-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||     

HOME   ଜିଲ୍ଲା

୧୦୬ ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭ ସ୍ତମ୍ଭ ସ୍ଥାପିତ 

13-Dec-2025



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲାର ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଭାଲେର ଠାରେ ଭାଲେର ଧନୁଯାତ୍ରା ସାଂସ୍କୃତିକ ପରିଷଦ ପକ୍ଷରୁ ହେବାକୁ ଥିବା ୧୦୬ ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭ ସ୍ତମ୍ଭ ସ୍ଥାପିତ ହୋଇଯାଇଛି l ଗ୍ରାମର ଇଷ୍ଟ ଦେବୀ ମାଁ ସମଲେଶ୍ୱରୀଙ୍କ ମନ୍ଦିର ଠାରୁ ଗ୍ରାମବାସୀ ମାନେ ଏକ ଶୋଭାଯାତ୍ରାରେ ବାହାରି ଧନୁଯାତ୍ରା ମଣ୍ଡପ ଠାରେ ପହଞ୍ଚି ସେଠାରେ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା ପରେ ଶୁଭ ସ୍ତମ୍ଭ ସ୍ଥାପନ କରାଯାଇଥିଲା l ଏହି ଶୁଭ ସ୍ତମ୍ଭ ସ୍ଥାପନ
କାର୍ଯ୍ୟର କର୍ତ୍ତା ଭାବରେ ଶ୍ରୀମତୀ ତାରିଣୀ ନାଏକ ଓ ଶ୍ରୀ ସୁବଳ ନା ଏକ କାର୍ଯ୍ୟ ତୁଲାଇ ଥିବା ବେଳେ ପଣ୍ଡିତ ହିମାଂଶୁ ନନ୍ଦ ପୂଜା କାର୍ଯ୍ୟ ସମ୍ପାଦନା କରିଥିଲେ l ଏହି ଧନୁଯାତ୍ରା ମହୋତ୍ସବ ଚଳିତ ମାସ ୨୯ ତାରିଖ ଠାରୁ ଆରମ୍ଭ ହୋଇ ଜାନୁୟାରୀ ୩ ତାରିଖପର୍ଯ୍ୟନ୍ତ ମହାସମାରୋହରେ ଅନୁଷ୍ଠିତ ହେବ l ମହୋତ୍ସବର ବିଭିନ୍ନ ଦିବସରେ ସ୍ଥାନୀୟ ଜନ ପ୍ରତିନିଧି ଓ ପ୍ରଶାସନିକ ଅଧିକାରୀ ମାନେ ଯୋଗ ଦେବାକୁ ସ୍ୱୀକୃତି ପ୍ରଦାନ କରିଛନ୍ତି l ପ୍ରତ୍ୟେହ ସନ୍ଧ୍ୟାରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଜିଲ୍ଲା ଓ ଜିଲ୍ଲା ବାହାରର ସାଂସ୍କୃତିକ ଦଳ ଗୁଡିକ ତାଙ୍କର କଳା ପ୍ରଦର୍ଶନ କରିବେ l ମହୋତ୍ସବର ମୁଖ୍ୟ ଆକର୍ଷଣ ମହାରାଜ କଂସ ଭୂମିକାରେ ଚଳିତ ବର୍ଷ ବରଗଡ ଜିଲ୍ଲା ଦେଓଗାଁ ର ଜଗଦା ନନ୍ଦ ମିଶ୍ର ଅଭିନୟ କରିବେ ବୋଲି ମହୋତ୍ସବ କମିଟୀ ସଭାପତି ରାଜ କିଶୋର ନାଏକ ପ୍ରକାଶ କରିଛନ୍ତି l ଏହି ଶୁଭ ସ୍ତମ୍ଭ ସ୍ଥାପନ କାର୍ଯ୍ୟକ୍ରମ ରେ ମହୋତ୍ସବ କମିଟୀର ଉପସଭାପତି ଭାଗିରଥି ସେଠ, ସାଧାରଣ ସଂପାଦକ ସୁମନ୍ତ ନାଏକ, ସହ ସଂପାଦକ ମାନସ ରାଉତ, କୋଷାଧ୍ୟକ୍ଷ ସୁବଳ ନାଏକଙ୍କ ସମେତ କମିଟୀର କର୍ମକର୍ତ୍ତା ଓ ଗ୍ରାମବାସୀ ମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   24-Jun-2026
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026

You Might Also Like