-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଶିଶୁ ,ଭବିଷ୍ୟତ ଭଗ୍ନାଂଶ ର ଭାଗଶେଷ, ଶିଶୁ ହସରେ ଦେଶ ହସେ ଅତାବିରା ଓଷ୍ଟା ବ୍ଲକ ସ୍ତରୀୟ ଶିଶୁମେଳା

14-Dec-2025



ରେଙ୍ଗାଲିକ୍ୟାମ୍ପ(ଆକାଶମିଶ୍ର): ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ  ପତ୍ରାପାଲି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସରରେ ଓଷ୍ଟା ପକ୍ଷରୁ ଅତାବିରା ବ୍ଲକ ସ୍ତରୀୟ ଶିଶୁମେଳା ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଏଥିରେ ଅତାବିରା ବ୍ଲକର ବିଭିନ୍ନ ହାଇସ୍କୁଲର ୨୫୫ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ବ୍ଲକ୍ ଓଷ୍ଟl ସଭାପତି ବାଳମୁକୁନ୍ଦ ସାହୁ ଙ୍କ ସଭାପତିତ୍ଵ
ରେ ଆୟୋଜିତ ଏହାର ଉଦଘାଟନୀ ଉତ୍ସବରେ
 ସ୍ଥାନୀୟ ସରପଞ୍ଚ ଶେଷଦେବ ଛନ୍ଦ ମୁଖ୍ୟ ଅତିଥ୍‌ ରୂପେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ । ସ୍କୁଲ ପରିଚାଳନା କମିଟିର ସଭାପତି ମଦନ ମହାକୁର , ଓଷ୍ଟl ଜିଲ୍ଲା ଉପସଭାପତି ସଚ୍ଚିଦାନନ୍ଦ ପ୍ରଧାନ, ଯୁଗ୍ମ ସମ୍ପାଦକ ଯାଦବ ପ୍ରଧାନ, ସ୍ଥାନୀୟ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଟୁନା କର୍ଣ୍ଣ, ବ୍ଲକ୍ ଓଷ୍ଟା ସମ୍ପାଦକ ପ୍ରସନ୍ନ ବେହେରା ପ୍ରମୁଖ ସମ୍ମାନିତ ଅତିଥି ରୂପେ ମଞ୍ଚlସିନ ଥିଲେ। ମଞ୍ଚାସୀନ ଅତିଥି ମାନଙ୍କ ଦ୍ଵାରା ପ୍ରଥମେ ସ୍ଥାନୀୟ ବିଦ୍ୟାଳୟ ର ପ୍ରତିଷ୍ଠାତା ସ୍ବର୍ଗତ ଯୋଗେନ୍ଦ୍ର ଗେଜୋ କ ସମାଧି ପୀଠରେ ଶ୍ରଦ୍ଧା ସୁମନ ଅର୍ପଣ କରି ତାଙ୍କୁ ସମ୍ମାନ ଜଣାଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା । ଶିକ୍ଷୟିତ୍ରୀ ରେବତୀ ବାଦି ଙ୍କ ନିର୍ଦ୍ଦେଶନା ରେ ଛାତ୍ରୀ ମାନେ ସ୍ବାଗତ ସଙ୍ଗୀତ ଗାନ କରିଥିଲେ ।
