-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ମହିଳା ଫାଇନା ରେ ଉନ୍ନତି ହୁଡ୍ଡା ଓ ଇସାରାଣୀ ବରୁଆ:ପୁରୁଷ ଫାଇନାଲ ରେ ଇଣ୍ଡୋନେସିଆ ର ମୋହମ୍ମଦ ଯୁସୁଫ ଓ ଭାରତୀୟ ଖେଳାଳୀ କିରଣ ଜର୍ଜ

13-Dec-2025



ଆଜି ହେବ ଫାଇନାଲ...
 

ଭୁବନେଶ୍ୱର / କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟେଡ଼ିଅମ ଠାରେ ଅନ୍ତର୍ଜାତୀୟ ବେଡ଼ମୀଣ୍ଟନ ପ୍ରତିଯୋଗିତା "ଓଡିଶା ମାଷ୍ଟର୍ସ 2025" ର   ମହିଳା ସିଙ୍ଗଲସ,ପୁରୁଷ ସିଙ୍ଗଲସ, ମହିଳା ଡବଲସ, ପୁରୁଷ ଡବଲସ ଏବଂଡ ମିକ୍ସଡ଼ ଡବଲସ ଏ ସମସ୍ତ ବିଭାଗ ର ଫାଇନାଲ ଖେଳ ଆଜି ଅନୁଷ୍ଠିତ ହେବ l

ସେମି ଫାଇନାଲ ରାଉଣ୍ଡ ରେ ଖେଳାଯାଇଥିବା ସମସ୍ତ ମେଚ ବେଷ ସଂଘର୍ଷ ପୂର୍ଣ୍ଣ ଥିଲାପୁରୁଷ ବିଭାଗ ସିଙ୍ଗଲ ସେମି ଫାଇନାଲ ରେ  ଇଣ୍ଡୋନେସିଆ ଖେଳାଳୀ ମୋହମ୍ମଦ ଯୁସୁଫ ନିଜ ଦେଶ ର ବିସ୍ମ ରାୟ ଅକଟୋରା ଙ୍କୁ 21-12,21-18 ପଏଣ୍ଟ ର ଦୁଇଟି ଗେମ ରେ ପରାସ୍ତ କରି ଫାଇନାଲ ରେ ପହଂଚି ଛନ୍ତି l 

 ସେହିପରି ଭାରତୀୟ ଖେଳାଳୀ ଦ୍ଵିତୀୟ ସିଡ କିରଣ ଜର୍ଜ   ନିଜ ଦେଶର  ରୋନକ ଚୌହାନ ଙ୍କୁ ସଂଘର୍ଷପୁର୍ଣ 21-19,8-21 ଓ 21-18 ର ତିନୋଟି ଗେମ ରେ ହରାଇ  ଫାଇନାଲ  ରେ ପହଂଚିଛନ୍ତି l 
ମହିଳା  ସେମି ଫାଇନାଲ ରେ ରେ ଟପ ସିଡ  ଭାରତୀୟ ଖେଳାଳୀ ଉନ୍ନତି ହୁଡ଼ା ନିଜ ଦେଶ ର  ତସନିମ ମିର  ଙ୍କୁ 18-21,21-16,21-16 ପଏଣ୍ଟର ତିନୋଟି ଗେମ ରେ ହରାଇ  ଫାଇନାଲ ରେ ପହଂଚି ଛନ୍ତି l ଅନ୍ୟ ସେମି ଫାଇନାଲ ରେ ଇସାରାଣୀ ବରୁଆ  ତାନ୍ୟା ହେମନ୍ଥ ଙ୍କୁ 18-21,21-7 21-7ପଏଣ୍ଟ ର ତିନୋଟି ଗେମ ରେ ହରାଇ  ଫାଇନାଲ ରେ ରେ ପହଂଚିଛନ୍ତି l

