-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||      ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   (19-Apr-2026)       ||      ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   (19-Apr-2026)       ||      ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ    (19-Apr-2026)       ||     

HOME   ଜିଲ୍ଲା

ତୁରେକେଲା ପୋଲିସ ପକ୍ଷରୁ ୧୭ ଦାଦନ ଶ୍ରମିକ ଉଦ୍ଧାର

14-Dec-2025



କଣ୍ଟାବାଞ୍ଜି(ମୋହନ ସୁନା): ବଲାଙ୍ଗୀର ଜିଲ୍ଲା ତୁରେକେଲା ଅଞ୍ଚଳ ରେ ଦାଦନ ଚାଲାଣ ରୋକିବାକୁ କଡା ଆବିମୁଖ୍ୟ ଗ୍ରହଣ କରିଛି ପୋଲିସ। ଲଗାତାର ଦିନକୁ ଦିନ ବେଆଇନ ଚାଲାଣ ହେଉଥିବା ଶ୍ରମିକକୁ ଉଦ୍ଧାର କରି ସର୍ଦ୍ଦାର ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ତୁରେକେଲା ପୋଲିସ। ପୁଣି ଶନିବାର ବେଆଇନ ଭାବେ ନୂଆପଡ଼ା ଜିଲ୍ଲାର କୋମନା ଥାନା ନୂଆଗାଁ ଏବଂ ତୁରେକେଲା ଥାନା ମହୁଲବାହାଲି ଗାଁ ର ୧୭ ଦାଦନ ଶ୍ରମିକକୁ ତୁରେକେଲା ଥାନା ଅର୍ନ୍ତଗତ ନୂଆପଡ଼ା ର ଦାଦନ ସର୍ଦାର ପୀତବାସ ତାଣ୍ଡି, ଟଙ୍କ ତାଣ୍ଡି ରାଜ୍ୟ ବାହାର କୁ ବେଆଇଭାବେ ଚାଲାଣ କରୁଥିବା ବେଳେ ଏନେଇ ତୁରେକେଲା ପୋଲିସ କୌଣସି ସୂତ୍ରରୁ ଖବର ପାଇ ମହୁବାହାଲି ଗାଁ ଠାରୁ ଶ୍ରମିକ ମାନଙ୍କୁ ଉଦ୍ଧାର କରିଛି। ତୁରେକେଲା ଥାନା କେସ ନଂ ୩୪୧|୨୫ ରେ ମାମଲା ରୁଜୁ କରି ଦାଦନ ସର୍ଦାର ପିତବାସ ତାଣ୍ଡି, ଟଙ୍କ ତାଣ୍ଡି ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ବେଳେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ କଣ୍ଟାବାଞ୍ଜି ଜେଲକୁ ପଠାଇ ଦିଆଯାଇଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   20-Apr-2026
  ଜିଲ୍ଲା  
ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   20-Apr-2026
  ଜିଲ୍ଲା  
ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   20-Apr-2026
  ଜିଲ୍ଲା  
ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   20-Apr-2026
  ଜିଲ୍ଲା  
ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   20-Apr-2026
  ଜିଲ୍ଲା  
*ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   20-Apr-2026
  ଜିଲ୍ଲା  
ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   20-Apr-2026
  ଜିଲ୍ଲା  
ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି   20-Apr-2026
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   19-Apr-2026
  ଜିଲ୍ଲା  
ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   19-Apr-2026
  ଜିଲ୍ଲା  
ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   19-Apr-2026

You Might Also Like