-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳଙ୍କ ପରିଦର୍ଶନ ଲୋକଙ୍କ ପାଇଁ ଦିଗଦର୍ଶନ

13-Dec-2025



ନୂଆପଡ଼ା( ରାମନାଥ ପଣ୍ଡା)
ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାସ ବୋଡ଼େନ ବ୍ଲକକୁ ପରିଦର୍ଶନରେ ଆସି ବିଭିନ୍ନ ନରେଗା ପ୍ରକଳ୍ପ ପରିଦର୍ଶନ କରିଥିଲେ ।ସର୍ବ ପ୍ରଥମେ ବୋଡ଼େନ ପଞ୍ଚାୟତର ଟେମରି ଗ୍ରାମର ବାହାଲ ବେହେଳି ପୋଖରୀ ମାଟି ଖନନ କାର୍ଯ୍ୟ ତଦାରଖ,ପରେ ଲର୍କା ପଞ୍ଚାୟତ ଗୁମାବାହାଲ ଗ୍ରାମରେ ଜଡ଼ା ମୁଣ୍ଡା ପୋଖରୀରେ ମାଟି କାମ ଦେଖି ଶ୍ରମିକ ମାନଙ୍କ ସହିତ ଶ୍ରମିକଙ୍କ ସୁବିଧା ଅସୁବିଧା କଥା ବାର୍ତ୍ତା କରି ଦାଦନ ନ ଯିବା ପାଇଁ ଅନ୍ୟ ଲୋକଙ୍କୁ ବୁଝାଇବାକୁ ଅନୁରୋଧ କରିଥିଲେ । ତାପରେ ରୋକାଲ ପଞ୍ଚାୟତର ସାପ୍ତାହିକ ହାଟ ପରିଦର୍ଶନ କରି ଦୋକାନୀ ମାନଙ୍କୁ ପ୍ଲାଷ୍ଟିକ ବ୍ୟବହାର ଓ ମଇଳା ଆବର୍ଜ୍ଜନା ପାଇଁ ସଚେତନ କରିଥିଲେ ଓ ପରିବେଶକୁ ସ୍ୱଚ୍ଛ ରଖିବାକୁ କହିଥିଲେ । ରୋକାଲ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏକ ସଭାରେ ଜିଲ୍ଲାପାଳ ମହାତ୍ମା ଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ଶ୍ରମିକଙ୍କ ପାଇଁ ସରକାର ବୃଦ୍ଧି କରିଥିବା ଦିବସ,ସରକାରଙ୍କ ଅନ୍ୟାନ୍ୟ ଯୋଜନା ଉପରେ ଆଲୋକପାତ କରି ସମସ୍ତେ ଏହାର ସୁବିଧା ନିଅନ୍ତୁ ଓ ଶ୍ରମିକ ଦାଦନ ନ ଯାଇ ନିଜ ଅଞ୍ଚଳରେ କାମ କରି ଖୁସିରେ ରହିବାକୁ ଆହ୍ଵାନ କରିଥିଲେ,  ବର୍ତ୍ତନ ବ୍ୟାଙ୍କ୍ ଉଦଘାଟନ କରିଥିଲେ,ବିଡ଼ିଓ ସୁଶାନ୍ତ କୁମାର ରଣା ସ୍ବଚ୍ଛତା ତଥା ପ୍ଲାଷ୍ଟିକ ମୁକ୍ତ ଜିଲ୍ଲା ଗଠନ କରିବାକୁ ଶପଥ ପାଠ କରାଇଥିଲେ । ପରିଦର୍ଶନ ସମୟରେ ଜିଲ୍ଲାପାଳଙ୍କ ସହିତ ବି ଡି ଓ ସୁଶାନ୍ତ କୁମାର ରଣା, ଯଏଣ୍ଟ ରେଜିଷ୍ଟ୍ରାର ପ୍ରମୋଦ କୁମାର ସାହୁ,ହସ୍ତ ଶିଳ୍ପ ଜିଲ୍ଲା ଉପ ନିର୍ଦ୍ଦେଶକ ପୁଷ୍ପ ରଞ୍ଜନ ସାହୁ,ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ କ୍ଷୀରୋଦ ନାଏକ,ସରପଂଚ ଠାକୁର ବାଗ, ଏ ପି ଓ ରବିନାରାୟଣ ରାଉତ,ଡି ଏସ ସି ଅନିଲ କୁମାର ଲେଙ୍କା,ଡି ଆର୍ ସି ଏସ ଶିବ ପ୍ରସାଦ ସ୍ବାଇଁ,ଆର୍ ଏମ ସି ସେକ୍ରେଟାରୀ ଆର୍ଯ୍ୟ କୁମାର ମୁଦୁଲି,କନିଷ୍ଠ ଯନ୍ତ୍ରୀ ଅମରେନ୍ଦ୍ର ବିଶ୍ଵାଳ,ବି ଆର୍ ସି ହେରାମ୍ଵ ବିଶ୍ଵାଳ,ସିଡିପିଓ ଅର୍ଚ୍ଚନା ରାଉତ,ଆକାଂକ୍ଷି ବ୍ଲକ ସହଯୋଗୀ ରାକେଶ କୁମାର ଷଡଙ୍ଗୀ,ପି ଇ ଓ କ୍ଷମାନିଧି ସୁନାନି,ପି ଇ ଓ ଯଜ୍ଞ ଭାରତୀ ମାଝୀ ଓ ବିଜୟ ଲକ୍ଷ୍ମୀ ମହାନ୍ତି, ଏ ଡି ଇ ଓ ପବିତ୍ର କଶ୍ୟପ ଓ ମନିତା ଜଗତ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like