-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ସାମ୍ବାଦିକ ପ୍ରତିଭା ସମ୍ମାନ ରେ ସମ୍ବର୍ଦ୍ଧିତ ହେଲେ ବରିଷ୍ଠ ସାମ୍ବାଦିକ ହୁଲେଶ୍ୱର ହଂସ

14-Dec-2025



ବଙ୍ଗୋମୁଣ୍ଡା(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ର କାର୍ଯ୍ୟରତ ଅର୍ଗସ ନ୍ୟୁଜ ପ୍ରତିନିଧି ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ ର ସମ୍ପାଦକ,ତଥା  ଅଞ୍ଚଳର ବରିଷ୍ଠ ସାମ୍ବାଦିକ ହୁଲେଶ୍ୱର ହଂସ ଙ୍କୁ ସାମ୍ବାଦିକ ପ୍ରତିଭା ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଛି ।ଆଜି କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବିଜୁ କଲ୍ୟାଣ ମଣ୍ଡପ ଠାରେ ଆୟୋଜିତ ହୋଇଥିବା ଶକ୍ତି ଟିଭି ର ପଞ୍ଚମ ରାଜ୍ୟସ୍ତରୀୟ ସ୍ଵନକ୍ଷତ୍ର ଉତ୍ସବ ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଶକ୍ତି ଟିଭି ର ପ୍ରତିଷ୍ଠାତା ମୁଖ୍ୟ ସମ୍ପାଦକ ଡ଼ଃ କ୍ରିଷ୍ନା  ସେଠୀ ଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ବିଧାୟକ ଅନାମ ନାଏକ ଯୋଗ ଦେଇ ଉପଢଉକନ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ ।ଏଥିରେ ବିଶିଷ୍ଟ ଅତିଥି ଭାବେ ଯୋଗ ଦେଇଥିଲେ।  ସୂଚନା ଯୋଗ୍ୟ ଯେ,ଶ୍ରୀ ହଂସ ଦୀର୍ଘ ୧୫ ବର୍ଷ ହେଲା ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରି ଗାଁ ହେଉକି ସହର,ଉପାନ୍ତ ହେଉ କି  ସୀମାନ୍ତ,ଅପହଞ୍ଚ ହେଉ କି ଦୁର୍ଗମ  ସବୁ ଅଞ୍ଚଳ କୁ ଯାଇ  ସାଧାରଣ ଲୋକ ଙ୍କ ବିଭିନ୍ନ ସମସ୍ୟା କୁ ଉପସ୍ଥାପନ କରି ସରକାର ଓ ପ୍ରଶାସନ ନିକଟ କୁ ଖବର  ପ୍ରସାରଣ କରି ସମସ୍ୟା କୁ ସମାଧାନ କରିବାରେ ଆଗେଇ ଆସିଥାନ୍ତି । ଅର୍ଗସ ନ୍ୟୁଜ ରେ ଗତ ୨୦୨୧ ମସିହା ରୁ ବର୍ତ୍ତମାନ ପର୍ଯ୍ୟନ୍ତ ସୁଚାରୁ ରୂପେ କାର୍ଯ୍ୟ କରି ଆସୁଛନ୍ତି। ଶ୍ରୀ ହଂସ ଙ୍କୁ ସମ୍ବର୍ଦ୍ଧିତ କରିଥିବାରୁ ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ, ଚଉଷଠି ଯୁଗନୀ ସାହିତ୍ୟ କଳା ପରିଷଦ ବଙ୍ଗୋମୁଣ୍ଡା,ମାଁ ସାହାଜି ଯୁବକ ସଂଘ କପିଲାଭଟା, ଗିରିଗୋବର୍ଦ୍ଧନ ମହୋତ୍ସବ କମିଟି କପିଲାଭଟା,କୋଶଲ ଯୁବ ଶକ୍ତି ବଙ୍ଗୋମୁଣ୍ଡା ସହ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଶୁଭେଚ୍ଛା ଜଣାଇଛନ୍ତି ।ଏଥିରେ ରାଜ୍ୟ ର ବିଭିନ୍ନ ପ୍ରାନ୍ତ ରୁ ବହୁ ସାମ୍ବାଦିକ ମାନେ ସାମିଲ ହୋଇଥିଲେ । (ଫଟୋ ସହ)


News Comment




Photo in News

Advertisment
Lastest News
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like