-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||     

HOME   ଜିଲ୍ଲା

ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l

13-Dec-2025



ସିନାପାଲି  ( ଚିନ୍ତାମଣି ନେତାମ )ନୂଆପଡା ଜିଲ୍ଲା ସିନାପାଲି ପଞ୍ଚାୟତ ସମିତି ସଭା ଗୃହରେ ନିରନ୍ତର ବିକାଶ ଲକ୍ଷ ୨୦୩୦ ର ଏକ ବ୍ଲକ୍ ସ୍ତରୀୟ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ତାଲିମ ଶିବିରରେ ମୁଖ୍ୟ ପରିକଳ୍ପନା ଓ ଜୀବିକା ବିକାଶ ବିଶେଷଜ୍ଞ ଡଃ କୁମୁଦିନୀ ମିଶ୍ର, ଏସ. ଇ. ଆଇ. ସିନିପୁର ପ୍ରେମରାଜ୍ ହଂସ, ଡେପ୍ୟୁଟି ଡାଇରେକ୍ଟର ଡିପିଏମଓ ଷ୍ଟାଟିଷ୍ଟିକ୍ ନୂଆପଡା ଡିଲେଶ୍ୱର ଧରୁଆ, ଗୋଷ୍ଠୀ ଉନ୍ନୟନ ଅଧିକାରୀ କାର୍ମୀ ଓରାମ, ପଂଚାୟତ ସମିତି ଉପାଧ୍ୟକ୍ଷା ମିନା ଘିଭେଲା, ବ୍ଲକ୍ ଫାଇନାନ୍ସିଆଲ୍ ଅଫିସର୍ ଶ୍ରମନ୍ ଜାଲ ଓ ଅତିରିକ୍ତ ତହସିଲଦାର ମନୋରଞ୍ଜନ କେରକେଟା ପ୍ରମୂଖ ଶିବିରରେ ଉପସ୍ଥିତ ଥିଲେ। ଏହି ଶିବିରରେ ନିରନ୍ତର ବିକାଶ ସଂପର୍କିତ ୧୭ଗୋଟି ଲକ୍ଷ୍ୟ ଯଥା- ଦାରିଦ୍ର୍ୟ ମୁକ୍ତ, କ୍ଷୁଧା ମୁକ୍ତ, ସୁସ୍ଥ ଓ ନିରାମୟ ଜୀବନ, ଗୁଣାତ୍ମକ ଶିକ୍ଷା, ଲିଙ୍ଗଗତ ସମାନତା, ସୁସ୍ଥ ଜଳ ଓ ପରିମଳ, ସୁଲଭ ଓ ସ୍ୱଚ୍ଛ ଶକ୍ତି, ମର୍ଯ୍ୟାଦା ସମ୍ପନ୍ନ କାର୍ଯ୍ୟ ଓ ଅର୍ଥନୈତିକ ବିକାଶ, ଶିଳ୍ପ ଉଦ୍ଭାବନ ଓ ଭିତ୍ତିଭୂମୀ, ଅସମାନତା ହ୍ରାସ, ସହର ଓ ଜନ ସମୁଦାୟର ସ୍ଥାୟିତ୍ଵ, ଦାୟିତ୍ଵ ପୂର୍ଣ୍ଣ ବ୍ୟବହାର ଓ ଦୀର୍ଘ ସ୍ଥାୟୀ ଉତ୍ପାଦନ, ଜଳବାୟୁ ଭିତ୍ତିକ କାର୍ଯ୍ୟ, ଜଳ ଭିତର ର ଜୀବନ, ସ୍ଥଳ ଭାଗରେ ଜୀବନ, ଶାନ୍ତି, ନ୍ୟାୟ ଏବଂ ପ୍ରତିଷ୍ଠାନ, ଲକ୍ଷ୍ୟ ହାସଲ ନିମନ୍ତେ ସହଭାଗିତା ଆଦି ବିଷୟ ଉପରେ ଆଗାମୀ କାର୍ଯ୍ୟକ୍ରମ ସକାଶେ ଆଲୋଚନା କରାଯାଇଥିଲା। ଏହି ତାଲିମ ଶିବିରରେ ସିନାପାଲି ବ୍ଲକ୍ ର ସମସ୍ତ ସରପଞ୍ଚ, ସମିତି ସଭ୍ୟ ସଭ୍ୟା ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026

You Might Also Like