-+91-9937148622 |

prerana_bgr@rediffmail.com |

  Sunday 21st June 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ନର୍ଲା ବ୍ଲକ ସ୍ତରୀୟ ଆନ୍ତରଜାତୀୟ ଯୋଗ ଦିବସ ୨୦୨୬ ପାଳିତ   (21-Jun-2026)       ||      ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ବିକଶିତ ଭାରତ ଜି. ରାମଜୀ କାର୍ଯ୍ୟକ୍ରମ ଅନୁଷ୍ଠିତ    (20-Jun-2026)       ||      ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ    (20-Jun-2026)       ||      ବରିଷ୍ଠ ମୋହରି ଙ୍କ ପରଲୋକ   (20-Jun-2026)       ||      ବୋଡେ଼ନ ବ୍ଲକ ରେ ବିକାଶ ର ଧାରା ଓଡିଶା ସାରା ଚତୁର୍ଥ ଦିବସ   (20-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦ୍ଘାଟିତ   (20-Jun-2026)       ||      ଧର୍ମପରାୟଣା ମହିଳା କ୍ଷୀରୋଦ୍ରୀ ଯୋଶୀଙ୍କ ପରଲୋକ   (20-Jun-2026)       ||      *ସୁବର୍ଣ୍ଣପୁର ଠାରେ ସହରାଞ୍ଚଳ ଜନ ସଂପର୍କ ଓ ନାଗରିକ ଭାଗିଦାରୀ କାର୍ଯ୍ଯ କ୍ରମ*-   (20-Jun-2026)       ||      ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   (20-Jun-2026)       ||      ବଲାଙ୍ଗୀର ସହରର ବେହେରାପାଲି, କରଙ୍ଗାକଟା ଓ ନରସିଂ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ    (20-Jun-2026)       ||      ଶୀତଳ ଷଷ୍ଠୀରେ ମାନବସେବାର ଅନନ୍ୟ ଦୃଷ୍ଟାନ୍ତ: ଜିଲ୍ଲା ଜୁନିଅର ରେଡ଼କ୍ରସ ପକ୍ଷରୁ ହଜାର ହଜାର ଶ୍ରଦ୍ଧାଳୁଙ୍କୁ ଦହିପଣା ବଣ୍ଟନ    (20-Jun-2026)       ||      ଶିଶୁ ଶ୍ରମ ନିରାକରଣ ସଚେତନତା କାର୍ଯକ୍ରମ-୨୦୨୬ ଅନୁଷ୍ଠିତ   (20-Jun-2026)       ||      *ବାଘ ଛାଲ ଚାରା ଚାଲାଣ ବେଳେ ବାଘ ଛାଲ ସହ ଅମଳାଭାଟା ଚର୍ଚ୍ଚର ପାଷ୍ଟର ଗିରଫ...* ଡାବୁଗାଁ ବନ ବିଭାଗକୁ ବଡ଼ ସଫଲତା   (20-Jun-2026)       ||      ବିଜେଡି ନେତାଙ୍କ ଘରେ ଫୁଟିଲା ଗୁଳି, ଦୁବୃର୍ତ୍ତ ଫେରାର।   (20-Jun-2026)       ||      ଗାଧୋଇବାକୁ ଯାଇ ବୁଡ଼ି ଗଲେ ଯୁବକ ।   (20-Jun-2026)       ||      ରାଜ୍ୟ ସରକାର ଙ୍କ ୨ବର୍ଷ ପୂର୍ତ୍ତି ଉପଲକ୍ଷେ ସଫଳତା ର ବିବରଣୀ ଦେଲେ ମୁଖ୍ୟ ସଚେତକ   (20-Jun-2026)       ||      *ଡାବୁଗାଁରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ*   (20-Jun-2026)       ||      Km   (20-Jun-2026)       ||      ଧାନ ଚୋରି ଅଭିଯୋଗରେ ଦୁଇ ଜଣ ଅଟକ ,   (20-Jun-2026)       ||     

HOME   ଜିଲ୍ଲା

ଇଚ୍ଛାପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ସଂକୁଳ ସ୍ତରୀୟ କ୍ରିଡ଼ା ସମାରୋହ ଉଦଯାପିତ

