-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସତିହାରୀ ବାଳିକା ଉଚ୍ଚ ବିଦ୍ୟାଳୟ,ଭଟଲିରେ ଶକ୍ତି ସଂରକ୍ଷଣ ସଚେତନତା କାର୍ଯ୍ୟକ୍ରମ

14-Dec-2025



ସମାଜର ଆବଶ୍ୟକତା ଦୃଷ୍ଟିରୁ ଉନ୍ନତ ଜ୍ଞାନ କୌଶଳ ପ୍ରଯୋଗ ଦ୍ବାରା ବର୍ତ୍ତମାନ ଓ ଆଗାମୀ ପୀଢ଼ିର ବ୍ଯବହାର ନିମନ୍ତେ ଶକ୍ତିର ସଂରକ୍ଷଣ, ସୁନିୟନ୍ତ୍ରଣ ଓ ସୁବିନିଯୋଗ ଏକାନ୍ତ ଆବଶ୍ୟକ।ଏହି କ୍ରମରେ ବରଗଡ଼ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ ସତିହାରୀ ବାଳିକା ଉଚ୍ଚ ବିଦ୍ୟାଳୟ,ଭଟଲିରେ ଶକ୍ତି ସଞ୍ଚୟ କରିବା ନିମନ୍ତେ ଛାତ୍ରୀମାନଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ଜାତୀୟ ଶକ୍ତି ସଂରକ୍ଷଣ ଦିବସ ଉପଲକ୍ଷେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ସଚେତନତା କାର୍ଯ୍ୟକ୍ରମ  ଅବସରରେ ଶିକ୍ଷୟିତ୍ରୀ ଚନ୍ଦ୍ରମା ଡନସନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ମୁଖ୍ୟ ଅତିଥି ଭାବରେ ଜନତା ହାଇସ୍କୁଲ ଭୁକ୍ତାର ବିଜ୍ଞାନ ଶିକ୍ଷକ ତଥା ଇକୋ କ୍ଲବ୍ ମାଷ୍ଟର ଟ୍ରେନର ସଞ୍ଜୟ ଖମାରୀ ଯୋଗ ଦେଇ ଦୈନନ୍ଦିନ ଜୀବନରେ ଛୋଟ ଛୋଟ ପଦକ୍ଷେପ ଶକ୍ତି ସଞ୍ଚୟ କରିବାରେ ସହାୟକ ହୋଇଥାଏ ବୋଲି ମତବ୍ୟକ୍ତ କରିଥିଲେ। ଶକ୍ତି କ୍ଲବର ମାର୍ଗ ଦର୍ଶକ ଶିକ୍ଷକ ଜ୍ଞାନରଞ୍ଜନ ସାହୁ ଉଦ୍ଦେଶ୍ୟ ଜ୍ଞାପନ କରିବା ସହ ସଭାକାର୍ଯ୍ୟ ପରିଚାଳନା କରିଥିଲେ।ପ୍ରଧାନ ଶିକ୍ଷୟିତ୍ରୀ ଚନ୍ଦ୍ରମା ଡନସନା ଶକ୍ତି ସଂରକ୍ଷଣ ଦିବସର ଗୁରୁତ୍ୱ ସଂପର୍କରେ ଆଲୋକପାତ କରିଥିଲେ।ଶକ୍ତି ସଂରକ୍ଷଣ ଦିବସ ଉପଲକ୍ଷେ ଆୟୋଜିତ କୁଇଜ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ଛାତ୍ରୀମାନଙ୍କ ମଧ୍ୟରୁ ଟ୍ବିଙ୍କଲ ବିଶ୍ଵାଳ, ଶ୍ରୀୟା ମେହେର ଏବଂ ମଞ୍ଜରୀ ମହାପାତ୍ର ଯଥାକ୍ରମେ ପ୍ରଥମ,ଦ୍ଵିତୀୟ ଏବଂ ତୃତୀୟ ସ୍ଥାନ ଅଧିକାର କରିଥିଲେ। ସମସ୍ତ କୃତୀ ପ୍ରତିଯୋଗୀମାନଙ୍କୁ ମାନପତ୍ର ସହ ଟ୍ରଫି ପ୍ରଦାନ କରାଯାଇ ଥିଲା।ଏହା ପରେ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଗହଣରେ ଶକ୍ତି କ୍ଲବ,ଗଣିତ କ୍ଳବ୍,ବିଜ୍ଞାନ କ୍ଲବ ଓ ଇକୋ କ୍ଲବର ସଦସ୍ୟ ହାତରେ ପ୍ଲାକାର୍ଡ ଧରି ଏକ ଶୋଭାଯାତ୍ରାରେ ଗ୍ରାମ ପରିକ୍ରମା କରିବା ସହ ସ୍ଲୋଗାନ ମାଧ୍ୟମରେ ଶକ୍ତି ସଂରକ୍ଷଣ ନିମନ୍ତେ ସାଧାରଣ ଜନତାଙ୍କୁ ସଚେତନତାର ବାର୍ତ୍ତା ଦେଇଥିଲେ।କାର୍ଯ୍ଯକ୍ରମ ପରିଚାଳନାରେ  ସିଆର ସିସି ଲୋକନାଥ ମେହେର,ଶିକ୍ଷୟିତ୍ରୀ ବନ୍ଦିତା ପଧାନ, ଢାଲେଶ୍ୱରୀ ପଟେଲ,ଅନିମା ବାରିକ,ଶିକ୍ଷକ ନୀଳାମ୍ବର ନାୟକ ଏବଂ କିଶୋର ପଧାନ ସକ୍ରିୟ ସହଯୋଗ କରିଥିଲେ।ଶେଷରେ ଶିକ୍ଷୟିତ୍ରୀ ଜ୍ୟୋସ୍ନା ମହାନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like