-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||     

HOME   ଜିଲ୍ଲା

ପୋଲିସ ଜନ ସମ୍ପର୍କ ଶିବିର

14-Dec-2025



ନୂଆପଡ଼ା (ରାମନାଥ ପଣ୍ଡା)
 ନୂଆପଡ଼ା ଜିଲ୍ଲା ବୋଡେନ ବ୍ଳକ ଭଇସାଦାନୀ ପଞ୍ଚାୟତର ଜଙ୍ଗଲ ଘେରା ଗ୍ରାମ କୋଦୋଭଟା  ପ୍ରାଥମିକ ବିଦ୍ୟାଳୟ ଠାରେ ପୋଲିସ ଜନ ସମ୍ପର୍କ ଶିବିର ଅନୁଷ୍ଠିତ ହୋଇଥିଲା  । ଶିବିରରେ  ନୂଆପଡା ଜିଲ୍ଲାପାଲ ମଧୁସୂଦନ ଦାସ ମୁଖ୍ଯ ଅତିଥି ଭାବେ ଯୋଗଦାନ କରିଥିଲେ । ନୂଆପଡା ଜିଲ୍ଲା ଆରକ୍ଷୀ ଅଧୀକ୍ଷକ   ଅମ୍ରିତପାଲ ସିଂ,  ଖଡିଆଲ ଏସ ଡି ପି ଓ ଉପେନ୍ଦ୍ର ପ୍ରଧାନ, ବୋଡେନ ଥାନା ଅଧିକାରୀ ବି ରୁଦ୍ରିଆ,  ନାଏବ ସରପଞ୍ଚ ଘନଶ୍ୟାମ ମାଝି, ଏସ ଆଇ ମଞ୍ଜୁଲତା ଖେଡଙ୍ଗା  ମଞ୍ଚାସୀନ ଥିଲେ ।  ଜିଲ୍ଲାପାଳ ମନରେଗା ଉପରେ  ଲୋକ ମାନଙ୍କୁ ବୁଝାଇଥିଲେ, ଦାଦନ ଖଟି ଯିବା ନାହିଁ, ମନରେଗା କାମ କରିବା ଲକ୍ଷ ପତି ହେବା ଉପରେ ଆଲୋଚନା କରିଥିଲେ ।  ଆରକ୍ଷୀ ଅଧୀକ୍ଷକ  ଲୋକ ମାନଙ୍କ   ବିଭିନ୍ନ ସମସ୍ୟା ସମ୍ପର୍କରେ  ଲୋକଙ୍କୁ  ଅବଗତ କରିଥିଲେ । ଶିବିରରେ  ଫୁଟବଲ, କମ୍ବଳ, ମୃଦୁଙ୍ଗ, ଶାଢୀ, ବିଭିନ୍ନ ସମାଗ୍ରୀ ବୁଢା ବୁଢି ,ଯୁବକ, ଛାତ୍ର ଛାତ୍ରି ଖାତା,କଳମ,ପେନସିଲ ପ୍ରଦାନ କରିଥିଲେ । ହାବିଲଦାର କୃତି ବାସ ପାନ,କନେଷ୍ଟବଳ ନୀଳକଣ୍ଠ ମାଝୀ, କୁଳଦୀପ ସାହୁ,ଅନନ୍ତ ଶବର, ରଞ୍ଜିତ ମାଝୀଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
  ଜିଲ୍ଲା  
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026

You Might Also Like