14-Dec-2025



ଡୁଙ୍ଗୁରିପାଲି (ପ୍ରେରଣା ଖବର) ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଇଚ୍ଛାପୁର ସରସ୍ବତୀ ବିଦ୍ୟାମନ୍ଦିର ଠାରେ ଆଜି ସଂକୁଳ ସ୍ତରୀୟ କ୍ରିଡ଼ା ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ପ୍ରତିଷ୍ଠାତା  ଶ୍ରୀମାନ ଲଲିତମୋହନ ନାୟକ ଦୀପ ପ୍ରଜ୍ବଳନ ଓ ପତାକା ଉତ୍ତୋଳନ କରି କାର୍ଯ୍ୟକ୍ରମ କୁ ଉଦ୍ଘାଟନ କରିଥିଲେ।  ଡୁଙ୍ଗୁରିପାଲି ସଙ୍କୁଳ ପ୍ରମୁଖ ଶ୍ରୀଯୁକ୍ତ ବଳରାମ ପଧାନ, ଡୁଙ୍ଗୁରିପାଲି ସଙ୍କୁଳ ସଂଯୋଗ ଜକ ବିଭୁତି ଭୁଷଣ ପଣ୍ଡା, ଇଚ୍ଛାପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ସଭାପତି ନିମାଇଁ ଚରଣ ସା, ସମ୍ପାଦକ କୃଷ୍ଣଚନ୍ଦ୍ର ନାଏକ, ଯୁଗ୍ମ ସମ୍ପାଦକ ବୀରସୁରେନ୍ଦ୍ର ସାହୁ, ପ୍ରଧାନ ଆଚାର୍ଯ୍ୟ କିଶୋର କୁମାର ପଟେଲ, ସୁବର୍ଣ୍ଣପୁର ଜିଲ୍ଲା ଶାରୀରିକ ପ୍ରମୁଖ ମନୋଜ ନାଏକ, ସଂକୁଳ ପ୍ରମୁଖ ଅଶ୍ଵିନୀ ନାୟକ , ରାମପୁର ଶିଶୁ ବିଦ୍ୟା ମନ୍ଦିର ପ୍ରଧାନ ଆଚାର୍ଯ୍ୟ ଲିଙ୍ଗରାଜ ସାହୁ, ଗଜବନ୍ଧ ଶିଶୁ ବିଦ୍ୟା ମନ୍ଦିର ପ୍ରଧାନ ଆଚାର୍ଯ୍ୟ କିଶୋର କୁମାର ସାହୁ , ପଣ୍ଡକିଟାଲ ପ୍ରଧାନ ଆଚାର୍ଯ୍ୟ ଡୋଲାମଣି ସାହୁ, ଶୁଖା ର ପ୍ରଧାନ ଆଚାର୍ଯ୍ୟ ବିଦେଶୀ ମିଶ୍ର ,ଭାଟବାହାଲି ର ପ୍ରଧାନ ଆଚାର୍ଯ୍ୟ  ସୁଦାମ କାଲୁ, ଏବଂ ବିଭିନ୍ନ ଶିଶୁ ବିଦ୍ୟା ମନ୍ଦିର ରୁ ୨୧ ଜଣ ଶାରୀରିକ ପ୍ରମୁଖ ରହି କ୍ରୀଡା ପରିଚାଳନା କରୁଥିଲେ। ପୁରସ୍କାର ବିବରଣ ଉତ୍ସବ ରେ  ସାଂସଦ ପ୍ରତିନିଧି  ହେମନ୍ତ ବିଶ୍ବାଳ, ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ଭୂମି ଦାତା ପଞ୍ଚାନନ ଘିବେଲା ଏବଂ ଉମାକାନ୍ତ ଆର୍ଯ୍ୟ ବିଜେପି କାର୍ଯ୍ୟା କର୍ତ୍ତା ଉପସ୍ଥିତ ଥିଲେ ମୋଟ୍ ୪୬ ଗୋଟି ଖେଲ ହୋଇଥିଲା ଏଥିରେ ମୋଟ ୮ ସରସ୍ବତୀ ଶିଶୁ ବିଦ୍ୟା ରୁ ମୋଟ୍ ୧୭୦ ଶିଶୁ ଭାଇ ଭଉଣୀ ଅଂଶ ଗ୍ରହଣ କରିଥିଲେ। ଓ ସମସ୍ତ ଗୁରୁଜୀ ଗୁରୁମା ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ଆନ୍ତରଜାତୀୟ ଯୋଗ ଦିବସ ୨୦୨୬ ପାଳିତ   21-Jun-2026
  ଜିଲ୍ଲା  
ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ବିକଶିତ ଭାରତ ଜି. ରାମଜୀ କାର୍ଯ୍ୟକ୍ରମ ଅନୁଷ୍ଠିତ   20-Jun-2026
  ଜିଲ୍ଲା  
ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ   20-Jun-2026
  ଜିଲ୍ଲା  
ବରିଷ୍ଠ ମୋହରି ଙ୍କ ପରଲୋକ   20-Jun-2026
  ଜିଲ୍ଲା  
ବୋଡେ଼ନ ବ୍ଲକ ରେ ବିକାଶ ର ଧାରା ଓଡିଶା ସାରା ଚତୁର୍ଥ ଦିବସ   20-Jun-2026
  ଖେଳ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦ୍ଘାଟିତ   20-Jun-2026
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷୀରୋଦ୍ରୀ ଯୋଶୀଙ୍କ ପରଲୋକ   20-Jun-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ସହରାଞ୍ଚଳ ଜନ ସଂପର୍କ ଓ ନାଗରିକ ଭାଗିଦାରୀ କାର୍ଯ୍ଯ କ୍ରମ*-   20-Jun-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   20-Jun-2026
  ଜିଲ୍ଲା  
ବଲାଙ୍ଗୀର ସହରର ବେହେରାପାଲି, କରଙ୍ଗାକଟା ଓ ନରସିଂ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ   20-Jun-2026
  ରାଜ୍ୟ  
ଶୀତଳ ଷଷ୍ଠୀରେ ମାନବସେବାର ଅନନ୍ୟ ଦୃଷ୍ଟାନ୍ତ: ଜିଲ୍ଲା ଜୁନିଅର ରେଡ଼କ୍ରସ ପକ୍ଷରୁ ହଜାର ହଜାର ଶ୍ରଦ୍ଧାଳୁଙ୍କୁ ଦହିପଣା ବଣ୍ଟନ   20-Jun-2026

You Might Also Like