର ପ୍ରଦାନ କରାଯିବ ବୋଳି ବିଦ୍ୟାଳୟ ପକ୍ଷରୁ ପ୍ରକାଶ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like