-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||      ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   (19-Apr-2026)       ||      ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   (19-Apr-2026)       ||      ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ    (19-Apr-2026)       ||      ଚାଷୀଙ୍କ ଦୁଃ ଦୁଃଖ ପାଲଟିଛି ଖରିମୁଣ୍ଡା-ସିଂହସାହି ନାଳ   (19-Apr-2026)       ||      ଲାଇଟ୍ ନଥୁଲେ ବି ଆସୁଛି ବିଦ୍ୟୁତ ବିଲ୍   (19-Apr-2026)       ||      ହାତୀ ସୁରକ୍ଷା ଦିଗହରା : ବେଲଘରରେ ପୁଣି ଏକ ଦନ୍ତା ହାତୀ ମୃତ : ୪ ମାସରେ ମଲେଣି ୩ ହାତୀ   (19-Apr-2026)       ||      ସୁବର୍ଣ୍ଣପୁରରେ ସିଏମ ଟ୍ରଫି ୨୦୨୬ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (18-Apr-2026)       ||      *ସୋନପୁର ରେ ଲଜ୍ଜ୍ୟା; ନାବାଳିକାଙ୍କୁ ଗଣ ଦୁଷ୍କର୍ମ*- *ସୁବର୍ଣ୍ଣପୁର ରେ ଆଇନ୍ ଶୃଂଖଳା ବିପର୍ଯ୍ୟସ୍ତ* -   (18-Apr-2026)       ||     

HOME   ଜିଲ୍ଲା

ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ; "ବାର୍ଷିକ କ୍ରୀଡା ଶିଷ୍ଟାଚାର,ଶୃଙ୍ଖଳା ଓ ଦଳଗତ ଭାବନାର ମୂଲ୍ୟବୋଧ ଶିଖାଏ"

14-Dec-2025



ବଲାଙ୍ଗୀର(ପ୍ରେରଣାଖବର): ସଦର ବ୍ଲକ ଅନ୍ତର୍ଗତ ମିର୍ଦ୍ଧାପାଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି। ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସରୋଜ ନାୟକ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ଏଡିଇଓ ରୀନା କୁମାରୀ ବେହେରା,ଏଡିଇଓ ସେବାଶ୍ରୀ ଭୋଇ, ଅବସରପ୍ରାପ୍ତ ଖେଳ ଶିକ୍ଷୟତ୍ରୀ ରାଜ ନନ୍ଦିନୀ ବହିଦାର ପ୍ରମୁଖ

ନିମନ୍ତ୍ରିତ ଅତିଥି ଭାବେ ଯୋଗଦେଇ  ବାର୍ଷିକ କ୍ରୀଡା ଉତ୍ସବ ଛାତ୍ରଛାତ୍ରୀ ମାନଙ୍କ ସମଗ୍ର ବିକାଶରେ ଗୁରତ୍ୱପୂର୍ଣ୍ଣ ଭୂମିକା ନେବା ସହ ଶିଷ୍ଟାଚାର,ଶୃଙ୍ଖଳା ଓ ଦଳଗତ ଭାବନାର ମୂଲ୍ୟବୋଧ ଶିଖାଏ ଏବଂ ଶାରୀରିକ ସୁସ୍ଥତା,ମାନସିକ ସାହସ ଓ ଚରିତ୍ର ଗଠନ ର ଏକ ଶକ୍ତିଶାଳୀ ଉପାୟ ବୋଲି କହି ଥିଲେ। କାର୍ଯ୍ୟକ୍ରମ ର ସଂଯୋଜନା ଜସ୍ମିନ ଜଲୀ କରିଥିବା

ବେଳେ ପୁରସ୍କାର ବିତରଣ ଉତ୍ସବକୁ ପରିଚାଳନା କରିଥିଲେ ରିତୁପ୍ରିୟା ନନ୍ଦ। ଖେଳ ଶିକ୍ଷୟତ୍ରୀ ଯଶୋବନ୍ତି ବେହେରା ବାର୍ଷିକ କ୍ରୀଡା ଉତ୍ସବ ର ରିପୋର୍ଟ ପ୍ରଦାନ କରିଥିଲେ।ସର୍ବକନିଷ୍ଠ,କନିଷ୍ଠ ଓ ବରିଷ୍ଠ ବିଭାଗକୁ ନେଇ ମୋଟ ୩୭ଟି ବିଭାଗରେ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।ସଭା ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ସମସ୍ତ ଶିକ୍ଷକ,ଶିକ୍ଷୟତ୍ରୀ ଓ ଶିକ୍ଷା କର୍ମଚାରୀ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   20-Apr-2026
  ଜିଲ୍ଲା  
ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   20-Apr-2026
  ଜିଲ୍ଲା  
ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି   20-Apr-2026
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   19-Apr-2026
  ଜିଲ୍ଲା  
ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   19-Apr-2026
  ଜିଲ୍ଲା  
ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   19-Apr-2026
  ଜିଲ୍ଲା  
ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   19-Apr-2026
  ଜିଲ୍ଲା  
ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   19-Apr-2026
  ଜିଲ୍ଲା  
ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   19-Apr-2026
  ଜିଲ୍ଲା  
ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   19-Apr-2026
  ଜିଲ୍ଲା  
ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   19-Apr-2026

You Might Also Like