ମିକ୍ସଡ଼ ଡବଲସ  ସେମି ଫାଇନାଲ ରେ ଇଣ୍ଡୋନେସିଆ ଯୋଡି ଡି. ଫେର୍ଡିନେନସି ଓ ବି. ୱାର୍ଡନା ଭାରତୀୟ ଯୋଡି ଏସ. କଣପୁରମ ଓ ସାଥି ଆର. ଉଥେୟସୂରୀୟାନ ଙ୍କୁ 21-16,21-19 ପଏଣ୍ଟ ରେ ହରାଇ ଫାଇନାଲ ରେ ପହଂଚିଛନ୍ତି l  ଏହି ବିଭାଗ ର ଅନ୍ୟ ସେମି ରେ ଇଣ୍ଡୋନେସିଆ ଯୋଡି ଏମ. ଫାଜା ଓ ଏ. ପ୍ରଣତା ଥାଇଲାଣ୍ଡ ଯୋଡି  ତଣ୍ଡନ ପଂପାନୀଚ ଓ ସାଥି ଫୁଙ୍ଗଫା. କେ ଙ୍କୁ 21-17,18-21ଓ 21-12ର ତିନୋଟି ଗେମ ରେ ପରାସ୍ତ କରି ଫାଇନାଲ ରେ ପହଞ୍ଚିଛନ୍ତି lମହିଳା ଡବଲସ ବିଭାଗ ରେ ଅନୁଷ୍ଠିତ  ସେମି ଫାଇନାଲ ମେଚ ରେ ଟପ ସିଡ ବୁଲଗେରିଆ ଯୋଡି ଗେବ୍ରିଏଲା ଷ୍ଟୋଭା ଓ ଷ୍ଟେଫlନୀ ଷ୍ଟୋଭା ଇଣ୍ଡୋନେସିଆ ଯୋଡି ଇସ୍ୟାନା

ମେଇଡା ଓ ସାଥି ରିଂଜନୀ କ୍ଵିନ୍ନlରl ଙ୍କୁ 21-9,21-16 ପଏଣ୍ଟ ରେ ପରାସ୍ତ କରି ଫାଇନାଲ ରେ ପହଂଚିଥିବା ବେଳେ ଦ୍ଵିତୀୟ ସେମିରେ lମାଲେସିଆ ଯୋଡି ଅଙ୍ଗ ଜିନ ୟୀ ଓ ସାଥି କାର୍ମେନ ଟିଙ୍ଗ  ଭାରତୀୟ ଯୋଡି ଅଶ୍ୱିନୀ ଭଟ୍ଟ ଓ ଶିଖା ଗୌତମ ଙ୍କୁ 21-13,21-16 ରେ ହରାଇ ଫାଇନାଲ ରେ ପହଞ୍ଚିଛନ୍ତି l
  ପୁରୁଷ ଡବଲସ ସେମି ଫାଇନାଲ ରେ ମାଲେସିଆ ଯୋଡି କଂଗ ଖାଇ ଜିଙ୍ଗ ଓ ସାଥି ଏରୋନ ତାଇ ଥାଇଲାଣ୍ଡ ଯୋଡି ସି. ଚାରୋଙ୍କିତା ମର୍ଣ ଙ୍କୁ ସିଧା ସଳଖ 21-19,21-19 ପଏଣ୍ଟ ର ଦୁଇଟି ଗେମ ରେ ହରାଇ ଫାଇନାଲ ରେ
ପହଂଚି ଛନ୍ତି l ଦ୍ଵିତୀୟ ସେମି ଫାଇନାଲ ରେ  ଇଣ୍ଡୋନେସିଆ ଅଲି ରେହନ ଓ ଦେଭିନ ଅର୍ଥା ୟାହୁଡି  ତାଇପେଇ ଯୋଡି ସୁ ଚିଙ୍ଗ ହେଂଗ ଓ ବୁ ଗୁଆନ ଜୁନ ଙ୍କୁ 21-15,22-20 ପଏଣ୍ଟ ର ଦୁଇଟି ଗେମ ରେ ହରାଇ ଫାଇନାଲ ରେ ପହଂଚିଛନ୍ତି l

ଫାଇନାଲ ଖେଳ ଆଜି ମଧ୍ୟାହ୍ନ 1 ଘଣ୍ଟା ସମୟ ରୁ ଅନୁଷ୍ଠିତ ହେବ ବୋଲି ଆୟୋଜନ କମିଟୀ ସମ୍ପାଦକ ନିଲିନ କୁମାର ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like