-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ଜିଲ୍ଲା

ମହାନଦୀ ପବ୍ଲିକ ସ୍କୁଲ ର ଦ୍ଵିତୀୟ ବାର୍ଷିକ କ୍ରୀଡା ଦିବସ

14-Dec-2025



ଗଣିଆ( ବିଜୟଲଷ୍ମୀ ରାଉତ): ଗଣିଆ ସ୍ଥିତ  ଅଗ୍ରଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ମହାନଦୀ ପବ୍ଲିକ ସ୍କୁଲର ଦ୍ବିତୀୟ ବାର୍ଷିକ କ୍ରିଡା ଉତ୍ସବ ରବିବାର ସ୍ଥାନୀୟ ଶିକ୍ଷକ ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଛାତ୍ର ଛାତ୍ରୀ ମାନେ ବିଦ୍ୟାଳୟ ପରିସରରୁ  ଶୋଭାଯାତ୍ରାରେ ବାହାରି ଗଣିଆର ଆରାଧ୍ୟ ଦେବତା ଶ୍ରୀ ରଘୁନାଥ ଜୀଉଙ୍କ ମନ୍ଦିରରେ ମଶାଲ ପୂଜାର୍ଚ୍ଚନା କରିଥିଲେ । ଗଣିଆ ବଜାରରେ ଥିବା ଗାନ୍ଧୀ ମୂର୍ତ୍ତୀରେ ପୁଷ୍ପମାଲ୍ୟ  ଅର୍ପଣ କରି ଶ୍ରୀ ଜଗନ୍ନାଥଙ୍କ ମନ୍ଦିର ଦେଇ କିଶୋର ଚନ୍ଦ୍ର ନୋଡାଲ ବିଦ୍ୟାପୀଠ ପଡିଆରେ ପହଞ୍ଚିଥିଲେ । ସେଠାରେ ବିଦ୍ୟାଳୟର କ୍ରିଡା ଶିକ୍ଷକ ଶ୍ରୀ ବିରଞ୍ଚି ନାରାୟଣ ମହାପାତ୍ରଙ୍କ ନେତୃତ୍ବରେ କ୍ରିଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଗଣିଆ ବ୍ଲକର ଶିକ୍ଷା ଅଧିକାରୀ ଶ୍ରୀ ରବିନ୍ଦ୍ର ନାଥ ରାଉତରାୟଙ୍କ ଦ୍ଵାରା କ୍ରିଡା ପତାକା ଉତ୍ତୋଳନ କରାଯିବା ସହିତ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା। ଛାତ୍ର ଛାତ୍ରୀ ମାନେ ମାର୍ଚ୍ଚ ଫାଷ୍ଟ କରିଥିବା ବେଳେ ମୁଖ୍ୟ ଅତିଥି ଅଭିବାଦନ ଗ୍ରହଣ କରିଥିଲେ । ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ବିଭିନ୍ନ ପ୍ରକାର ଦୈ।ଡ,ମ୍ୟୁଜିକ ଚେୟାର, ବେଲୁନ କିଙ୍ଗ, ବେଙ୍ଗ ଡିଆଁ ଆଦି ଅନେକ ପ୍ରକାର ର ମଜାଦାର ଖେଳ ଅନୁଷ୍ଠିତ ହୋଇଥିଲା। ପ୍ଳେ ଗ୍ରୁପ ଠାରୁ ଆରମ୍ଭ କରି ପ୍ରାଥମିକ ପର୍ଯ୍ୟନ୍ତ ୩ଟି ବିଭାଗରେ ଛାତ୍ର ଛାତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ।   ଅପରାହ୍ନରେ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ ବ୍ଳକ ଶିକ୍ଷା ଅଧିକାରୀ ଶ୍ରୀ ରବିନ୍ଦ୍ର ନାଥ ରାଉତରାୟ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବରିଷ୍ଠ ନାଗରିକ ମଞ୍ଚର ସଭାପତି ଶ୍ରୀ ଗିରିଶ କୁମାର ମିଶ୍ର, ମୁଖ୍ୟ ବକ୍ତା ଭାବେ ଶ୍ରୀ ରଘୁନାଥ ଜୀଉ ଉଚ୍ଚ ବିଦ୍ୟାଳୟର କ୍ରିଡା ଶିକ୍ଷକ ଶେଷଦେବ ରାଉତ, ବିଦ୍ୟାଳୟ ର ଭାର ପ୍ରାପ୍ତ ଅଧ୍ୟକ୍ଷ ରଶ୍ମିରଞ୍ଜନ ଦାସ ପ୍ରମୁଖ ମଞ୍ଚାସୀନ ଥିଲେ  । ବିଦ୍ୟାଳୟର ଟ୍ରଷ୍ଟି ତଥା ସମ୍ପାଦକ ପଙ୍କଜ କୁମାର ସାହୁ ଅତିଥି ମାନଙ୍କୁ ଫୁଲତୋଡ଼ା ଏବଂ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଶିକ୍ଷୟତ୍ରୀ ମାନଙ୍କ ଦ୍ଵାରା ସ୍ଵାଗତ ସଙ୍ଗୀତ ପରିବେଷଣ କରାଯାଇଥିଲା । ଶାରିରୀକ ଅଭିବୃଦ୍ଧି ପାଇଁ କ୍ରିଡା ଏକାନ୍ତ ଆବଶ୍ୟକ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ। ମହାନଦୀ ପବ୍ଲିକ ସ୍କୁଲ ୫ ବର୍ଷରେ ପଦାର୍ପଣ କରିବାକୁ ଯାଉ

