-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡ଼ା ସଂଘ ର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ* - *ଭାଗ ନେଲେ ରେକର୍ଡ ସଂଖ୍ୟକ ୧୨୭୦ ପ୍ରତିଯୋଗୀ*-

14-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) ଗତ କାଲି ଠାରୁ ଆରମ୍ଭ ହୋଇଥିବା ଦୁଇ ଦିନଆ  ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡ଼ା ସଂଘ ର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଆଜି ଉଦଯାପିତ ହୋଇଯାଇଛି l ଏହି ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ  ଅଞଳିନା ପଧାନ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଡି ଏସ ପି ରେଣୁକା ସୁନା ଯୋଗ ଦେଇ କୃତୀ ପ୍ରତିଯୋଗୀ ଙ୍କୁ ଟ୍ରଫି ଓ ମାନପତ୍ର ପ୍ରଦାନ ପୂର୍ବକ ସମ୍ବର୍ଧିତ କରିଥିଲେ l ଜିଲ୍ଲା କ୍ରୀଡ଼ା ସଂଘ ର ଉପ ସଭପତି ଚିତ୍ତ ରଞ୍ଜନ ତରାସିଆ ସଭା ସଂଯୋଜନା କରିଥିବା ବେଳେ ଦିଗାମ୍ବର ଶତପଥି ଧନ୍ୟବାଦ୍ ଅର୍ପଣ କରିଥିଲେ l କଲିମ ମହମ୍ଡଦ, ସଞ୍ଜୟ ସାହୁ, ବିପ୍ର ଚରଣ ପେରା, ଚୈତନ୍ୟ ନାଏକ, ଗୋବିନ୍ଦ ନାଏକ, ନେପାଲ ଦାଣ୍ଡିଆ, ସୋମନାଥ ସାହୁ, ବୀର ପ୍ରତାପ ଦାଶ , ସରିତା ମିଶ୍ର, ପ୍ରତିଭା ଭୋଇ, ଓ ଅନିତା ମହାନନ୍ଦ ପ୍ରମୁଖ ସମସ୍ତ ପି ଇ ଟି ଦୁଇ ଦିନ ଧରି ସମସ୍ତ ଖେଳ ପ୍ରତିଯୋଗିତା ପରିଚାଳନା କରିଥିବା ବେଳେ ଜିଲ୍ଲା କ୍ରୀଡ଼ା ସଂଘ ସଂପାଦକ ପୀୟୂଷ କୁମାର ପଣ୍ଡା ଙ୍କ ତତ୍ୱା ବଧାନ ରେ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ସୁଚାରୁରୁପେ ସମ୍ପାଦନ କରା ଯାଇଥିଲା l କ୍ରୀଡ଼ା ସଂଘ ର ସକ୍ରିୟ ସଦସ୍ୟ ରାଜୀବ ସାହୁ, ସୁବାଷ ବିଶ୍ଵାଳ, ହୃଷୀ କେଶ ପଣ୍ଡା, ବିକାଶ ପଣ୍ଡା, ବିକାଶ ପାଢ଼ୀ,, ବାଳ ଗୋପାଳ ମିଶ୍ର, ରିପୁନ ନାଏକ, ରାଜ କୁମାର ନାଏକ ପ୍ରମୁଖ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l

ଆଜି ଉଦଯାପନୀ ଦିବସ ରେ ପୁରୁଷ ୫୦୦୦ ମିଟର ଦୌଡ ପ୍ରତିଯୋଗୀତା, ୩୦୦୦ ମିଟର ଓମେନ୍ସ ଦୌଡ ପ୍ରତିଯୋଗୀତା, ୨୦୦ ମିଟର, ୧୦୦ ମିଟର ଦୌଡ ପ୍ରତିଯୋଗୀତା, ୧୪ ବର୍ଷ ରୁ କମ ଜେଭେଲିଁନ୍ ଥ୍ରୋ, ୧୬ ଓ ୨୦ ବର୍ଷ ରୁ କମ ମେନ୍ସ ଓମେନ୍ସ୍ ରିଲେ ରେଶ୍ ପ୍ରତିଯୋଗିତା ଅନୁଷ୍ଟିତ ହୋଇଥିଲା l  ଏ ବର୍ଷ ଏହି ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ରେ ରେକର୍ଡ ସଂଖ୍ୟକ ୧୨୭୦  ପ୍ରତିଯୋଗୀ ଭାଗ ନେଇ ଥିବା ବେଳେ କ୍ରୀଡ଼ା ସମ୍ପାଦକ ପୀୟୂଷ କୁମାର ପଣ୍ଡା ଙ୍କ ଉଦ୍ୟମ ଓ ସଂଘ ର ପ୍ରଚେଷ୍ଟା କୁ ସୁବର୍ଣ୍ଣପୁର ଜିଲ୍ଲାପାଳ , ଏସପି ଓ ଆଜିର ସମସ୍ତ ଅତିଥି ମାନେ ମଧ୍ୟ ଭୂୟସୀ ପ୍ରଶଂସା କରିଥିଲେ l ଏହି କ୍ରୀଡ଼ା ର ପୁରୁଷ ଓ ମହିଳା କୃତୀ ପ୍ରତିଯୋଗୀ ଆସନ୍ତା ୨୭ ତାରିଖ ରେ ଭୁବନେଶ୍ୱର କିଟ୍ ରେ ହେବାକୁ ଥିବା ରାଜ୍ୟ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ରେ ଭାଗ ନେବେ ବୋଲି ସଂଘ ର ଉପ ସଭାପତି ଶ୍ରୀ ତରାସିଆ, ଓ ସଂପାଦକ ଶ୍ରୀ ପଣ୍ଡା ପ୍ରକାଶ କରିଛନ୍ତି l ଏହି ଉତ୍ସବ ରେ ଜିଲ୍ଲା କ୍ରୀଡ଼ା ଅଧିକାରି ଚିତ୍ତ ରଞ୍ଜନ ମିଶ୍ର, ସଂଘ ଉପଦେଷ୍ଟା କଇରୁ ସ୍ବାଇଁ, ଦିଲୀପ ଗୁରୁ, ପୁରୁଷୋତ୍ତମ ପାଣିଗ୍ରାହୀ, ନନ୍ଦ କିଶୋର ତ୍ରୀପାଠୀ, କାର୍ଯ୍ୟକାରିଣୀ ସଦସ୍ୟ ବି.ସତ୍ୟ ନାରାୟଣ ରାଓ, ସଦସ୍ୟ ରାଜ କିଶୋର ତ୍ରୀପାଠୀ, ମହାଦେବ ମଲ୍ଲିକ, କମଳାକାନ୍ତ ସାହୁ ପ୍ରମୁଖ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like