-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ବ୍ଲକ୍ ସ୍ତରୀୟ ଡେଟଲ୍ ସ୍କୁଲ ସ୍ବଚ୍ଛତା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

14-Dec-2025



ଗୁଡଭେଲା/ତୁଷୁରା(ପଞ୍ଚାନନ ନାଏକ)- ଅମର ଜ୍ୟୋତି ଫାଉଣ୍ଡେସନ ଏବଂ ରେକିଟ ଇଣ୍ଡିଆ ର ମିଳିତ ସହଯୋଗ ରେ ଡୁଙ୍ଗିବାହାଲ ୟୁପି ସ୍କୁଲ୍ ଠାରେ ଗୁଡଭେଲା ବ୍ଲକ୍ ର ୧୦୦ଟି ସରକାରୀ ସ୍କୁଲ୍ ର ଶିକ୍ଷକ, ଶିକ୍ଷୟତ୍ରୀ ମାନଙ୍କ ପାଇଁ ଡିସେମ୍ବର ୧୨ ଓ ୧୩ ତାରିଖ ଦୁଇଦିନ ଧରି ଡେଟଲ ସ୍ବଚ୍ଛତା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ବ୍ଲକ୍ ଅଧ୍ୟକ୍ଷ ଅଶୋକ ଦୋରା ଯୋଗ ଦେଇ  "ଛାତ୍ରଛାତ୍ରୀ ସୁସ୍ଥ ରହିଲେ ସ୍କୁଲ୍ ରେ ଅନୁପସ୍ଥିତି ହାର କମିବ ଓ ଶିକ୍ଷାର ମାନ ମଧ୍ୟ ବଢିବା ସହିତ ସୁସ୍ଥ ଶିଶୁଟିଏ ହିଁ ସୁସ୍ଥ ସମାଜ ଗଠନ କରିପାରିବ" ବୋଲି କହିଥିଲେ। ବିଶିଷ୍ଟ ଶିକ୍ଷାବିତ୍ ତଥା ଆଶୁକବି ଡ. ହେମନ୍ତ କୁମାର ଦାଶ ଉଦ୍ଘାଟକ ଭାବେ ଯୋଗ ଦେଇ କାର୍ଯ୍ୟକ୍ରମର ଉଦ୍‌ଘାଟନ କରିଥିଲେ।  "ହାତ ଧୁଆର ଉପକାରିତା ଓ ବିଶେଷ କରି ଛାତ୍ରୀ ମାନଙ୍କର ସ୍ବଚ୍ଛତା ପାଇଁ ସଚେତନତା ବିଷୟରେ ଡ. ଦାଶ ନିଜ ବକ୍ତବ୍ୟରେ କହିଥିଲେ। ସମ୍ମାନିତ ଅତିଥି ଭାବେ ସ୍କୁଲ ଚେୟାରମେନ ମକରଧ୍ବଜ ରଣା, ପ୍ରଧାନ ଶିକ୍ଷୟିତ୍ରୀ ସରୋଜିନୀ ଭୋଇ ଓ ଉପେନ୍ଦ୍ର ସୁନା ମଞ୍ଚାସୀନ ଥିଲେ। ପ୍ରଧାନ ଶିକ୍ଷୟତ୍ରୀ ଏହି କାର୍ଯ୍ୟକ୍ରମକୁ ପ୍ରଶଂସା କରି ତୃଣମୂଳ ସ୍ତରରେ ପହଞ୍ଚାଇବା ପାଇଁ କହିଥିଲେ। ଛାତ୍ରଛାତ୍ରୀଙ୍କ ମଧ୍ୟରେ ସ୍ବଚ୍ଛତା, ଶିକ୍ଷାରେ ବ୍ୟବହାରିକ ପରିବର୍ତ୍ତନ ଆଣିବା, ସୁସ୍ଥ ଭାରତ ସ୍ୱଚ୍ଛ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କୁ ଭାଗୀଦାର କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା। ବିଭିନ୍ନ ଖେଳ, ଷ୍ଟେମ କିଟ, ପଜଲ କିଟ, ଗପ ମାଧ୍ୟମରେ ଛାତ୍ରଛାତ୍ରୀଙ୍କୁ ସ୍ବଚ୍ଛତା ପ୍ରତି ଆକୃଷ୍ଟ କରିବା ସହିତ ହାତ ଧୋଇବା, ଶୌଚାଳୟକୁ ସଫା ରଖିବା, ସଫା ଏବଂ ସ୍ୱଚ୍ଛ ମଧ୍ୟରେ ପାର୍ଥକ୍ୟ ଭଳି ବିଭିନ୍ନ ବିଷୟରେ ଆଲୋଚନା କରା ଯାଇଥିଲା। ଅମର ଜ୍ୟୋତି ଫାଉଣ୍ଡେସନର ଆଞ୍ଚଳିକ ସଂଯୋଜିକା ରୀନ ପ୍ରଧାନ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିବାବେଳେ ସୁରେନ୍ଦ୍ର ସୁନା ଓ ଲିଜା ଦଳବେହେରା ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like