ଥିବା ବେଳେ ଦ୍ବିତୀୟ ବାର୍ଷିକ କ୍ରିଡା ଉତ୍ସବ ପାଳନ କରୁଅଛି । ଗୋଟିଏ ଛୋଟିଆ ଅନୁଷ୍ଠାନ ହୋଇଥିଲେ ମଧ୍ୟ କ୍ରିଡା ପ୍ରତିଯୋଗିତା ତଥା ବାର୍ଷିକ କ୍ରିଡା ଉତ୍ସବର ସାଜସଜ୍ଜା ଏବଂ ପ୍ରସ୍ତୁତି ଅତ୍ୟନ୍ତ ଉଚ୍ଚକୋଟୀର ଥିଲା ବୋଲି ଅତିଥି ମାନେ ପ୍ରକାଶ କରିଥିଲେ। ମହାନଦୀ ପବ୍ଲିକ ସ୍କୁଲ ର ପରିଚାଳକ (ଲୋକ ସମ୍ପର୍କ ଏବଂ ପ୍ରଶାସନ) ଦାୟିତ୍ଵ ରେ ଥିବା ଶ୍ରୀ ଅଶୋକ କୁମାର ସାହୁ ଅତିଥି ସ୍ବାଗତ ଓ ପରିଚୟ ପ୍ରଦାନ କରିଥିଲେ। ସମ୍ପାଦକ ସମସ୍ତ ଅଭିଭାବକ ତଥା ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ । ୧୫ ଟି କ୍ରିଡାର ୪୫ ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବଣ୍ଟନ କରାଯାଇ ଥିଲା। ବିଦ୍ୟାଳୟ ତରଫରୁ ସ୍ବତନ୍ତ୍ର ଭାବେ କ୍ରିଡା ଶିକ୍ଷକ ଶ୍ରୀ ବିରଞ୍ଚି ନାରାୟଣ ମହାପାତ୍ର, ମହାନଦୀ ପବ୍ଲିକ ସ୍କୁଲ ର ମ୍ୟାନେଜମେଣ୍ଟ କମିଟି ର ଅଧକ୍ଷ ଡ. ମଳୟ କୁମାର ପଣ୍ଡା, ଉପାଧ୍ୟକ୍ଷ ଗୋଲକ ବିହାରୀ ସାହୁ, କୋଷାଧ୍ୟକ୍ଷ ଶ୍ରୀ ଅଟଳ ବିହାରୀ ବାଜୁ, ପୂର୍ବତନ ସ୍କୁଲ୍ ର ଅଧ୍ୟକ୍ଷ ଶ୍ରୀ ମହେନ୍ଦ୍ର କୁମାର ମହାରଣାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଏହି କାର୍ଯ୍ୟକ୍ରମରେ ସଂପୂର୍ଣ୍ଣ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like