ଓଷ୍ଟ୍ଟା ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ବଳରାମ ସାହୁ ଅତିଥି ପରିଚୟ ପ୍ରଦାନ ଓ ମଞ୍ଚ ପରିଚାଳନା କରିଥିଲେ । ଏହି ଶିଶୁ ମହୋତ୍ସବ ରେ ଏକକ ନୃତ୍ୟ, ଏକକ ଅଭିନୟ, ଗଳ୍ପ ଲିଖନ , କବିତା ଆବୃତ୍ତି , କବିତା ଲିଖନ , ଚିତ୍ରାଙ୍କନ , କଣ୍ଠ ସଙ୍ଗୀତ , ତର୍କ, ସାଧାରଣ ଜ୍ଞାନ ଓ ବୁଦ୍ଧି ପରୀକ୍ଷା ଆଦି ୧୦ ଟି ବିଷୟରେ ପ୍ରତିଯୋଗିତା ହୋଇଥିଲା । ପ୍ରଥମେ ପ୍ରତିଯୋଗୀ ଙ୍କ ନାମ ପଞ୍ଜିକରଣ କରାଯାଇ ଥିଲା ।ଶିକ୍ଷୟିତ୍ରୀ ନିତୁ ମଲ୍ଲିକ ଓ ସୁନୀତା ମେହେର ପଞ୍ଜିକରଣ ଦାୟିତ୍ଵ ତୁଲାଇ ଥିଲେ ।ବିଚାରକ ଭାବରେ ଶିବାଜି ବିଶି, ସତ୍ୟାନନ୍ଦ ପ୍ରଧାନ, ଓକିଲ ପ୍ରଧାନ, ରାଧେଶ୍ୟାମ ପ୍ରଧାନ, ପର୍ଶୁରାମ ପାତ୍ର , ମେଦିନିକାନ୍ତ ସାହୁ,ଅମୂଲ୍ୟ କୁମାର ସାହୁ,ମନୋଜ ସାହୁ,ମନୋଜ ଭୋଇ,ଶଙ୍କର ବାରିକ ପ୍ରମୁଖ ବିଚାରକ ଭାବରେ ଦାୟିତ୍ଵ ତୁଲାଇ ଥିଲେ । ଏହି ଶିଶୁ ମହୋତ୍ସବର ଉଦଯାପନୀ ଉତ୍ସବରେ ଅତାବିରା ଓଷ୍ଟା ସଭାପତି ଶ୍ରୀଯୁକ୍ତ ସାହୁ ଙ୍କ ଅଧ୍ଯକ୍ଷତା ରେ ପୁରସ୍କାର ବିତରଣ ଉତ୍ସବ ହୋଇଥିଲା । ଉତ୍ସବରେ  
 ମୁଖ୍ୟ ଅତିଥି ଭାବରେ ଜିଲ୍ଲା ସମବାୟ ସମିତି ର ସଭାପତି ନରେନ୍ଦ୍ର ପ୍ରଧାନ ଯୋଗ ଦେଇଥିବା ବେଳେ , ଓଷ୍ଟl ରାଜ୍ୟ ସହ ସଂପାଦକ ଆଶୁତୋଷ ରଥ,ଜିଲ୍ଲା ସମ୍ପାଦକ ସଞ୍ଜୟ ସିଂ, ଜିଲ୍ଲା କାର୍ଯ୍ୟକାରିଣୀ ସଭ୍ୟ ଋଷୁଭ ହୋତା, ଜିଲ୍ଲା ଉପ ସଭାପତି ଅନୁସୂୟା ଦେବତା,ସରପଞ୍ଚ ଶ୍ରୀ ଛନ୍ଦ, ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ କର୍ଣ୍ଣ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଆସନ ଅଳଙ୍କୃତ କରିଥିଲେ ।ସମ୍ପାଦକ ଶ୍ରୀଯୁକ୍ତ ବେହେରା ବାର୍ଷିକ ବିବରଣୀ ପାଠ କରିଥିଲେ ।ଏହି ଉତ୍ସବରେ ଓଷ୍ଟା ପକ୍ଷରୁ ଅବସର ପ୍ରାପ୍ତ ଶିକ୍ଷକ ,ଦିଲୀପ ଶର୍ମା,ସନାତନ ପ୍ରଧାନ,ରଞ୍ଜନ ବିଶ୍ଵାଳ,ସୁନିଲ ଶତପଥୀ, ଶିକ୍ଷା କର୍ମଚାରୀ ମୀନକେତନ ପଶାୟତ ଓ ସନ୍ତୋଷ ପଟେଲ ଙ୍କୁ ସଂଘ ପକ୍ଷରୁ ଉପଢୌକନ ଓ ମାନପତ୍ର ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା ।ପ୍ରତି ପ୍ରତିଯୋଗିତା ରେ ପ୍ରଥମ , ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା  ଯଥା ତର୍କରେ ଅଙ୍କିତା ଛନ୍ଦ , ଭାରତୀ ଭୁ ଏ, ପପିନ ସେଠ୍, କବିତା ଲିଖନରେ , ଦିବ୍ୟା ବାରିକ୍, ଚାନ୍ଦିନୀ ପ୍ରଧାନ, ତାନିଆ ରାଣୀ ପ୍ରଧାନ ,ଗଳ୍ପ ଲିଖନ ରେ ବସନ୍ତ ପଞ୍ଚବିହା , ଜୁଲି ଭୁ ଏ, ଭୂମିଶୁତା ସାହୁ ଓ ମୋନାଲିସା ବାରିକ୍ ,ସାଧାରଣ ଜ୍ଞାନରେ , ପ୍ରିୟଙ୍କା ପ୍ରିୟଦର୍ଶିନୀ କର୍ଣ୍ଣ ,ନମ୍ରତା ଭୋଇ , ଖୁସି ନାଏକ , ବୁଦ୍ଧି ପରୀକ୍ଷାରେ କାହ୍ନା ମିଶ୍ର,ଜିଜ୍ଞାସା ନନ୍ଦ, ଜସ୍ମିନ ଭୋଇ, ଚିତ୍ରାଙ୍କନ ରେ , ବାସୁଦେବ ସାହୁ, ରାଏମତି ବିଶି ଓ ଇସିକା ଦାଶ ,ଏକକ ଅଭିନୟରେ , ଇଶାନ୍ ପ୍ରଧାନ, ରଶ୍ମି ମହାପାତ୍ର ଓ ଦୀପିକା ମଲ୍ଲିକ , କଣ୍ଠ ସଙ୍ଗୀତରେ କୁସୁମ ଭୂଏ, ରୋଶନ ସେଟ୍ ଓ ସୁଦିକ୍ଷା ପ୍ରଧାନ, ଲକ୍ଷ୍ମୀ ବାରିକ୍, ଏକକ୍ ନୃତ୍ୟ ରେ ଅଞ୍ଚଳ ପ୍ରଧାନ,ଶୀତଳ ବେସନ, ଆଲିସା ମିଶ୍ର , କବିତା ଆବୃତ୍ତିରେ   ପ୍ରଞ୍ଜୁଲିକା କର୍ଣ୍ଣ ,ଇତିଶ୍ରୀ ମହାକୁର ଓ କରଣ ସାହୁ

ଆଦି କୃତି ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା । ପ୍ରତ୍ୟେକ ପ୍ରତିଯୋଗିତା ରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ର ଛାତ୍ରୀ ମାନେ ଜିଲ୍ଲା ସ୍ତରକୁ ମନୋନୀତ ହୋଇଛନ୍ତି।ଏହି ସମସ୍ତ ପୁରସ୍କାର ପାରିଜାତ ଏଗ୍ରୋ କେୟାର ପ୍ରୋପାଇଟର ସଂଜୀବ ପରିଜା ପକ୍ଷରୁ ପ୍ରଦାନ କରାଯାଇଥିଲା।।।କାର୍ଯ୍ୟକ୍ରମକୁ ପ୍ରଧାନ ଶିକ୍ଷକ ହିଂମାଶୁ ଶେଖର ସାହୁ, ପୁରନ୍ଦର ପ୍ରଧାନ, ରବିନାରାୟଣ ପ୍ରଧାନ, ଚନ୍ଦ୍ରମଣି ସିଂ,ସଚ୍ଚିଦାନନ୍ଦ ପୂଜାରୀ, ସରମା ନାଏକ, ଦେବାନନ୍ଦ ସାହୁ, ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ,କର୍ମଚାରୀ , ଗ୍ରାମବାସୀ,ବିଦ୍ୟାଳୟ କମିଟିର ସଭ୍ୟ ସଭ୍ୟା ,ଛାତ୍ରଛାତ୍ରୀ ସକ୍ରିୟ ସହଯୋଗ କରିଥିଲେ । ପରି ଶେଷରେ ଶିକ୍ଷକ ସତ୍ୟବାନ୍ ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like